ଏସିଡ୍‌ ପୀଡିତାଙ୍କୁ ଭେଟିଲେ ଦୀପିକା

ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ବହୁ ପ୍ରତିକ୍ଷୀତ ଫିଲ୍ମ ‘ଛପାକ’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଏହି ଅବସରରେ ସେ ଦିଲ୍ଲୀରେ ଏସିଡ୍‌ ପୀଡିତାଙ୍କୁ ଭେଟିଛନ୍ତି। ଦୀପିକାଙ୍କ ସହ ଫିଲ୍ମର ନିର୍ଦ୍ଦେଶକ ମେଘନା ଗୁଲଜାର ଏବଂ ସହଅଭିନେତା ବିକ୍ରାନ୍ତ ମେସି ମଧ୍ୟ ଉପସ୍ଥିତ ଥିଲେ। ଫିଲ୍ମଟି ଜାନୁୟାରୀ ୧୦ରେ ପରଦାକୁ ଆସିବ। ନିକଟରେ ଦୀପିକା ନିଜର ୩୪ତମ ଜନ୍ମଦିନ ପାଳନ କରିଥିଲେ। ଏହି ଦିନଟିକୁ ସେ ଏସିଡ ପୀଡିତାଙ୍କ ସହ ବିତାଇଲେ। ‘ଛପାକ’ ଫିଲ୍ମଟି ଏସିଡ୍‌ ପୀଡିତା ଲକ୍ଷ୍ମୀ ଅଗ୍ରଓ୍ବାଲଙ୍କ ଜୀବନୀକୁ ନେଇ ନିର୍ମାଣ କରାଯାଇଛି। ଫିଲ୍ମରେ ଦୀପିକା ମାଳତି ନାମକ ଜଣେ ଏସିଡ ପୀଡିତା ଯୁବତୀଙ୍କ ଚରିତ୍ରରେ ନଜର ଆସିବେ। ଦୀପିକାଙ୍କ ବିପକ୍ଷରେ ବିକ୍ରାନ୍ତ ମେସି ଜଣେ ଖବରଦାତା ଚରିତ୍ରରେ ଅଭିନୟ କରିଥିବା ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଆରଆରଆର’କୁ ପଛରେ ପକାଇଲା ‘ବ୍ରହ୍ମାସ୍ତ୍ର’

ଅଭିନେତା ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ଅଭିନୀତ ଫିଲ୍ମ ‘ବ୍ରହ୍ମାସ୍ତ୍ର’ ବକ୍ସ ଅଫିସରେ ସୁପରହିଟ୍‌ ସାବ୍ୟସ୍ତ ହୋଇଛି। ‘ବ୍ରହ୍ମାସ୍ତ୍ର’ ପ୍ରଥମ ସପ୍ତାହ ମଧ୍ୟରେ ୩୦୦କୋଟି...

ହିନ୍ଦୀ ଭାଷା ବିବାଦକୁ ନେଇ ମୁହଁ ଖୋଲିଲେ ସୋନୁ

ମୁମ୍ବାଇ: କନ୍ନଡ ସୁପରଷ୍ଟାର କିଚ୍ଚା ସୁଦିପ ଏବେ ଖୁବ୍ ଚର୍ଚ୍ଚାରେ । ହିନ୍ଦୀ ରାଷ୍ଟ୍ରୀୟ ଭାଷାକୁ ନେଇ ସେ ଦେଇଥିବା ବିବାଦୀୟ ବୟାନ ମଧ୍ୟରେ ଏବେ...

ସୋସିଆଲ ମିଡିଆ ଛାଡିବେ ଜନ୍‌

ମୁମ୍ବାଇ: ଏବେ ସେଲିବ୍ରିଟିମାନେ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ ଥିବାବେଳେ ଅଭିନେତା ଜନ୍‌ ଆବ୍ରାହମ୍‌ କୁଆଡେ ସୋସିଆଲ ମିଡିଆ ଛାଡିଦେବେ ବୋଲି କହିଛନ୍ତି। କାରଣ ସୋସିଆଲ...

ବିଶ୍ୱର ଶ୍ରେଷ୍ଠ ୧୦ ସେକ୍ସି ସୁପରମଡେଲଙ୍କ ତାଲିକାରେ ବଲିଉଡ୍‌ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଉର୍ବଶୀ ରୌତେଲା ହେଉଛନ୍ତି ପ୍ରଥମ ଭାରତୀୟ ଅଭିନେତ୍ରୀ ଯିଏକି ୨୦୨୧ରେ ଶ୍ରେଷ୍ଠ ୧୦ ସେକ୍ସି ସୁପର ମଡେଲ ତାଲିକାରେ ସ୍ଥାନ ପାଇଛନ୍ତି। ନିକଟରେ...

ବିଗ୍ ବିଙ୍କ ଜନ୍ମଦିନ ପୂର୍ବରୁ ସୁରକ୍ଷା ବ୍ୟବସ୍ଥା କଡାକଡି

ମୁମ୍ବାଇ: ବଲିଉଡ୍ ମହାନାୟକ ଅମିତାଭ ବଚ୍ଚନ ଆଉ ୨ ଦିନ ପରେ ଅର୍ଥାତ୍ ଅକ୍ଟୋବର ୧୧ରେ ୭୮ ବର୍ଷରେ ପାଦ ଦେବେ । ହେଲେ ତା’ପୂର୍ବରୁ...

ନୋବିତା-ଶିଜୁକା ବିବାହ: ସୋସିଆଲ୍‌ ମିଡ଼ିଆରେ ଟପ୍‌ ଟ୍ରେଣ୍ଡ୍‌

ଟୋକିଓ, ୨୦।୧: ଛୋଟ ପିଲାଙ୍କ ପ୍ରିୟ ଧାରାବାହିକ ଡୋରେମନ୍‌ରେ ନଟ୍‌ଖଟ୍‌ ବାଳକ ନୋବିତା ଏବେ ବାଲ୍ୟବାନ୍ଧବୀ ଶିଜୁକାଙ୍କୁ ବିବାହ କରିବେ। ଏହାକୁ ନେଇ ଡୋରେମନ୍‌ ଦେଖୁଥିବା...

ପ୍ରଭାସ ନୁହନ୍ତି, ଏହି ବିବାହିତ ନିର୍ଦ୍ଦେଶକଙ୍କ ପ୍ରେମରେ ଅନୁଷ୍କା: ଶୀଘ୍ର କରିପାରନ୍ତି ବିବାହ

ବମ୍ବେ: ଦକ୍ଷିଣ ଭାରତୀୟ ସିନେ ଜଗତର ଆଗଧାଡ଼ିର ନାୟିକା ଅନୁଷ୍କା ସେଟ୍ଟୀ। ଚଳଚ୍ଚିତ୍ର ‘ବାହୁବଲୀ’ରେ ଚରିତ୍ରକୁ ନେଇ ଅଧିକ ଲୋକପ୍ରିୟ ହୋଇଥିଲେ ସେ। କେବଳ ସେତିକି...

ଏହି ଅଭିନେତ୍ରୀଙ୍କୁ ପସନ୍ଦ କରି ନ ଥିଲେ ଶାଶୁ, ଧକ୍କା ମାରି ଘରୁ ତଡ଼ି ଦେଇଥିଲେ

ବି-ଟାଉନ୍‌ରେ ଏମିତି କିଛି ଯୋଡ଼ି ଅଛନ୍ତି ଯିଏ ରିଲ୍‌ ଲାଇଫ୍‌ ନୁହେଁ ରିୟଲ ଲାଇଫ୍‌ରେ ମଧ୍ୟ ଚର୍ଚ୍ଚାରେ ରହିଛନ୍ତି। କିଛି ଯୋଡ଼ିଙ୍କ ସମ୍ପର୍କ ଅଧାରୁ ଭାଙ୍ଗି...

Advertisement
Archives

Model This Week