ଏସିରୁ ଲାଗିଲା ନିଆଁ: ଶ୍ୱାସରୁଦ୍ଧ ହୋଇ ବିଜେଡି ନେତାଙ୍କ ସହ ଚାଲିଗଲା ଆଉ ଦୁଇ ଜୀବନ

ବ୍ରହ୍ମପୁର ଅଫିସ,୨୯ା୫: ବ୍ରହ୍ମପୁର ଗୋଷାଣୀ ନୂଆଗାଁ ପାଣିଗ୍ରାହୀ ପେଣ୍ଠସାହିରେ ଗୁରୁବାର ବିଳମ୍ବିତ ରାତିରେ ନିଆଁ ଲାଗି ୩ ଜଣଙ୍କ ଜୀବନ ଚାଲିଯାଇଛି। ଘରେ ଲାଗିଥିବା ଏସିରେ ନିଆଁ ଲାଗିଯିବାରୁ ଶ୍ୱାସରୁଦ୍ଧ ହୋଇ ଏପରି ଦୁଃଖଦ ଘଟଣା ଘଟିଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ବ୍ରହ୍ମପୁର ଅଞ୍ଚଳରେ ବିଜେଡିର ଜଣେ ଟାଣୁଆ ନେତା ଭାବେ ପରିଚିତ ଅଲେଖ ଚୌଧୁରୀଙ୍କ ଘର ଭିତରେ ଏସିରେ ନିଆଁ ଲାଗିଥିଲା। ଘର ଭିତରୁ ଲୋକଙ୍କୁ ବଞ୍ଚାଇବା ପାଇଁ ଚେଷ୍ଟା କରୁଥିବା ବେଳେ ଅଲେଖଙ୍କ ଶଳା ଭଗବାନ ପାତ୍ର ଏବଂ ସୁନୀଲ ବେହେରା ନାମକ ଜଣେ ଯୁବକଙ୍କ ମଧ୍ୟ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନର ନିର୍ଦ୍ଦେଶ ମାନୁନାହାନ୍ତି ପରିମଳ ଠିକାଦାର

ଗଞ୍ଜାମ,୫ା୮(ଡି.ଏନ୍‌.ଏ.): ଗଞ୍ଜାମ ସହର ସାନବଜାରଠାରୁ ବଡ଼ ବଜାର ପର୍ଯ୍ୟନ୍ତ ମୁଖ୍ୟ ରାସ୍ତାରେ ବୁଲା ଗାଈଗୋରୁ ପାଇଁ ଅଞ୍ଚଳବାସୀ ଅତିଷ୍ଠ ହୋଇ ପଡ଼ିଲେଣି। ଏନେଇ ସ୍ଥାନୀୟ ଅଞ୍ଚଳବାସୀ...

‘ସମର ତରଙ୍ଗ’ ଦିଲ୍ଲୀ ନେବାକୁ ଉଦ୍ୟମ ହେବ

ଢେଙ୍କାନାଳ ଅଫିସ, ୧୫ା୪- ଢେଙ୍କାନାଳର ନାଟ୍ୟ ଅନୁଷ୍ଠାନ କଳା ପରିଷଦ ପକ୍ଷରୁ ଶୁକ୍ରବାର ସମର କବି ବ୍ରଜନାଥ ବଡ଼ଜେନାଙ୍କ ଜୟନ୍ତୀ ଅବସରରେ ଗୀତିନାଟ୍ୟ ସମର ତରଙ୍ଗ...

ଦୁବାଇକୁ ଦାଦନ ଖଟିବାକୁ ଯାଇ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ବେଗୁନିଆପଡ଼ା,୨୭।୪(ଡି.ଏନ.ଏ.): ପରିବାର ପ୍ରତିପୋଷଣ ପାଇଁ ସୁଦୂର ଦୁବାଇକୁ ଯାଇଥିଲେ। ହାର୍ଟ ଚୋକରେ ଚାଲିଗଲା ଜୀବନ। ଗଞ୍ଜାମ ଜିଲା କୋଦଳା ଥାନା ଅନ୍ତର୍ଗତ ମର୍ଦକୋଟ ଗ୍ରାମରୁ ଏହି...

ରୋଗୀ ମୃତ୍ୟୁକୁ ନେଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା

ବାଲେଶ୍ୱର ଅଫିସ, ୯।୮-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳା ଯୋଗୁ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରି ଗୁରୁବାର ମଧ୍ୟରାତ୍ରରେ ଉତ୍ତେଜନା ଦେଖାଦେଇଥିଲା। ଘଟଣାସ୍ଥଳରେ...

ବ୍ୟାଙ୍କରୁ ଟଙ୍କା ଉଠାଇ ଫେରୁଥିବା ଗ୍ରାହକଙ୍କଠାରୁ ଲୁଟ୍‌: ୨ ଅଭିଯୁକ୍ତ ଅଟକ

ବସ୍ତା,୬।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ ବସ୍ତା ଶାଖାରେ ଜଣେ ଗ୍ରାହକଙ୍କ ନିକଟରୁ ୫୦ ହଜାର ଲୁଟ୍‌ ଅଭିଯୋଗରେ ଦୁଇ ଦୁର୍ବୃତ୍ତଙ୍କୁ ଧରି...

କାର୍ଯ୍ୟକାରୀ ହେଉନି ଜିଲାପାଳଙ୍କ ନିର୍ଦ୍ଦେଶ: ଶିଶୁ ପାର୍କରେ ଝୁଲୁଛି ତାଲା

ଆନନ୍ଦପୁର,୨୬। ୮(ସ୍ବ.ପ୍ର.)- ଆନନ୍ଦପୁର ଶିଶୁ ପାର୍କରେ ଝୁଲୁଛି ତାଲା। ପ୍ରାୟ କୋଟିଏ ଟଙ୍କା ଖର୍ଚ୍ଚ କରାଯାଇ ନିବନିର୍ମିତ ଶିଶୁ ପାର୍କ ଗତ ସାଧାରଣ ନିର୍ବାଚନର ଠିକ୍‌...

୨୩ରୁ ପୁରୀରେ ୧୪୪

ପୁରୀ ଅଫିସ,୨୧।୬: ସ୍ନାନଯାତ୍ରା ପାଇଁ ପୁରୀ ସହରରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଜନସମାଗମ ରୋକିବା ଉଦ୍ଦେଶ୍ୟରେ...

ପାରିବାରିକ କଳହରୁ ଘରେ ନିଆଁ ଲଗାଇଲେ

ଛତ୍ରପୁର,୧ା୧୧(ଡି.ଏନ୍‌.ଏ.): ଛତ୍ରପୁର ବିରେଶ୍ୱର ମନ୍ଦିର ନିକଟରେ ରହୁଥବା ଶଙ୍କର ବାହାଦୂର ପାରିବାରିକ କଳହରୁ ରବିବାର ରାତିରେ ନିଜ ଘରେ ନିଆଁ ଲଗାଇ ଫେରାର୍‌ ହୋଇଯାଇଛନ୍ତି। ଘର...

Advertisement
Archives

Model This Week