ଏସ୍‌ଏଚ୍‌ଜି ସଭ୍ୟାଙ୍କୁ ନେଇ ମତ୍ସ୍ୟ ଚାଷ ସମ୍ପର୍କିତ ତାଲିମ ଶିବିର ଉଦ୍‌ଘାଟନ

କର୍ଲାମୁଣ୍ଡା,୬।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରାଜୀବ ଗାନ୍ଧୀ ସେବାକେନ୍ଦ୍ରଠାରେ ପଞ୍ଚାୟତ ପୋଖରୀରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ମାଛ ଚାଷ ସମ୍ବନ୍ଧୀୟ ବ୍ଲକସ୍ତରୀୟ ୨ ଦିନିଆ ତାଲିମ ଶିବିର ମଙ୍ଗଳବାର ଆରମ୍ଭ ହୋଇଯାଇଛି। ତାଲିମ ଶିବିରକୁ କର୍ଲାମୁଣ୍ଡା ବିଡିଓ ପ୍ରିୟଦର୍ଶନି ମିର୍ଦ୍ଧା ଓ ସିଡିପିଓ ପାର୍ବତୀ ସାହୁ ଉଦ୍‌ଘାଟନ କରିଥିଲେ । ୱାଲଡ ଫିସ ସଂସ୍ଥାର ଜୋନାଲ ମ୍ୟାନେଜର ମନୋଜ ସାହୁ, କର୍ଲାମୁଣ୍ଡା ସହକାରୀ ମତ୍ସ୍ୟ ଅଧିକାରୀ ଅମ୍ଲାନ ରଞ୍ଜନ କୁଳଦୀପ, ଥୁଆମୂଳ ରାମପୁର ସହକାରୀ ମତ୍ସ୍ୟ ଅଧିକାରୀ ସ୍ନେହାଂଶୁ ପଣ୍ଡା, ମିଶନ ଶକ୍ତି ବ୍ଲକ ସଂଯୋଜକ ବିପିନ ବାରିକ ପ୍ରମୁଖ ଯୋଗଦେଇ ମତ୍ସ୍ୟ ଚାଷର ବିଭିନ୍ନ ପ୍ରଣାଳୀ ଓ ଆୟ ସମ୍ପର୍କରେ ତାଲିମ ପ୍ରଦାନ କରିଥିଲେ। ବୁଧବାର ତାଲିମାର୍ଥତ୍ମାନଙ୍କୁ ନେଇ ସାପଲହରାଠାରେ ଥିବା ଦିଗାମ୍ବର ରଣାଙ୍କ ମାଛ ଯାଅଁାଳା ବିକ୍ରୟ କେନ୍ଦ୍ରକୁ ପରିଦର୍ଶନ କରାଇବା କାର୍ଯ୍ୟକ୍ରମ ଥିବା ସହକାରୀ ମତ୍ସ୍ୟ ଅଧିକାରୀ ଅମ୍ଲାନ ରଞ୍ଜନ କୁଳଦୀପ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରରେ ଜଣେ ଶିକ୍ଷୟିତ୍ରୀ, ବିଦ୍ୟୁତ୍‌ ବିଭାଗୀୟ କର୍ମଚାରୀ କରୋନା ଆକ୍ରାନ୍ତ

ପୁରୁଷୋତ୍ତମପୁର,୬।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସ୍‌ିରେ ରହୁଥିବା ଦୁଇ ଜଣ ଲୋକ କରୋନା ଆକ୍ରାନ୍ତ ହୋଇଛନ୍ତି। ସେଥି ମଧ୍ୟରୁ ଜଣେ ଶିକ୍ଷୟିତ୍ରୀ ରହିଥିବା ବେଳେ ଆଉ...

ରଣନୀତି ପ୍ରସ୍ତୁତିରେ ବିଜେଡି-ଭାଜପା

ଅନୁଗୋଳ ଅଫିସ,୧।୪ ୨୦୨୨ ପୌର ନିର୍ବାଚନ ଅନୁଗୋଳରେ ଅନେକ ନୂତନତା ଆଣିଛି। ପ୍ରଥମ ଥର ପାଇଁ ପୌର ପରିଷଦ ଅଧ୍ୟକ୍ଷ ପଦ ବିଜେଡି ହାତେଇପାରିଛି। ସେହିପରି...

ଥାନା ଭିତରେ ପୋଲିସର ନାଗିନ ଡ୍ୟାନ୍ସ

ଯାଜପୁର ଅଫିସ,୭ା୪: ଯାଜପୁର ଜିଲା ପାଣିକୋଇଲି ଥାନା ଭିତରେ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ନାଗିନ ଡ୍ୟାନ୍ସ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।...

ଚାଷୀମାନଙ୍କ ପକ୍ଷରୁ ସିଏସ୍‌ ଅଫିସ ଘେରାଉ

ଜୟପୁର,୨୪।୮(ଡି.ଏନ୍‌.ଏ.): ଏସ୍‌ଏଚ୍‌ଜି ପକ୍ଷରୁ ଖରିଫ ଧାନ କ୍ରୟ ନିଷ୍ପତ୍ତିକୁ ବିରୋଧ କରି ଜୟପୁର ବ୍ଲକ ଜାମୁଣ୍ଡ ପଞ୍ଚାୟତର ଚାଷୀମାନେ ଶନିବାର ଜିଲା ଯୋଗାଣ (ସିଏସ୍‌) ଅଫିସ...

‘କ୍ୟୁଆର୍‌ଏସ୍‌ଏଏମ୍‌’ର ପରୀକ୍ଷଣ ସଫଳ

ବାଲେଶ୍ୱର ଅଫିସ, ୧୮।୧୧: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆର୍‌ (ସମନ୍ବିତ ପରୀକ୍ଷଣ କେନ୍ଦ୍ର ପରିସର) ୩ନଂ. ଲଞ୍ଚପ୍ୟାଡ୍‌ରୁ ମଙ୍ଗଳବାର ‘କ୍ୟୁଆର୍‌ଏସ୍‌ଏଏମ୍‌’ (କୁଇକ୍‌ ରିଆକ୍‌ସନ୍‌ ସର୍ଫେସ୍‌ ଟୁ...

ଶଟ୍‌ଡାଉନ୍‌ରେ ଗଞ୍ଜାମ ସହର ପ୍ରଭାବିତ

ଗଞ୍ଜାମ,୨୪।୪(ଡି.ଏନ୍‌.ଏ.): ରାଜ୍ୟରେ କରୋନା ପ୍ରକୋପ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସରକାର ସପ୍ତାହକୁ ଦୁଇଦିନ ଅର୍ଥାତ ଶନିବାର ଏବଂ ରବିବାର ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି।...

ଶେଷ ହେଲା ମା’ବିରଜାଙ୍କ ରଥଯାତ୍ରା

ଯାଜପୁର ଟାଉନ,୪ା୧୦(ଡି.ଏନ.ଏ.): ପ୍ରତିପଦାଠାରୁ ଆରମ୍ଭ ହୋଇଥିବା ନବ ଦିନ ବ୍ୟାପୀ ମା’ବିରଜାଙ୍କ ସିଂହଧ୍ୱଜ ରଥଯାତ୍ରା ସୋମବାର ଶେଷ ହୋଇଛି। ସେହିପରି ଅଷ୍ଟମୀଗତେ ମହାନବମୀ ସୋମବାର ମା’ବିରଜାଙ୍କ...

ମୟୂରଭଞ୍ଜ ମହୋତ୍ସବର ସାଂସ୍କୃତିକ ସା ଉଦ୍‌ଘାଟିତ

ବାରିପଦା ଅଫିସ,୨୭ା୧୧- ମୟୂରଭଞ୍ଜ ମହୋତ୍ସବର ପ୍ରଥମ ସାଂସ୍କୃତିକ ସା ମଙ୍ଗଳବାର ଉଦଘାଟିତ ହୋଇଛି। ବାରିପଦା ଛଉ ପଡ଼ିଆରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଏମପି ଇଂ.ବିଶେଶ୍ୱର ଟୁଡୁ...

Advertisement
Archives

Model This Week