ଏସ୍‌ଡିପିଓଙ୍କ ପରେ ବଦଳିଲେ ଝାରସୁଗୁଡ଼ା ଏସ୍‌ପି

ଝାରସୁଗୁଡ଼ା ଅଫିସ,୩୧।୧: ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଗୁଳିକାଣ୍ଡ ଘଟଣା ପରେ ଆକ୍‌ଶନ ମୁଡ୍‌ରେ ଏବେ ରାଜ୍ୟ ପ୍ରଶାସନ। ମଙ୍ଗଳବାର ବ୍ରଜରାଜନଗର ଏସ୍‌ଡିପିଓ ଗୁପ୍ତେଶ୍ୱର ଭୋଇ ବଦଳି ହେବାର କିଛି ସମୟ ପରେ ରାଜ୍ୟ ସରକାର ଝାରସୁଗୁଡ଼ା ଏସ୍‌ପି ରାହୁଲ ଜୈନଙ୍କୁ ମଧ୍ୟ ବଦଳି କରିଛନ୍ତି। ତାଙ୍କ ସ୍ଥାନରେ ବରଗଡ଼ ଏସ୍‌ପି ସ୍ମିତ୍‌ ପରମାରଙ୍କୁ ନିଯୁକ୍ତ କରାଯାଇଛି। ଅନ୍ୟପକ୍ଷେ ଗୋଟିଏ ଦିନରେ ଝାରସୁଗୁଡ଼ା ଏସ୍‌ପି ଏବଂ ବ୍ରଜରାଜନଗର ଏସ୍‌ଡିପିଓ ବଦଳି ଘଟଣା ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ସ୍ୱପ୍ନର ବାଂଲାଦେଶ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri