ଏସ୍‌ଓଜିର କୋମ୍ବିଂ ଅପରେଶନ୍‌: ଗନ୍ଧମାର୍ଦ୍ଧନ ପାହାଡ଼ରେ ମାଓବାଦୀ କ୍ୟାମ୍ପ ଠାବ

ଖପ୍ରାଖୋଲ, ୫।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଗନ୍ଧମାର୍ଦ୍ଧନ ପାହାଡ଼ରେ ଶନିବାର ସକାଳେ ଏସ୍‌ଓଜିର କୋମ୍ବିଂ ଅପରେଶନ୍‌ ବେଳେ ମାଓବାଦୀ କ୍ୟାମ୍ପ ଠାବ ହୋଇଛି। ପୋଲିସ ପକ୍ଷରୁ ବ୍ୟାପକ ମାଓବାଦୀ ସାମଗ୍ରୀ ଜବତ ହୋଇଥିବା ବେଳେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଛନ୍ତି। ଘଟଣାସ୍ଥଳରେ ବଲାଙ୍ଗୀର ଏସ୍‌ପି ପହଞ୍ଚିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

CORONAVIRUS UPDATE: ରାଜ୍ୟରେ ୧୫୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ମଙ୍ଗଳବାର ସକାଳେ ରାଜ୍ୟରେ ଆଉ ୭୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।...

ବଢ଼ି ବଢ଼ାଇଲା ବିପତ୍ତି

ଭୁବନ, ୩୦।୮(ଡି.ଏନ.ଏ.) କରୋନା ମହାମାରୀ ଦୋହଲାଇ ଦେଇଥିଲା ଆର୍ଥିକ ମେରୁଦଣ୍ଡ। କିଛି ନ ହେଲେ ବର୍ଷକର ଦାନା ଯୋଗାଡ଼ କରିବାକୁ ଜମି ମୁହାଁ ହୋଇଥିଲେ ଚାଷୀ।...

ଶ୍ମଶାନ ପାଖରୁ ମିଳିଲା ନିଖୋଜ ଯୁବକଙ୍କ କଙ୍କାଳ

ଜଟଣୀ,୩୦।୩(ଡି.ଏନ.ଏ): ମାସକ ତଳେ ନିଖୋଜ ଥିବା ଯୁବକଙ୍କ କଙ୍କାଳ ରବିବାର ନିଜ ଗ୍ରାମ ଶ୍ମଶାନ ନିକଟ ଏକ ନିକାଞ୍ଚନ ସ୍ଥାନରୁ ମିଳିଛି। ମୃତକ ହେଲେ ଜଟଣୀ...

କରୋନା ସଚେତନତା କଲେ ମହିଳା

ବରଗଡ଼ ଅଫିସ,୨୭।୩: ବରଗଡ଼ ପୌର ପରିଷଦ ଅଧୀନ ଓ୍ବର୍ଡ ନଂ.୧୬ ବ୍ରହ୍ମଚାରୀରେ ସ୍ଥାନୀୟ ଏସ୍‌ଏଚଜି ମହିଳାମାନେ କରୋନା ପ୍ରତିହତ ପାଇଁ ସଚେତନ କରିଛନ୍ତି । ପୂର୍ବତନ...

ବଡଜୟୀପୁର ଗ୍ରାମରେ ଅଜଣା କୀଟ

ଖଇରା,୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ବଡଜୟୀପୁର ଗ୍ରାମରେ ଅଜଣା କୀଟକୁ ନେଇ ଗ୍ରାମବାସୀ ଆତଙ୍କିତ ହୋଇ ପଡିଛନ୍ତି। ଏହି କୀଟ ଗୁଡିକ ଗ୍ରାମ ନିକଟସ୍ଥ...

ଉପଜିଲାପାଳଙ୍କ ପାଖରେ ଫେରାଦ ହେଲେ ଚାଷୀ: ଧାନ କିଣୁନାହାନ୍ତି ମିଲର, ନଷ୍ଟ ହେଉଛି ଟୋକନ

ପୁରୁଷୋତ୍ତମପୁର,୨୮।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ଗ୍ରାମରେ ଚାଷୀଙ୍କ ଧାନକୁ ମିଲର ଓ ସମବାୟ ସମିତି କିଣୁ ନ ଥିବା ଅଭିଯୋଗ ହୋଇଛି। ଏ...

ବେଳାଭୂମିରୁ ମୃତ ସାର୍କ ମାଛ ଉଦ୍ଧାର

ଚିକିଟିି,୨ା୩(ଡି.ଏନ.ଏ.) ଗଞ୍ଜାମ ଜିଲା ସୁନପୁର ବେଳାଭୂମିରୁ ରବିବାର ଏକ ମୃତ ସାର୍କ ମାଛକୁ ବ୍ରହ୍ମପୁର ଡିଏଫ୍‌ଓ ଅମ୍ଲାନ କୁମାର ନାୟକ ଉଦ୍ଧାର କରିଛନ୍ତି। ମାଛଟି ସମୁଦ୍ର ଲହଡ଼ିରେ...

ଡାହାଣୀ ସନ୍ଦେହ : ମହିଳାଙ୍କୁ ମାଡ଼ ମାରି ବିଷ୍ଠା ଖୁଆଇଲେ

ଢେଙ୍କିକୋଟ, ୨୬।୫(ଡି.ଏନ୍‌.ଏ.)- ଡାହାଣୀ ସନ୍ଦେହ ଭଳି ଅନ୍ଧବିଶ୍ୱାସକୁ ନେଇ କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅଧୀନ ଆମ୍ବୁଆପଡ଼ା ଗ୍ରାମରେ ଜଣେ ମହିଳାଙ୍କୁ ବୁଧବାର ଅପରାହ୍ନରେ ଉଲଗ୍ନ...

Advertisement


Archives

Model This Week