ଏସିଡ୍‌ ପୀଡିତାଙ୍କ ସହ ଜନ୍ମଦିନ ପାଳିବେ ଦୀପିକା

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ବହୁ ପ୍ରତିକ୍ଷୀତ ଫିଲ୍ମ ‘ଛପାକ’ର ପ୍ରମୋଶନ୍‌ରେ ବ୍ୟସ୍ତ ଅଛନ୍ତି। ଫିଲ୍ମଟି ଜାନୁୟାରୀ ୧୦ରେ ପରଦାକୁ ଆସିବାକୁ ଥିବାବେଳେ ଏହାପୂର୍ବରୁ ଅର୍ଥାତ୍‌ ଜାନୁୟାରୀ ୫ ତାରିଖରେ ଦୀପିକା ନିଜର ୩୪ତମ ଜନ୍ମଦିନ ପାଳନ କରିବାକୁ ଯାଉଛନ୍ତି। ଏଥର ଜନ୍ମଦିନକୁ ସ୍ମରଣୀୟ କରିବା ପାଇଁ ଦୀପିକା ଏକ ନିଆରା ପଦକ୍ଷେପ ନେଇଛନ୍ତି। ଏଥର ସେ କୌଣସି ଗ୍ରାଣ୍ଡ୍‌ ପାର୍ଟି ଦେବେନି କି କୌଣସି ସ୍ଥାନକୁ ବୁଲିବାକୁ ଯିବେନି। ଏହିଦିନଟିକୁ ସେ ଏସିଡ୍‌ ପୀଡିତାଙ୍କ ସହ ବିତାଇବେ ବୋଲି ଜଣାପଡିଛି। ‘ଛପାକ୍‌’ ଫିଲଟି ଏସିଡ ପୀଡିତା ଲକ୍ଷ୍ମୀ ଅଗ୍ରଓ୍ବାଲଙ୍କ ଜୀବନୀକୁ ନେଇ ନିର୍ମାଣ କରାଯାଇଛି। ଫିଲ୍ମରେ ଦୀପିକା ମାଳତି ନାମକ ଜଣେ ଏସିଡ୍‌ ପୀଡିତା ଯୁବତୀଙ୍କ ଚରିତ୍ରରେ ନଜର ଆସିଛନ୍ତି। ଦୀପିକାଙ୍କ ବିପକ୍ଷରେ ବିକ୍ରାନ୍ତ ମେସି ଜଣେ ଖବରଦାତା ଚରିତ୍ରରେ ଅଭିନୟ କରିଥିବା ଦେଖିବାକୁ ମିଳିଛି। ମେଘନା ଗୁଲଜାରଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମର ଦମ୍‌ଦାର ଟ୍ରେଲରକୁ ପ୍ରଶଂସକଙ୍କ ଭଲ ରେସପନ୍ସ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ଦେବଦୂତ ସାଜିଲେ ଅକ୍ଷୟ

ମୁମ୍ବାଇ: କରୋନା ମହାମାରୀ କେତେଯେ ଲୋକଙ୍କ ଜୀବନ ଜୀବିକା ଛଡାଇ ନେଇଛି ତା’ର ହିସାବ ନାହିଁ । ଲୋକଙ୍କ ନିକଟରୁ ଖାଦ୍ୟ, ବାସଗୃହ, ରୋଜଗାର ସବୁ...

ଶିଳ୍ପାଙ୍କ ବିବାଦ ହିଷ୍ଟ୍ରି: କେବଳ ସ୍ବାମୀଙ୍କ ପାଇଁ ନୁହେଁ ପୂର୍ବରୁ ବି ଚୁମ୍ବନ, ଆପତ୍ତିଜନକ ଫଟୋଶୁଟ୍‌ ପାଇଁ ଥିଲେ ଚର୍ଚ୍ଚାରେ….

ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ ବର୍ତ୍ତମାନ କେବଳ ସ୍ବାମୀଙ୍କ ଅଶ୍ଳୀଳତା ମାମଲାରେ ଚର୍ଚ୍ଚାରେ ରହିଛନ୍ତି ତାହା ନୁହେଁ ପୂର୍ବରୁ ଶିଳ୍ପା ଅନେକ ଥର ବିବାଦରେ ଫସିଛନ୍ତି।...

ନଳକୂପ ପାଖରେ ବାପାଙ୍କ ସହ ଶୋଉଥିଲେ ଏହି ଅଭିନେତା; ସାମାନ୍ୟ ଦିଆସିଲି ପ୍ୟାକେଟ୍‌ କିଣିବାକୁ ବି…

ବମ୍ବେ: ବଲିଉଡ୍‌ର ଅନ୍ୟତମ ସଫଳ ଅଭିନେତାଙ୍କ ମଧ୍ୟରୁ ପଙ୍କଜ ତ୍ରିପାଠୀ ଜଣେ। ଖୁବ୍‌ କମ୍‌ ସମୟରେ ସେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିଜର...

ପୁଣିଥରେ ‘ମିଷ୍ଟର ଇଣ୍ଡିଆ’ର ଯାଦୁ ଦେଖିବେ ଦର୍ଶକେ!

ମୁମ୍ବାଇ: ବଲିଉଡ ପ୍ରଯୋଜକ ତଥା ନିର୍ଦ୍ଦେଶକ ବୋନି କପୁର ତାଙ୍କ କ୍ୟାରିୟରରେ ଦର୍ଶକଙ୍କୁ କିଛି ସୁପରହିଟ୍ ମୁଭି ଭେଟି ଦେଇଛନ୍ତି । ଏବେ ସେ ଏକ...

ଦିଶା ପଟାନୀ ଖୋଲିଲେ ଫିଟନେସର ରାଜ୍‌

ବଲିଉଡ୍‌ର ହଟ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ ଦିଶା ପଟାନୀ ଆଗାମୀ ଫିଲ୍ମ ‘ମଲାଙ୍ଗ’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଏହି ଅବସରରେ ନିଜ ଫିଟନେସର ରାଜ୍‌ ଖୋଲିଛନ୍ତି...

ଶ୍ରୀଦେବୀଙ୍କୁ ମନେ ପକାଇ ଭାବବିହ୍ବଳ ହେଲେ ବୋନି

ମୁମ୍ବାଇ: ଆଜି ବଲିଉଡ୍‌ର ସୌନ୍ଦର୍ଯ୍ୟ ରାଣୀ ଶ୍ରୀଦେବୀଙ୍କ ୫ମ ମୃତ୍ୟୁ ବାର୍ଷିକୀ। ୨୪ ଫେବୃୟାରୀ ୨୦୧୮ରେ ଶ୍ରୀଦେବୀ ଦୁନିଆରୁ ବିଦାୟ ନେଇଥିଲେ। ଫିଲ୍ମ ଜଗତରେ ଶ୍ରୀଦେବୀଙ୍କର...

ନିଜ ବାୟୋପିକ୍‌କୁ ନେଇ କ’ଣ କହିଲେ ଅନୁପମ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅନୁପମ ଖେର ମାତ୍ର ୨୮ ବର୍ଷ ବୟସରେ ବଲିଉଡ୍‌ରେ ନିଜର କ୍ୟାରିୟର ଆରମ୍ଭ କରିଥିଲେ। ପ୍ରଥମରୁ ସେ ଜଣେ ୬୫ ବର୍ଷ...

ସଲମାନଙ୍କ ପାଇଁ ଜୀବନ ଦେବାକୁ ପ୍ରସ୍ତୁତ ରାକ୍ଷୀ!

ମୁମ୍ବାଇ: ବଲିଉଡ ଡ୍ରାମା କୁଇନ ରାକ୍ଷୀ ସାୱନ୍ତଙ୍କ ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି । ଭିଡିଓଟି ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମରେ ଶେୟାର କରାଯାଇଥିବା...

Advertisement
Archives

Model This Week