ଏସ୍‌ଏସ୍‌ବି ଅଧ୍ୟାପକ ପରୀକ୍ଷା ଫଳ ପ୍ରକାଶ

ଭୁବନେଶ୍ୱର,୧୨।୬(ବ୍ୟୁରୋ)-ରାଜ୍ୟରେ ଥିବା ସମସ୍ତ ବେସରକାରୀ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟରେ ଅଧ୍ୟାପକ ନିଯୁକ୍ତି ପାଇଁ ହୋଇଥିବା ଏସ୍‌ଏସ୍‌ବି ଅଧ୍ୟାପକ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଉଚ୍ଚ ଶିକ୍ଷା ବିଭାଗ ଅଧୀନ ଷ୍ଟେଟ୍‌ ସିଲେକ୍ସନ ବୋର୍ଡ(ଏସ୍‌ଏସ୍‌ବି) ଦ୍ୱାରା ପରିଚାଳିତ ଏହି ପରୀକ୍ଷାର ବିଭିନ୍ନ ବିଷୟ ପାଇଁ ଅନେକ ଛାତ୍ରୀଛାତ୍ର ମୌଖିକ ପରୀକ୍ଷା ଲାଗି ମନୋନୀତ ହୋଇଛନ୍ତି। ଆସନ୍ତା ୧୮ରୁ ଜୁଲାଇ ୩ ପର୍ଯ୍ୟନ୍ତ ପରୀକ୍ଷାର୍ଥୀମାନେ ଭେରିଫିକେଶନ କରିପାରିବେ। ପରୀକ୍ଷାର୍ଥୀମାନେ ଏସ୍‌ଏସ୍‌ବିର ଅଫିସିଆଲ ଓ୍ବେବ୍‌ସାଇଟ୍‌ www.ssbodisha.nic.inରେ ଫଳାଫଳ ଦେଖିପାରିବେ। ସୂଚନାଯୋଗ୍ୟ, ଗତ ମାର୍ଚ୍ଚ ୧୦ରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ମୋଟ ୮୩୩(ମହିଳା ୨୭୩) ସିଟ୍‌ ପାଇଁ ଏହି ପରୀକ୍ଷା ହୋଇଛି। ଏଥିମଧ୍ୟରେ ଏସ୍‌ଟି ପାଇଁ ୧୮୩, ଏସ୍‌ସି ପାଇଁ ୧୩୨, ଏସ୍‌ଇବିସି ପାଇଁ ୯୦, ୟୁଆର୍‌ ପାଇଁ ୪୨୮ ସିଟ୍‌ ରହିଛି। ଏହି ନିଯୁକ୍ତି ପାଇଁ ଲିଖିତ ପରୀକ୍ଷା ସହିତ କ୍ୟାରିୟର ଓ ମୌଖିକ ପରୀକ୍ଷା ମଧ୍ୟ ରହିଛି। ମୋଟ ୨୦୦ ମାର୍କ ପରୀକ୍ଷା ମଧ୍ୟରେ ଲିଖିତ ପରୀକ୍ଷା ୧୬୫ ମାର୍କର ହୋଇଥିଲା। କ୍ୟାରିୟର ପାଇଁ ୨୫ ଓ ମୌଖିକ ପାଇଁ ୧୦ ମାର୍କ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ, ବାହାରିଲା ଏତେ ପରିମାଣର ନଗଦ ଟଙ୍କା

ଭୁବନେଶ୍ୱର,୮।୪: ଭିଜିଲାନ୍ସ ଜାଲରେ କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତି। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଯନ୍ତ୍ରୀ ରାଜେଶ ଚନ୍ଦ୍ର…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri