Posted inଜାତୀୟ

ଏସିଡ୍‌ ଆଟାକ୍‌ ସର୍ଭାଇଭରଙ୍କୁ ପେନସନ୍‌ ଦେବାକୁ ଯୋଜନା କରୁଛନ୍ତି ଉତ୍ତରାଖଣ୍ଡ ସରକାର

ଡେରାଡୁନ,୧୩।୧: ଦେଶରେ ଏସିଡ୍‌ ଆଟାକ୍‌ ପୀଡିତାଙ୍କ ସଂଖ୍ୟା ବଢିବାରେ ଲାଗିଛି। ନିକଟରେ ଏମିତି ଏକ କାହାଣୀକୁ ନେଇ ବଲିଉଡ୍‌ରେ ନିର୍ମାଣ କରାଯାଇଥିବା ଫିଲ୍ମ ‘ଛପାକ’ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ଏବେ ଏହି ଏସିଡ୍‌ ଆଟାକ୍‌ ସର୍ଭାଇଭରଙ୍କୁ ପେନସନ୍‌ ଦେବାକୁ ଉତ୍ତରାଖଣ୍ଡ ସରକାର ଯୋଜନା କରୁଥିବା ସୋମବାର ମନ୍ତ୍ରୀ ରେଖା ଆର୍ଯ୍ୟ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଏମିତି ପୀଡିତାଙ୍କୁ ମାସକୁ ୭ରୁ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ପେନସନ୍‌ ଦେବାକୁ ସରକାର ଚିନ୍ତା କରୁଛନ୍ତି। ଫଳରେ ଏମାନେ ସ୍ବାଧୀନ ହେବା ସହ ଆର୍ଥିକ ସ୍ତରରେ ମଜଭୂତ ହୋଇପାରିବେ ଓ ଅନ୍ୟମାନଙ୍କ ଭଳି ଭଲ ଜୀବନ ବିତାଇ ପାରିବେ। ଏହି ଯୋଜନା ଖୁବ୍‌ଶୀଘ୍ର ଲାଗୁ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କମୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୧୩।୯: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪,୩୬୯ ନୂଆ...

ଶଶିକଳାଙ୍କ ସହ କଥାବାର୍ତ୍ତା କରିବା ପଡିଲା ମହଙ୍ଗା: ୧୬ ନେତା ଦଳରୁ ବହିଷ୍କୃତ

ଚେନ୍ନାଇ,୧୪।୬: ଏଆଇଡିଏମ୍‌କେ ସୋମବାର ଦଳର ୧୬ ଜଣ ନେତାଙ୍କୁ ଦଳରୁ ବହିଷ୍କାର କରିଛି। ଏହି ନେତାମାନେ ଦଳର ପୂର୍ବତନ ନେତା ଭି.କେ ଶଶିକଳାଙ୍କ ସହ କଥାବାର୍ତ୍ତା...

ଭାରତୀୟ ସମ୍ବିଧାନ ୭୦ ବର୍ଷରେ: ପ୍ରସ୍ତୁତି ପାଇଁ ଲାଗିଥିଲା ୨ ବର୍ଷ ୧୧ ମାସ ୧୮ ଦିନ

ନୂଆଦିଲ୍ଲୀ,୨୬।୧୧: ଭାରତୀୟ ସମ୍ବିଧାନ ପ୍ରସ୍ତୁତିକୁ ଇତିମଧ୍ୟରେ ୭୦ ବର୍ଷ ପୂରିଛି। ୧୯୪୯ ନଭେମ୍ବର ୨୬ରେ ସମ୍ବିଧାନ କମିଟି ଅଧ୍ୟକ୍ଷ ଡ. ଭୀମରାଓ ଆମ୍ବେଡକର ଏହାକୁ ଦାଖଲ...

ଆଖି ବୁଜିଲେ ଉନ୍ନାଓ ପୀଡ଼ିତା

ନୂଆଦିଲ୍ଲୀ,୭।୧୨: ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ହାରିଯାଇଛନ୍ତି ଉନ୍ନାଓର ଗଣବଳାତ୍କାର ପୀଡ଼ିତା। ୨୩ ବର୍ଷୀୟା ଯୁବତୀଙ୍କ ଶରୀରର ୯୦ ଭାଗ ପୋଡ଼ିଯାଇଥିବାରୁ ତାଙ୍କୁ ଗୁରୁବାର...

ଆଦାନୀ-ହିଣ୍ଡେନବର୍ଗ ବିବାଦ: ତଦନ୍ତ ଶେଷ ପାଇଁ ସେବିକୁ ଆଉ ୩ ମାସ ସମୟ ମିଳିପାରେ

ନୂଆଦିଲ୍ଲୀ, ୧୩ା୫ (ପି.ଟି.): ଆଦାନୀ ଗ୍ରୁପ୍‌ ଷ୍ଟକ୍‌ ମୂଲ୍ୟରେ ଜାଲିଆତି କରିବା ସହ ନିୟାମକକୁ ତଥ୍ୟ ପ୍ରଦାନ କରି ନ ଥିବା ଅଭିଯୋଗ ଉପରେ ତଦନ୍ତ...

ମହିଳାଙ୍କ ସୁରକ୍ଷା ପାଇଁ ଦିଲ୍ଲୀର ପ୍ରତି ବସ୍‌ରେ ମଙ୍ଗଳବାରଠାରୁ ନିଯୁକ୍ତ ହେବେ ମାର୍ଶଲ

ନୂଆଦିଲ୍ଲୀ,୨୮।୧୦: ମହିଳାଙ୍କ ସୁରକ୍ଷା ପାଇଁ ଦିଲ୍ଲୀ ସରକାର ଅଣ୍ଟା ଭିଡ଼ିଛନ୍ତି। ଏନେଇ ଦିଲ୍ଲୀର ପ୍ରତି ବସ୍‌ରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମାର୍ଶଲ ନିଯୁକ୍ତ କରିଛନ୍ତି। ମଙ୍ଗଳବାରଠାରୁ...

ପତ୍ନୀଙ୍କଠାରୁ ଶୀଘ୍ର ଅଲଗା ହେବାକୁ ଚାହୁଁଛନ୍ତି ଓମାର ଅବଦୁଲ୍ଲା

ନୂଆଦିଲ୍ଲୀ,୧୯ ।୨: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନଫରେନ୍ସ ନେତା ଓମାର ଅବଦୁଲ୍ଲାଙ୍କ ବୈବାହିକ ବିବାଦ ମାମଲା ଦିଲ୍ଲୀ ହାଇକୋର୍ଟରେ ଚାଲିଛି । କାରଣ...

୨୩ରେ ୪ ରାଜ୍ୟରେ ବିଧାନସଭା ଉପନିର୍ବାଚନ

ନୂଆଦିଲ୍ଲୀ,୨୬ା୮(ପି.ଟି.):ଉତ୍ତରପ୍ରଦେଶ, ତ୍ରିପୁରା, ଛତିଶଗଡ଼ ଓ କେରଳର ଗୋଟିଏ ଲେଖାଏ ବିଧାନସଭା ଆସନରେ ସେପ୍ଟେମ୍ବର ୨୩ରେ ଉପନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ କମିଶନ ରବିବାର ଏନେଇ ଘୋଷଣା...

Advertisement
Archives

Model This Week