ଏସିଡ୍‌ ପୀଡିତାଙ୍କ ସହ ଜନ୍ମଦିନ ପାଳିବେ ଦୀପିକା

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ବହୁ ପ୍ରତିକ୍ଷୀତ ଫିଲ୍ମ ‘ଛପାକ’ର ପ୍ରମୋଶନ୍‌ରେ ବ୍ୟସ୍ତ ଅଛନ୍ତି। ଫିଲ୍ମଟି ଜାନୁୟାରୀ ୧୦ରେ ପରଦାକୁ ଆସିବାକୁ ଥିବାବେଳେ ଏହାପୂର୍ବରୁ ଅର୍ଥାତ୍‌ ଜାନୁୟାରୀ ୫ ତାରିଖରେ ଦୀପିକା ନିଜର ୩୪ତମ ଜନ୍ମଦିନ ପାଳନ କରିବାକୁ ଯାଉଛନ୍ତି। ଏଥର ଜନ୍ମଦିନକୁ ସ୍ମରଣୀୟ କରିବା ପାଇଁ ଦୀପିକା ଏକ ନିଆରା ପଦକ୍ଷେପ ନେଇଛନ୍ତି। ଏଥର ସେ କୌଣସି ଗ୍ରାଣ୍ଡ୍‌ ପାର୍ଟି ଦେବେନି କି କୌଣସି ସ୍ଥାନକୁ ବୁଲିବାକୁ ଯିବେନି। ଏହିଦିନଟିକୁ ସେ ଏସିଡ୍‌ ପୀଡିତାଙ୍କ ସହ ବିତାଇବେ ବୋଲି ଜଣାପଡିଛି। ‘ଛପାକ୍‌’ ଫିଲଟି ଏସିଡ ପୀଡିତା ଲକ୍ଷ୍ମୀ ଅଗ୍ରଓ୍ବାଲଙ୍କ ଜୀବନୀକୁ ନେଇ ନିର୍ମାଣ କରାଯାଇଛି। ଫିଲ୍ମରେ ଦୀପିକା ମାଳତି ନାମକ ଜଣେ ଏସିଡ୍‌ ପୀଡିତା ଯୁବତୀଙ୍କ ଚରିତ୍ରରେ ନଜର ଆସିଛନ୍ତି। ଦୀପିକାଙ୍କ ବିପକ୍ଷରେ ବିକ୍ରାନ୍ତ ମେସି ଜଣେ ଖବରଦାତା ଚରିତ୍ରରେ ଅଭିନୟ କରିଥିବା ଦେଖିବାକୁ ମିଳିଛି। ମେଘନା ଗୁଲଜାରଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମର ଦମ୍‌ଦାର ଟ୍ରେଲରକୁ ପ୍ରଶଂସକଙ୍କ ଭଲ ରେସପନ୍ସ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପେଶାଲ ବାର୍ଥ ଡେ’

ବଲିଉଡ୍‌ର ୟଙ୍ଗ୍‌ ସେନ୍‌ସେସନ ଟାଇଗର ଶ୍ରଫ୍‌ଙ୍କୁ ନେଇ ଏବେ ଚର୍ଚ୍ଚା। ନିକଟରେ ସେ ନିଜର ବାର୍ଥ ଡେ’ ପାଳନ କରିଥିଲେ। ଆଉ ଏହାକୁ ଭେରି ଭେରି...

ମୃତ୍ୟୁ ପୂର୍ବରୁ କରୋନା ସମ୍ପର୍କିତ ସ୍ବତନ୍ତ୍ର ଆପ୍‌ ଉପରେ କାମ କରୁଥିଲେ ସୁଶାନ୍ତ

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଦିନକୁ ଦିନ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ସୁଶାନ୍ତଙ୍କ ସହ ଜଡିତ ଅନେକ ଲୋକ ବର୍ତ୍ତମାନ...

ଆଲିଆଙ୍କ ଚପଲର ଦାମ୍‌ କେତେ ଜାଣନ୍ତି…

ଫିଲ୍ମ ବ୍ୟତୀତ ବଲିଉଡ୍‌ ଅଭିନେତ୍ରୀଙ୍କ ପୋଷାକ ପରିଚ୍ଛଦକୁ ନେଇ ମଧ୍ୟ ବେଳେବେଳେ ଚର୍ଚ୍ଚା ହୋଇଥାଏ। ଏହି ଚର୍ଚ୍ଚାରେ ଏବେ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ନାଁ ଯୋଡ଼ି...

ସୁପରଷ୍ଟାର ଆମିର ଖାନ୍‌ଙ୍କ ବଡିଗାର୍ଡ ଥିଲେ ଏହି ଲୋକପ୍ରିୟ ଅଭିନେତା: ଏଭଳି ବଦଳିଥିଲା ଜୀବନ

ବମ୍ବେ: ରୋନିତ ରୟ ଟେଲି ପରଦାର ଚର୍ଚ୍ଚିତ ଅଭିନେତାଙ୍କ ମଧ୍ୟରୁ ଜଣେ। ଧାରାବାହିକ ହେଉ ଅବା ଟେଲି ସିରିଜ, ଫିଲ୍ମ ସବୁଥିରେ ତାଙ୍କ ଆଧିପତ୍ୟ ଦେଖିବାକୁ...

ଅଫିସର

ଏକ ରାଜ୍ୟରେ ପାଞ୍ଚଜଣ ଅଫିସରଙ୍କ ଭିତରେ ଥାଏ ଅତୁଟ ବନ୍ଧୁତା। ସତେଯେମିତି ସେମାନେ ଗୋଟିଏ ରଜ୍ଜୁରେ ବନ୍ଧା। କାହାର ଅସୁବିଧା ପଡ଼ିଲେ ଏକାଠି ହୋଇ ସାହାଯ୍ୟର...

କ୍ୟାଟ୍ରିନାଙ୍କ ଶାଢି ସଜାଡିଲେ ସଲମାନ: ଫଟୋ ଭାଇରାଲ

ମୁମ୍ବାଇ: ବଲିଉଡର ଭାଇଜାନ୍‌ ସଲମାନ ଖାଁ ଓ କ୍ୟାଟ୍ରିନା କୈଫ୍‌ ଏବେ ତାଙ୍କ ଅପ୍‌କମିଙ୍ଗ ଫିଲ୍ମ ‘ଭାରତ’କୁ ନେଇ ଅଛନ୍ତି ଚର୍ଚ୍ଚାରେ। ନିକଟରେ ଏହାର ଏକ...

ଲୁଚିଛପି ବାହାହେଲେ କ୍ୟାଟ୍ରିନା!

ମୁମ୍ବାଇ: ବଲିଉଡ୍‌ କୁଇନ୍‌ କ୍ୟାଟ୍ରିନା କୈଫ କିଛି ନା କିଛି କାରଣ ପାଇଁ ଥାଆନ୍ତି ଚର୍ଚ୍ଚାରେ। ନିଜ ଫିଲ୍ମ ପାଇଁ ହେଉ ଅବା ରିଲେସନଶିପ ପାଇଁ...

ଦୀପକ ଯାହା ଚାହୁଁଥିଲେ..

ବେଳେ ବେଳେ ଖୋଜିବା ଚିଜ ବି ହାତପାହାନ୍ତାରେ ମିଳିଯାଏ। ୨୦୦୬ରୁ ତାଙ୍କର ଆକ୍ଟିଂ କ୍ୟାରିୟର ଆରମ୍ଭ ହୋଇଥିଲା। ହେଲେ ତାଙ୍କ ଅଭିନୀତ ‘ହର୍‌ କିସେ କି...

Coronavirus Update

Archives

Model This Week

Why Dharitri