ଏସିଡ୍‌ ପୀଡିତାଙ୍କୁ ଭେଟିଲେ ଦୀପିକା

ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ବହୁ ପ୍ରତିକ୍ଷୀତ ଫିଲ୍ମ ‘ଛପାକ’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଏହି ଅବସରରେ ସେ ଦିଲ୍ଲୀରେ ଏସିଡ୍‌ ପୀଡିତାଙ୍କୁ ଭେଟିଛନ୍ତି। ଦୀପିକାଙ୍କ ସହ ଫିଲ୍ମର ନିର୍ଦ୍ଦେଶକ ମେଘନା ଗୁଲଜାର ଏବଂ ସହଅଭିନେତା ବିକ୍ରାନ୍ତ ମେସି ମଧ୍ୟ ଉପସ୍ଥିତ ଥିଲେ। ଫିଲ୍ମଟି ଜାନୁୟାରୀ ୧୦ରେ ପରଦାକୁ ଆସିବ। ନିକଟରେ ଦୀପିକା ନିଜର ୩୪ତମ ଜନ୍ମଦିନ ପାଳନ କରିଥିଲେ। ଏହି ଦିନଟିକୁ ସେ ଏସିଡ ପୀଡିତାଙ୍କ ସହ ବିତାଇଲେ। ‘ଛପାକ’ ଫିଲ୍ମଟି ଏସିଡ୍‌ ପୀଡିତା ଲକ୍ଷ୍ମୀ ଅଗ୍ରଓ୍ବାଲଙ୍କ ଜୀବନୀକୁ ନେଇ ନିର୍ମାଣ କରାଯାଇଛି। ଫିଲ୍ମରେ ଦୀପିକା ମାଳତି ନାମକ ଜଣେ ଏସିଡ ପୀଡିତା ଯୁବତୀଙ୍କ ଚରିତ୍ରରେ ନଜର ଆସିବେ। ଦୀପିକାଙ୍କ ବିପକ୍ଷରେ ବିକ୍ରାନ୍ତ ମେସି ଜଣେ ଖବରଦାତା ଚରିତ୍ରରେ ଅଭିନୟ କରିଥିବା ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଶାର୍ଟରେ କ୍ୟାଟ୍‌ଙ୍କ ସହ ପାର୍ଟିକୁ ଯାଇଥିଲେ ଭାଇଜାନ : ସୋସିଆଲ ମିଡିଆରେ ଫଟୋ ଭାଇରାଲ

ଦବଙ୍ଗ ଖାନ୍‌ ସଲମାନ ଶାର୍ଟଲେସ୍‌ ଆକ୍ଟର ଭାବେ ବଲିଉଡ୍‌ରେ ଜଣାଶୁଣା। ତାଙ୍କର ଅଧିକାଂଶ ଫିଲ୍ମରେ ଯେମିତି ହେଲେ ଗୋଟିଏ ଶାର୍ଟ ଖୋଲା ସିନ୍‌ ଥିବ। ବଡି...

ଏହି ଲୋକପ୍ରିୟ ଗାୟିକାଙ୍କୁ ଜୀବନରେ ମାରିଦେବାର ଧମକ

ମୁମ୍ବାଇ: ବଲିଉଡ୍‌ ଗାୟିକା କନିକା କପୁର ଯିଏକି ପ୍ରଥମେ କରୋନା ଆକ୍ରାନ୍ତ ହୋଇଥିଲେ। ମାର୍ଚ୍ଚରେ କରୋନା ପଜିଟିଭ୍‌ ହୋଇଥିବା କନିକାଙ୍କୁ ସେତେବେଳେ ଟ୍ରୋଲ ହେବାକୁ ପଡ଼ିଥିଲା।...

ଟପ୍‌ରେ ବିଗ୍‌ ‘ବି’

ଅମିତାଭ ବଚ୍ଚନ ଓରଫ ବିଗ୍‌ ‘ବି’ଙ୍କ ଅଭିନୟ ଅନେକ କଳାକାରଙ୍କ ପାଇଁ ପ୍ରେରଣାର ଉତ୍ସ ସାଜିଛି। କେବଳ ଜଣେ ନାମୀ ଅଭିନେତା ନୁହନ୍ତି, ଶୁଟିଂ ସେଟ୍‌ରେ...

ଅଭିନୟରେ ସଫଳ ରହିଥିବା ସଲମାନ୍‌ ପ୍ରେମରେ ସବୁବେଳେ ବିଫଳ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ୍‌ ଖାଁଙ୍କର ଫିଲ୍ମ ଜୀବନ ପରି ବ୍ୟକ୍ତିଗତ ଜୀବନ ମଧ୍ୟ ରୋମାଞ୍ଚକର। ଜୀବନରେ ତାଙ୍କର ବହୁ ଅଭିନେତ୍ରୀଙ୍କ ସହିତ ପ୍ରେମ ସମ୍ପର୍କ...

ୟେ ରିସ୍ତା କ୍ୟା କେହେଲାତା ହୈ ଫେମ୍‌ ଅଭିନେତା କରୋନା ପଜିଟିଭ୍‌: ଶୁଟିଂ ଉପରେ ଲାଗିଲା ବ୍ରେକ୍‌

ମୁମ୍ବାଇ: ସମଗ୍ର ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଦେଶରେ ଜାରି ରହିଥିବା ଲକ୍‌ଡାଉନ ପରେ ବି ମନୋରଞ୍ଜନ ଜଗତର କେତେକ...

ଲକ୍‌ଡାଉନ୍‌ରେ ରହି ଦୀପିକା ରଣବୀରଙ୍କୁ କହିଲେ ଏମିତି

ମୁମ୍ବାଇ: କରୋନା ଭାଇରସ୍‌ ଯୋଗୁ ସାରା ଦେଶରେ ଲକ୍‌ଡାଉନ୍‌ ଜାରିରହିଛି। ଏହି ପରିସ୍ଥିତିରେ ବଲିଉଡ୍‌ କଳାକାରମାନେ ଅଧିକାଂଶ ସମୟ ସୋସିଆଲ ମିଡିଆରେ ଆକ୍ଟିଭ୍‌ ରହୁଛନ୍ତି। ଘରେ...

ଟିଭି ସିରିଏଲ୍‌ର ଏହି ଅଭିନେତା କରୋନା ପଜିଟିଭ୍‌: ୩ଦିନ ଯାଏଁ ବନ୍ଦ ରହିଲା ଶୁଟିଂ

ମୁମ୍ବାଇ,୭।୭: କରୋନା ଲକ୍‌ଡାଉନ ଯୋଗୁ ୩ମାସରୁ ସମସ୍ତ ଫିଲ୍ମ ଓ ସିରିୟଲ୍‌ ଶୁଟିଂ ବନ୍ଦ ରହିଛି। କରୋନା ସଙ୍କଟ ମଧ୍ୟରେ ତଥା ଅନ୍‌ଲକ-୨ରେ ମହାରାଷ୍ଟ୍ର ସରକାର...

ଫିଲ୍ମ ଇଣ୍ଡଷ୍ଟ୍ରିକୁ ବାଏ ବାଏ କହିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ, ଜାଣନ୍ତୁ କାହିଁକି

ଅଭିନେତ୍ରୀ ସନା ଖାନ ଗ୍ଲାମର ଇଣ୍ଡଷ୍ଟ୍ରି ଛାଡିବାକୁଘୋଷଣା କରିଛନ୍ତି। ସୋସିଆଲ ମିଡିଆରେ ଏକ ଲମ୍ବା ପୋଷ୍ଟ ଲେଖି ସେ ଏହି ସୂଚନା ଦେଇଛନ୍ତି। ସନା କହିଛନ୍ତି...

Play 250+ Trending Games
Archives

Model This Week

Why Dharitri