ଏସ୍‌ଏନ୍‌ସିୟୁରେ ନର୍ସଙ୍କ ଟିକ୍‌ଟକ ମାନିଆ: ୪ ନର୍ସଙ୍କୁ ବାଧ୍ୟତାମୂଳକ ଛୁଟିରେ ପଠାଗଲା

ମାଲକାନଗିରି, ୨୭।୬(ଡି.ଏନ୍‌.ଏ.)- ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟର ସ୍ବତନ୍ତ୍ର ନବଜାତ ଶିଶୁ ଯତ୍ନ ୟୁନିଟ୍‌ରେ କାର୍ଯ୍ୟରତ ନର୍ସମାନେ ଟିକ୍‌ଟକ କରୁଥିବା ଭିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବା ପରେ ବିଭାଗ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଭାଇରାଲ ଭିଡ଼ିଓରେ ଥିବା ନର୍ସଙ୍କୁ କାରଣ ଦଶର୍ର୍ାଅ ନୋଟିସ ଜାରି କରାଯାଇଥିଲା। ସେମାନେ ଗୁରୁବାର ଏହାର ଜବାବ ଦାଖଲ କରଛନ୍ତି। ଘଟଣାର ତଦନ୍ତ ଶେଷ ନ ହେବା ପର୍ଯ୍ୟନ୍ତ ସେମାନଙ୍କୁ ବାଧ୍ୟତାମୂଳକ ଛୁଟିରେ ରହିବାକୁ ସିଡିଏମ୍‌ଓ ଡାକ୍ତର ଅଜିତ କୁମାର ମହାନ୍ତି ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ଅନୁଯାୟୀ, ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟର ଏସ୍‌ଏନ୍‌ସିୟୁ ଭିତରେ ଟିକ୍‌ଟକ୍‌ ଆପରେ ନର୍ସମାନେ ନାଚ କରିବା ସହ ନବଜାତଙ୍କ ସହ ମଜାମସ୍ତି କରୁଥିବା ଭିଡିଓ ଭାଇରାଲ୍‌ ହୋଇଥିଲା। ଏହାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଥିଲା। ଏସ୍‌ଏନ୍‌ସିୟୁ ଭଳି ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ କାର୍ଯ୍ୟରତ ନର୍ସମାନଙ୍କ ଏତାଦୃଶ କାର୍ଯ୍ୟକୁ ନାପସନ୍ଦ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାଗଜକଲମରେ ସୀମିତ ପର୍ଯ୍ୟଟନ ବିକାଶ

ରାୟଗଡ଼ା ଅଫିସ,୧୯।୩: ସଂସ୍କୃତି, ଐତିହ୍ୟ ଏବଂ ପରମ୍ପରା ପର୍ଯ୍ୟଟନ ଦ୍ୱାରା ଜାତି, ରାଷ୍ଟ୍ର ଏବଂ ଜିଲାର ପରିଚୟ ମିଳିଥାଏ। ନିଜର ବ୍ୟସ୍ତବହୁଳ ଜୀବନରୁ କିଛି ସମୟ...

ପାଉଁଶ ତଳରୁ ଖିଅ ଖୋଜୁଛି କ୍ରାଇମ୍‌ବ୍ରାଞ୍ଚ

ରାୟଗଡ଼ା,୩୧।୧୨(ସ୍ବ.ପ୍ର.): ରାୟଗଡ଼ାରେ ରୁଷିଆ ନାଗରିକଙ୍କ ମୃତ୍ୟୁକୁ ନେଇ କ୍ରାଇମବ୍ରାଞ୍ଚ ଦ୍ୱିତୀୟ ଦିନରେ ତଦନ୍ତ ଜୋରଦାର କରି ଖୋଳତାଡ଼ ଆରମ୍ଭ କରିଛି। ଶନିବାର ଶିରିକଣାସ୍ଥିତ ଶ୍ମଶାନକୁ ଯାଇ...

ବିଷମକଟକରେ ଚାଷୀଙ୍କ ପାଇଁ ଶୀତଳଭଣ୍ଡାର ନିର୍ମାଣ

ବିଷମକଟକ,୨୫ା୧୧(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଚାଟିକଣା ସ୍ଥିତ ଦକ୍ଷତା ତାଲିମ କେନ୍ଦ୍ରଠାରେ ଡଙ୍ଗରିଆ କନ୍ଧ ଉନ୍ନୟନ ସଂସ୍ଥା(ଡିକେଡିଏ) ଏବଂ ଉଦ୍ୟାନ ବିଭାଗର ମିଳିତ ସହଯୋଗରେ...

କଲ୍ୟାଣସିଂହପୁରରେ ଲୋକଙ୍କୁ ସଚେତନ କଲେ ମନ୍ତ୍ରୀ

ରାୟଗଡ଼ା ଅଫିସ,୬।୮: ରାୟଗଡ଼ା ଜିଲା କାଶୀପୁର ବ୍ଲକ ପରେ ପଡ଼ୋଶୀ କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସିକରପାଇ ଓ ବୁଡ଼ାଗୁଡ଼ା ପଞ୍ଚାୟତରେ ଝାଡ଼ାବାନ୍ତି ବ୍ୟାପିଛି। ଆଦିବାସୀ କଲ୍ୟାଣ...

କୋଟପାଡ଼ରେ କଂଗ୍ରେସର ଚନ୍ଦ୍ରଶେଖର ମାଝି ଆଗେଇଲେ

ଜୟପୁର,୨୩ା୫(ନି.ପ୍ର.): କୋଟପାଡ଼ ବିଧାନସଭା ଆସନରେ ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ଆଗରେ ଥିବାବେଳେ ଦ୍ୱିତୀୟ ରାଉଣ୍ଡରେ କଂଗ୍ରେସର ପ୍ରାର୍ଥୀ ଚନ୍ଦ୍ରଶେଖର ମାଝି ବିଜେଡିକୁ ପଛରେ ପକାଇଛନ୍ତି।...

ବିଶାଖାପାଟଣାରୁ ରେଳ ଧାରଣାରେ ଚାଲି ଓଡ଼ିଶା ଫେରିଲେ କଳାହାଣ୍ଡିର ୧୮ ଶ୍ରମିକ

ମୁନିଗୁଡ଼ା,୪।୪(ଡି.ଏନ୍.ଏ.): କରୋନା ପାଇଁ ସାରା ଦେଶରେ ଲକ୍ ଡାଉନ୍ ଘୋଷଣା ସହ ରାଜ୍ୟ ସିମାକୁ ସିଲ୍ କରି ଦିଆଯାଇଛି। କୌଣସି ରାଜ୍ୟରୁ କେହି ଅନ୍ୟ ରାଜ୍ୟକୁ...

କୋଟିଆ ପରେ ରାୟଗଡ଼ା ଉପରେ ଆନ୍ଧ୍ରର ନଜର

ରାୟଗଡ଼ା ଅଫିସ,୧।୨: କୋରାପୁଟ ଜିଲା କୋଟିଆ ପରେ ଏବେ ରାୟଗଡ଼ା ଜିଲାରେ ଜବରଦଖଲ ଉଦ୍ୟମ କରୁଛି ଆନ୍ଧ୍ର ସରକାର। ଆପୋସ ସମାଧାନ ପାଇଁ ଆନ୍ଧ୍ର ପ୍ରଶାସନିକ...

କଲ୍ୟାଣସିଂହପୁର ଅଞ୍ଚଳରେ ମାଓବାଦୀ ବ୍ୟାନର

ରାୟଗଡା ଅଫିସ, ୨୩|୧: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକରେ ପୁଣି ମାତିଲେ ମାଓବାଦୀ। କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡ଼ା ଗାଁରେ ଏସ୍‌ଭିଏସ୍‌ଏମ୍‌ସି ଠିକା କମ୍ପାନୀର କ୍ୟାମ୍ପରେ ଥିବା ଟ୍ରକ୍‌...

Advertisement
Archives

Model This Week