ଏସିଡିଟି ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ଏହି ଜୁସ୍‌ ପିଅନ୍ତୁ ଅଧାକପ୍‌…

ସକାଳେ ଅଧାକପ୍‌ ତରଭୁଜ ଜୁସ୍‌ ପିଇଲେ ଅନେକ ଲାଭ ମିଳିଥାଏ। ଏଥିରେ ଓମେଗା ୩ ଏସିଡ୍‌ ପ୍ରଚୁର ପରିମାଣରେ ରହିଥାଏ। ତରଭୁଜ ଏସିଡିଟି ସମସ୍ୟାରୁ ମୁକ୍ତି ଦେବା ସହିତ ପାଚନ ପ୍ରକ୍ରିୟା ନିୟନ୍ତ୍ରଣ କରେ। ଏହି ଜୁସ୍‌କୁ ନିୟମିତ ପିଇଲେ ହାର୍ଟ ଆଟାକ୍‌ରୁ ମୁକ୍ତି ମିଳେ। ଏଥିରେ ଥିବା ଭିଟାମିନ ଏ ଓ ସି ଶରୀରକୁ ସୁସ୍ଥ ରଖେ । ଏଥିରେ ଥିବା ଭିଟାମିନ ଏ ଆଖି ପାଇଁ ହୋଇଥାଏ ଲାଭଦାୟକ । ମଧୁମେହ ରୋଗ ପାଇଁ ଏହାମହୋଷଧୀ ସଦୃଶ କାର୍ଯ୍ୟ କରେ। ଏଥିରେ ୩ରୁ ୬ ପ୍ରତିଶତ ପ୍ରୋଟିନ ରହିଥାଏ। ଏହା ମାଂସପେଶୀ ନିର୍ମାଣରେ ସହାୟତା କରେ। ତରଭୁଜ ଜୁସ୍‌ ମେଦବହୁଳତା କମାଇବାରେ ସାହାଯ୍ୟ କରିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ପାଣି ପିଇଲେ ବି ଚାଲିଯିବ ଜୀବନ, ଜାଣନ୍ତୁ କେମିତି ଆଉ କାହିଁକି

ପାଣି ଅମୃତ ସମାନ। କୁହାଯାଏ, ପାଣି ପିଇଲେ ଅନେକ ରୋଗରୁ ଉପଶମ ମିଳିଥାଏ। ପାଣି ପିଇବାକୁ ଡାକ୍ତରମାନେ ମଧ୍ୟ ପରାମର୍ଶ ଦେଇଥାନ୍ତି। ମାତ୍ର ପାଣି ବି...

ସୁସ୍ଥ ଶରୀର ଅନ୍ତରାଳେ

ଆମ ଶରୀରଟି ଜଳରେ ଗଢ଼ା ବୋଲି କହିଲେ କିଛି ଭୁଲ ହେବ ନାହିଁ। କାରଣ ଆମ ଶରୀର ଭିତରେ ଯେତେ ରକ୍ତ ପ୍ରବାହିତ ହେଉଛି, ତା’ର...

ସୁଜି ଜିଲାପି

ଆବଶ୍ୟକ ସାମଗ୍ରୀ: ସୁଜି- ୧ କପ୍‌, ମଇଦା- ୧/୪ କପ୍‌, ଘୋଳ ଦହି- ୧/୨ କପ୍‌, ବେକିଂ ପାଉଡ଼ର ୧/୨ ଛୋଟ ଚାମଚ, ଚିମୁଟାଏ ଅରେଞ୍ଜ...

କିଡ୍‌ନୀ ଷ୍ଟୋନ୍‌ ସମସ୍ୟାରୁ ମୁକ୍ତି ପାଇଁ ଆପଣାନ୍ତୁ ଏହି ଉପାୟ

ଆଜିକାଲି ଅନେକ ରୋଗରେ ମଣିଷ ପୀଡିତ ହେଉଛି। ଅତ୍ୟାଧୁନିକ ଜୀବନଶୈଳୀ, ଖାଦ୍ୟପେୟର ନୀତି ନିୟମ ଓ ଫାଷ୍ଟ ଫୁଡ୍‌, ତେଲ ମସଲାଯୁକ୍ତ ଖାଦ୍ୟ ଖାଇବା ଦ୍ୱାରା...

ବର୍ଷାଦିନିଆ ପୋଷାକ

ବର୍ଷାଦିନେ ପାଣିପାଗକୁ ଲକ୍ଷ୍ୟ କରି ପୋଷାକ ପିନ୍ଧିଲେ ଷ୍ଟାଇଲିସ୍‌ ଦେଖାଯିବା ସହିତ ପରିବେଶକୁ ଉପଭୋଗ କରିହେବ। ତେଣୁ ଏହି ଋତୁରେ କିଭଳି ପୋଷାକ ଚୟନ କରିବେ...

କଥା ‘କାଉ’ର…

ରାତି ପାହିଲାଣି ରାବଇ କାଉ…ଉଠ ଉଠ ମଠ ନ କର ଆଉ…। ଦିନେ ଏହି ଧାଡ଼ି ପିଲାମାନେ କେବଳ ପଢୁ ନ ଥିଲେ, ପିଲାଙ୍କ ଦୈନନ୍ଦିନ...

କ୍ୟାନ୍‌ସର ଓ ମସଲାଯୁକ୍ତ ଖାଦ୍ୟ

ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଚିନ୍ତାର କାରଣ ସାଜିଥିବା କେତେକ ପ୍ରମୁଖ ରୋଗ ମଧ୍ୟରୁ କ୍ୟାନ୍‌ସର ଅନ୍ୟତମ। ଅବଶ୍ୟ ଏବେ କେତେକ କ୍ୟାନ୍‌ସରକୁ ପ୍ରାରମ୍ଭିକ ଅବସ୍ଥାରେ ଚିହ୍ନଟ...

ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ ଆଲୁମିନିୟମ ଫୋଏଲ୍‌

ଆଜିକାଲି ଖାଦ୍ୟପଦାର୍ଥକୁ ପ୍ୟାକ୍‌ କରିବା ପାଇଁ ଆଲୁମିନିୟମ ଫୋଏଲ୍‌ ବ୍ୟବହାର କରାଯାଉଛି। କିନ୍ତୁ ଏହା ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ ବୋଲି ସତର୍କ କରାଇ ଦେଇଛନ୍ତି ୟୁନିଭର୍ସିଟି...

Advertisement
Archives

Model This Week