ଏସ୍‌ଏଚ୍‌ଜି ଦ୍ୱାରା ଅଣ୍ଡା ବଣ୍ଟନ ନିଷ୍ପତ୍ତି ପ୍ରତ୍ୟାହାର: ଅଙ୍ଗନୱାଡି କେନ୍ଦ୍ରକୁ ମିଳିଲା ଦାୟିତ୍ୱ

ବ୍ରହ୍ମପୁର ଅଫିସ,୨ା୬-ଗଞ୍ଜାମ ଜିଲା ଅଙ୍ଗନୱାଡି କେନ୍ଦ୍ରକୁ ସ୍ବୟଂସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)ଦ୍ୱାରା ଅଣ୍ଡା ବଣ୍ଟନ ନିଷ୍ପତ୍ତିକୁ ସୋମବାର ଜିଲାପାଳ ପ୍ରତ୍ୟାହାର କରିଛନ୍ତି ା ଏସ୍‌ଏଚ୍‌ଜିଠାରୁ ଅଣ୍ଡା ବଣ୍ଟନ ଦାୟିତ୍ୱ ପ୍ରତ୍ୟହାର କରାଯାଇ ଅଙ୍ଗନୱାଡିକୁ ଦିଆଯିବାକୁ ଜିଲାପାଳ ନିର୍ଦ୍ଦେଶନାମାରେ ଉଲ୍ଳେଖ କରିଥିବା ଜଣାପଡିଛି ା ସୂଚନାଯୋଗ୍ୟ, ଗତ ଏପ୍ରିଲ ୧୫ରୁ ଗଞ୍ଜାମ ଜିଲା ସମାଜ ମଙ୍ଗଳ ଅଧିକାରୀ(ଡିଏସ୍‌ଡବ୍ଲ୍ୟୁଓ)ଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମହାନଗର ସମେତ ଜିଲାର ୨୨ ବ୍ଲ୍ଳକରେ ଥିବା ସମସ୍ତ ଅଙ୍ଗନୱାଡି କେନ୍ଦ୍ରକୁ ଅଣ୍ଡା ବଣ୍ଟନ କରିବାକୁ ୩ ଏସ୍‌ଏଚଜିକୁ ଦିଆଯାଇଥିଲା ା ଏହାକୁ ନେଇ ଅଙ୍ଗନୱାଡି କର୍ମୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri