ଦିଗପହଣ୍ଡି,୧୨ା୪(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ଅଧୀନ ୨୬୭ ଅଙ୍ଗନୱାଡ଼ି କେନ୍ଦ୍ରକୁ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀମାନଙ୍କ ଦ୍ୱାରା ଅଣ୍ଡା ଯୋଗାଣ କରିବାକୁ ପ୍ରଶାସନିକ ନିଷ୍ପତ୍ତିର ପୁନର୍ବିଚାର ପାଇଁ ବ୍ଲକ ଅଙ୍ଗନୱାଡ଼ି କର୍ମୀ ସଂଘ ପକ୍ଷରୁ ଦାବି କରାଯାଇଛି। ସଂଘର ସଭାନେତ୍ରୀ ବନିତା ପାତ୍ର ଓ ସମ୍ପାଦିକା ସୁଲୋଚନା ରଥଙ୍କ ନେତୃତ୍ୱରେ ବହୁ ଅଙ୍ଗନୱାଡ଼ି କର୍ମୀ ସିଡିପିଓ ଯଶୋବନ୍ତି ସାହୁଙ୍କୁ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଅଙ୍ଗନୱାଡ଼ି କେନ୍ଦ୍ରମାନଙ୍କୁ ଆବଶ୍ୟକ ଅଣ୍ଡା ମହିଳା ଏସ୍ଏଚ୍ଜି ପକ୍ଷରୁ ବିତରଣ ନିମନ୍ତେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ଜିଲା ସମାଜ ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଚିଠି ପହଞ୍ଚିବା ପରେ ଏପରି ପ୍ରତିକ୍ରିୟା ପ୍ରକାଶ ପାଇଛି। ଲକ୍ଡାଉନ ସମୟରେ ଅଣ୍ଡା ଯୋଗାଣ ଆଦୌ ପ୍ରଭାବିତ ହୋଇ ନ ଥିବା ବେଳେ କ୍ରୟ ଓ ବିତରଣ କ୍ଷମତା ଅଙ୍ଗନୱାଡ଼ି କର୍ମୀଙ୍କ ଠାରୁ କାଢିନେଇ ଏସ୍ଏଚ୍ଜିକୁ ପ୍ରଦାନ କରିବା ନିଷ୍ପତ୍ତି ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ବ୍ଲକ ଅଙ୍ଗନୱାଡ଼ି କର୍ମୀ ସଂଘ ସଭାନେତ୍ରୀ ପି. ବିଜୟଲକ୍ଷ୍ମୀ କହିଛନ୍ତି।
ଏସ୍ଏଚ୍ଜି ଦ୍ୱାରା ଅଣ୍ଡା ଯୋଗାଣ ନିଷ୍ପତିର ପୁର୍ନବିଚାର ଦାବି: ସିଡିପିଓଙ୍କୁ ସ୍ମାରକପତ୍ର
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
ଭୟଙ୍କର ବାଇକ୍ ଦୁର୍ଘଟଣା, ଚାଲିଗଲା ୨ଜଣଙ୍କ ଜୀବନ
ବଞ୍ଚୋ,୨୯।୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସିଙ୍ଗଡୋଭ ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଧବାର ସନ୍ଧ୍ୟାରେ ଘଟିଥିବା ଏକ ଭୟଙ୍କର ବାଇକ୍ ଦୁର୍ଘଟଣାରେ…
ଚିକିତ୍ସା ଅବହେଳାରୁ ପ୍ରସୂତୀ ମୃତ୍ୟୁ ଘଟଣା, ସିଲ୍ ହେଲା ନର୍ସିଂହୋମ
ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରର ଏକ ଘରୋଇ ନର୍ସିଂହୋମକୁ ସିଲ୍ କଲା ଜିଲା ପ୍ରଶାସନ । ଅମୃତଧାରା ଘରୋଇ ନର୍ସିଂହୋମକୁ ବୁଧବାର ଜିଲା ପ୍ରଶାସନ ପକ୍ଷରୁ…
ରିଙ୍ଗ ରୋଡ଼ ଭାଙ୍ଗି ଆନନ୍ଦପୁରରେ ବନ୍ୟା: ପାଣିରେ ଭାସିଲା ଗାଁ, ନିଖୋଜ ଯୁବକ
ଆନନ୍ଦପୁର,୨୯।୭(ସୁଶାନ୍ତ କୁମାର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ କେନ୍ଦୁଝର ଜିଲାର ଆନନ୍ଦପୁର ଅଞ୍ଚଳରେ ଭୟାବହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।…
ବାଂଲାଦେଶ ଫେରିବା ନେଇ ଶେଖ୍ ହାସିନାଙ୍କ ବଡ଼ ବୟାନ, ମୃତ୍ୟୁ ମଧ୍ୟ ଗ୍ରହଣୀୟ କିନ୍ତୁ….
ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହାସିନା କ୍ଷମତା ଯିବା ପରଠାରୁ ଅର୍ଥାତ୍ ଅଗଷ୍ଟ ୨୦୨୪ରୁ ଭାରତରେ ରହି ଆସୁଛନ୍ତି । ସେ କହିଛନ୍ତି ଯେ, ଚଳିତ ବର୍ଷ…
ପୁଣି ଚର୍ଚ୍ଚାରେ ଭବାନୀପାଟଣାର କୁନି ଝିଅ କଶିସ୍, ବହୁମୁଖୀ ପ୍ରତିଭାର ଅଧିକାରିଣୀ ହୋଇ…
ଭବାନୀପାଟଣା,୨୯ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ୩ ବର୍ଷର କୁନି ଝିଅ କଶିସ୍ ଅଗ୍ରଓ୍ବାଲ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଗତ ଏପ୍ରିଲ ମାସରେ ୨…
ଟ୍ରେନ୍ ଟ୍ରାକ୍କୁ ହଠାତ୍ ଚାଲିଆସିଲା ଏକ ସିଂହ, ଲୋକୋ ପାଇଲଟ୍ କଲେ ଏମିତି କାମ, ଜାଣିଲେ ହେବେ ଆଶ୍ଚର୍ଯ୍ୟ…
ଗୁଜରାଟର ଜୁନାଗଡ଼ ଶାସନଗିରି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି। ଲୋକୋ ପାଇଲଟଙ୍କ ସତର୍କତା ଯୋଗୁ ଏକ ବଡ଼ ବିପଦ ଟଳି ଯାଇଛି। ଭେରାଭଲ-ଜୁନାଗଡ଼ ପାସେଞ୍ଜର…
ଖେମୁଣ୍ଡି କଲେଜରେ ପ୍ରବେଶ ଉତ୍ସବ, ଶୃଙ୍ଖଳା-ନୈତିକ ମୂଲ୍ୟବୋଧ ପାଇଁ ପରାମର୍ଶ
ଦିଗପହାଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ବୁଧବାର ଯୁକ୍ତ ୨ ପ୍ରଥମ ବର୍ଷର ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ ଜଣାଇ “ପ୍ରବେଶ ଉତ୍ସବ–୨୦୨୬”…
ଘରକୁ ଫେରୁଥିବା ବେଳେ କେନାଲରେ ଭାସିଗଲେ ଚାଷୀ, ତାପରେ ଘଟିଲା….
ଦେବଗଡ,୨୯।୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ସରୁଆଳି ଗ୍ରାମ ପଂଚାୟତ ଅନ୍ତର୍ଗତ ମାଦଲିଆ ଗ୍ରାମରେ ଜଣେ ଚାଷୀ ମଙ୍ଗଳବାର କେନାଲରେ ଭାସି ଯାଇଥିଲେ । ଏହାପରେ ଅଗ୍ନିଶମ…
Archives

