ଏସିଡିଟିରୁ ରକ୍ଷା ପାଇବାକୁ ଚାହୁଁଥିଲେ ଖାଲି ପେଟରେ ପିଅନ୍ତୁ ଏହି ରସ

ହର୍ବାଲ୍‌ ଔଷଧ ମଧ୍ୟରେ ଅଁଳା ଅନ୍ୟତମ। ଏହାର ବ୍ୟବହାର ପ୍ରାଚୀନ କାଳରୁ ଦୂରାରୋଗ୍ୟ ରୋଗର ଚିକିତ୍ସା ଏବଂ ସୌନ୍ଦର୍ଯ୍ୟ ପାଇଁ କରାଯାଇଆସୁଛି। ଭିଟାମିନ, ଫାଇବର୍‌, କ୍ୟାଲସିୟମ୍‌ ଏବଂ କାର୍ବୋହାଇଡ୍ରେଟ୍‌ ଭଳି ତତ୍ତ୍ୱରେ ଭରପୂର୍‌ ଥିବାରୁ ଏହା ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପଯୋଗୀ। କେଶର ପ୍ରାକୃତିକ ଚମକ୍‌ ବଜାୟ ରଖିବାକୁ ଅଁଳା ବେଶ୍‌ ଫାଇଦା ଦେଇଥାଏ। ଏହାଛଡ଼ା କେଶ ଝଡ଼ା ଏବଂ କେଶ ପାଚିବା ସମସ୍ୟାରୁ ବି ରକ୍ଷା କରିଥାଏ। ଅଁଳା ଆଖି ପାଇଁ ବରଦାନ। ଏଥିରେ ମହଜୁଦ୍‌ ତତ୍ତ୍ୱ ଆଖିର ରଶ୍ମିକୁ ବର୍ଷ ବର୍ଷ ପର୍ଯ୍ୟନ୍ତ ସତେଜ ରଖିଥାଏ। ସକାଳୁ ଖାଲି ପେଟରେ ଅଁଳା ରସ ପିଇଲେ ଦୃଷ୍ଟିଶକ୍ତି ଶୀଘ୍ର ହ୍ରାସ ପାଇ ନ ଥାଏ। ପ୍ରତିଦିନ ଏକ ଚାମଚ ଅଁଳା ଗୁଣ୍ଡରେ ମହୁ ମିଶାଇ ଖାଇଲେ ମୋତିଆବିନ୍ଦୁ ସମସ୍ୟାରୁ ରକ୍ଷା ମିଳେ। ଯଦି ଆପଣ ମଧୁମେହରେ ପୀଡ଼ିତ, ତେବେ ଅଁଳା ଆପଣଙ୍କ ପାଇଁ ବେଶ୍‌ ଭଲ କାମ କରିବ। ଏସିଡିଟିରୁ ରକ୍ଷା ପାଇବାକୁ ଚାହୁଁଥିଲେ ଖାଲି ପେଟରେ ଅଁଳା ରସ ଦୈନନ୍ଦିନ ପିଅନ୍ତୁ। ରକ୍ତରେ ହିମୋଗ୍ଲୋବିନ୍‌ କମ୍‌ ହୋଇଥିଲେ, ପ୍ରତିଦିନ ଅଁଳା ରସର ସେବନ କରିବା ବେଶ୍‌ ଲାଭଦାୟକ ସାବ୍ୟସ୍ତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

ରାଜଧାନୀରେ ନକଲି ଆଡିଶନାଲ ଏସ୍‌ପି, ପୋଲିସ ଗିରଫ କରି…

ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍‌ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍‌ପି ବା ନକଲି ଅତିରିକ୍ତ ଏସ୍‌ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି…

Bankipur By-Election: ବାଙ୍କିପୁରରେ BJPକୁ କାହିଁକି ହରାଇବା ଦରକାର? ୩ କାରଣ କହିଲେ ପିକେ

ପାଟନା,୧୦।୭: ଜନ ସୁରାଜ ପ୍ରାର୍ଥୀ ପ୍ରଶାନ୍ତ କିଶୋର ବାଙ୍କିପୁର ନିର୍ବାଚନମଣ୍ଡଳୀରେ ସକ୍ରିୟ ଭାବରେ ଗସ୍ତ କରୁଛନ୍ତି, ଲୋକଙ୍କୁ ବୁଝାଉଛନ୍ତି ଯେ ଉପନିର୍ବାଚନରେ ଭାଜପାକୁ କାହିଁକି ପରାସ୍ତ କରାଯିବା…

ଇଂଲଣ୍ଡ ଗସ୍ତ ସହ ଶେଷ ହେଲା ଏହି ୩ ଖେଳାଳିଙ୍କ T20 କ୍ୟାରିୟର! ଲଗାତାର ଫ୍ଲପ୍‌ ପରେ…

ନୂଆଦିଲ୍ଲୀ,୧୦।୭: ବ୍ୟାକ-ଟୁ-ବ୍ୟାକ ବିଶ୍ୱବିଜେତା ହେବା ପରେ ଟିମ ଇଣ୍ଡିଆ ଏବେ କ୍ରମାଗତ ୨ଟି ଟି-୨୦ ସିରିଜ ହାରିଛି। ପ୍ରଥମେ ଆୟରଲ୍ୟାଣ୍ଡ ଏବଂ ଏବେ ଇଂଲଣ୍ଡ, ଦୁଇ ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri