ଏସ୍‌ଏଚ୍‌ଜି ପକ୍ଷରୁ ପୋଲିସ ପ୍ରଶାସନକୁ ମାସ୍କ, ଶୁଖିଲା ଖାଦ୍ୟ ବଣ୍ଟନ

ଦାରିଙ୍ଗବାଡ଼ି,୨୪।୪(ଡି.ଏନ୍‌.ଏ.)- କରୋନା ମୁକାବିଲାରେ ଆଗଧାଡିର ଯୋଦ୍ଧା ସାଜିଛନ୍ତି ପୋଲିସ। ଦିନରାତି ପାଟ୍ରୋଲିଂ ସହ ସଚେତନତା ଜାରି ରଖିଛନ୍ତି। ଦାରିଙ୍ଗବାଡ଼ି ଅଞ୍ଚଳରେ ଆଇଆଇସି କୌଶିକ ମାଝୀଙ୍କ ନେତୃତ୍ୱରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସେମାନଙ୍କୁ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ସମ୍ବର୍ଦ୍ଧିତ କରୁଥିବା ବେଳେ ଶୁକ୍ରବାର ଦାରିଙ୍ଗବାଡ଼ିର କିଛି ମହିଳା ପ୍ରଡ୍ୟୁସର ଗ୍ରୁପ୍‌ ଏବଂ ସ୍ବୟଂ ସହାୟକ ଗୋଷ୍ଠୀ ପକ୍ଷରୁ ମାସ୍କ ସହ ବିସ୍କୁଟ, ଥଣ୍ଡା ପାନୀୟ ପ୍ରଦାନ କରାଯାଇଛି। ମହିଳା ଗ୍ରୁପ୍‌ର ବିଳାସିନୀ ନାୟକଙ୍କ ସମେତ ସୁଷମା ସିଂ, ରମଣି ପ୍ରଧାନ, ବୈଜୟନ୍ତୀ ପ୍ରଧାନ ପ୍ରମୁଖ ବହୁ ମହିଳା ନିଜ ହାତ ପାଣ୍ଠିରୁ ମାସ୍କ ପ୍ରସ୍ତୁତ କରି ଲୋକଙ୍କୁ ପ୍ରଦାନ କରିବା ସହ ପୋଲିସ ବାହିନୀଙ୍କୁ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଷପାନ କରିଥିବା ବୃଦ୍ଧାଙ୍କ ଚିକିତ୍ସାଧୀନ ଅବସ୍ଥାରେ ଜୀବନ ଗଲା

ବ୍ରହ୍ମପୁର ଅଫିସ, ୨୦।୭: ଗଞ୍ଜାମ ଜିଲା ଏମ୍‌କେସିଜି ମେଡିକାଲରେ ବିଷ ପିଇ ଚିକିତ୍ସାଧୀନ ଥିବା ଜଣେ ବୃଦ୍ଧାଙ୍କର ଶୁକ୍ରବାର ମୃତ୍ୟୁ ଘଟିଛି। ସେ ହେଲେ ଫୁଲବାଣୀ...

ନର୍ଲା ପୋଲିସ ପକ୍ଷରୁ ପରୀ ୩ କାର୍ଯ୍ୟକ୍ରମ

ସେରଗଡ,୧୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ନର୍ଲା ପୋଲିସ ପକ୍ଷରୁ ପୋଲିସ ଷ୍ଟେଶନ ପରିସରରେ ଶନିବାର ପରୀ-୩ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ନର୍ଲା ପଞ୍ଚାୟତ ହାଇସ୍କୁଲ...

ଅସୁରକ୍ଷିତ ଶ୍ରେଣୀଗୃହ: ବାରଣ୍ଡାରେ ବସି ପାଠପଢୁଛନ୍ତି ପିଲା

ଖଣ୍ଡପଡା,୫।୧୨(ସ୍ବ.ପ୍ର.): ଦୀର୍ଘବର୍ଷରୁ ଅସୁରକ୍ଷିତ ଅବସ୍ଥାରେ ଥିବା ଶ୍ରେଣୀଗୃହ ଯୋଗୁ କୋସକା ଅଞ୍ଚଳର ଏକ ପ୍ରାଥମିକ ବିଦ୍ୟାଳୟର ପିଲାମାନେ ବାରଣ୍ଡାରେ ବସି ପାଠ ପଢୁଛନ୍ତି। ଏ ନେଇ...

ଶ୍ରୀମନ୍ଦିରରେ ପାନ, ଗୁଟୁଖା ବ୍ୟାନ ନିୟମ ଲାଗୁ: ପ୍ରଥମ ଦିନରେ ଧରାପଡି ଜରିମାନେ ଦେଲେ ୪ଜଣ

ପୁରୀ ଅଫିସ, ୧ା୮: ଏଣିକି ପାନ, ଗୁଟୁଖା ଖାଇ କେହି ଶ୍ରୀମନ୍ଦିରକୁ କେହି ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କିମ୍ବା କର୍ମଚାରୀ...

ଇଫ୍‌କୋକୁ ପ୍ରଦୂଷଣ ପ୍ରୋଟେକଶନ ଆୱାର୍ଡ

ପାରାଦୀପ,୨।୧୨(ସ୍ବ.ପ୍ର.): ପାରାଦୀପରେ ଥିବା ଇଫ୍‌କୋ ସାର କାରଖାନାକୁ ବୁଧବାର ଦିଲ୍ଲୀଠାରେ ପ୍ରଦୂଷଣ ପ୍ରୋଟେକଶନ ଆୱାର୍ଡ ମିଳିଛି। ଫାଇ (ଫର୍ଟିଲାଇଜର ଆସୋସିଏଶନ ଇଣ୍ଡିଆ) ପକ୍ଷରୁ ଆୟୋଜିତ ବାର୍ଷିକ...

ବିପଦ ସଙ୍କେତ ଉପରେ ବୈତରଣୀ

ଯାଜପୁର ଅଫିସ,୨୭ା୫: ବାତ୍ୟା ୟାସ୍‌ ଯୋଗୁ ଯାଜପୁର ଜିଲା ସମେତ ଉପରମୁଣ୍ଡ କେନ୍ଦୁଝର ଜିଲାରେ ପ୍ରବଳ ବର୍ଷା ଯୋଗୁ ବୈତରଣୀ ଫୁଲି ଉଠିଛି। ବୈତରଣୀର ଉପରମୁଣ୍ଡ...

ପୋଲିସ୍‌ ଏନ୍‌କାଉଣ୍ଟର: କୁଖ୍ୟାତ ଅପରାଧୀ କାବୁଲ ଆହତ

ଜୟପୁର, ୧୭।୭(ନି.ପ୍ର.): କୋରାପୁଟ ଜିଲା ଜୟପୁରସ୍ଥିତ ହାତୀଶାଳ ଛକରେ ବୁଧବାର ଭୋରରେ ପୋଲିସ ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ତଥା ଗଞ୍ଜେଇ ମାଫିଆ କାବୁଲ ଖରା ଆହତ...

ବସ୍‌ ଧକ୍କାରେ ଯୁବକଙ୍କ ମୃତ୍ୟୁ

କଟକସଦର,୨୬।୯(ଡି.ଏନ୍‌.ଏ.): କଟକ-ପାରାଦୀପ ରାସ୍ତାର କନ୍ଦରପୁର ଛକରେ ଗୁରୁବାର ମଧ୍ୟାହ୍ନରେ ଏକ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଜଗତସିଂହପୁର...

Advertisement
Archives

Model This Week