
ଟିଟିଲାଗଡ଼,୧୦।୮(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଥିବା ଏସ୍କେଡି କେନ୍ଦ୍ରକୁ ଶନିବାର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ପରିଦର୍ଶନ କରିଛନ୍ତି। ଏହି ସମୟରେ ସେ ଜଣେ ଦିବ୍ୟାଙ୍ଗ ବାଳକଙ୍କୁ କାଖେଇଥିବା ବେଳେ ଜଣେ ବାଳିକାଙ୍କୁ ଜୋତା ପିନ୍ଧାଇଥିବା ଦେଖିବାକୁ ମିଳିଛି।
ଟିଟିଲାଗଡ଼,୧୦।୮(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଥିବା ଏସ୍କେଡି କେନ୍ଦ୍ରକୁ ଶନିବାର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ପରିଦର୍ଶନ କରିଛନ୍ତି। ଏହି ସମୟରେ ସେ ଜଣେ ଦିବ୍ୟାଙ୍ଗ ବାଳକଙ୍କୁ କାଖେଇଥିବା ବେଳେ ଜଣେ ବାଳିକାଙ୍କୁ ଜୋତା ପିନ୍ଧାଇଥିବା ଦେଖିବାକୁ ମିଳିଛି।
ଭୋଗରାଇ, ୨୦।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରେ କରୋନା ଭୂତାଣୁ ସଂକ୍ରମଣ ଭୟକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବିଭିନ୍ନ ପର୍ଯ୍ୟଟନସ୍ଥଳୀ, ମନ୍ଦିର ଓ ହାଟବଜାର ଉପରେ...
ଫୁଲବାଣୀ ଅଫିସ,୧୭ା୪ : ଫିରିଙ୍ଗିଆ ଥାନା ଅନ୍ତର୍ଗତ ମୁଙ୍ଗୁନିପଦର ବୁଥ୍କୁ ପୋଲିଂ କର୍ମଚାରୀମାନେ ଯାଉଥିବାବେଳେ ଦୁର୍ବୃତ୍ତମାନେ ସେମାନଙ୍କୁ ବାହାରକୁ ଡାକି ଗାଡ଼ି ଜାଳି ଦେଇଛନ୍ତି। ଏହା...
ପାରଳାଖେମୁଣ୍ଡି,୯ା୮(ସ୍ବ.ପ୍ର.): ଗଜପତି ଜିଲାରେ କରୋନା କାୟା ମେଲାଇବାରେ ଲାଗିଛି। ଜିଲାର ବିଭିନ୍ନ ଅଞ୍ଚଳରୁ ମଙ୍ଗଳବାର ୮୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ପାରଳାଖେମୁଣ୍ଡି ଉପକାରାଗାରରେ...
ଛତ୍ରପୁର,୧୧ା୫(ଡି.ଏନ.ଏ)-ବାତ୍ୟା ‘ଫନୀ’ ପ୍ରଭାବିତ ଲୋକଙ୍କୁ ବିିଭିନ୍ନ ସାହାର୍ଯ୍ୟ ଓ ବାତ୍ୟା ଅଞ୍ଚଳରେ ପୁନରୁଦ୍ଧାର କାର୍ଯ୍ୟ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ସହାୟତା ପ୍ରଦାନ...
ଚାନ୍ଦବାଲି,୧୧ା୭(ଡି.ଏନ.ଏ.)-ରାସ୍ତା ଖରାପ ଯୋଗୁ ଜଣେ ମହିଳା ଗୋଗୀଙ୍କୁ ତାଙ୍କ ପରିବାର ଲୋକେ ଖଟିଆରେ ବୋହି ପ୍ରାୟ ୩ କି.ମି ଦୂର ମୁଖ୍ୟ ରାସ୍ତାକୁ ଆଣି ସେଠାରୁ...
ଢେଙ୍କାନାଳ ଅଫିସ, ୨।୪: ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍ଏସି ନିର୍ବାଚନ ଲାଗି ଭୋଟ ଗ୍ରହଣ ଆସନ୍ତା ୩ ତାରିଖରେ ହେବ। ଏଥିପୂର୍ବରୁ ଶନିବାର ଅପରାହ୍ନ ୫ଟାରେ...
ରଗଡି,୨୧ା୧୧(ଡି.ଏନ.ଏ.): ବ୍ୟାସନଗର ତହସିଲରେ ମୂଲ୍ୟବାନ ଲଘୁ ଖଣିଜ ସମ୍ପଦ ଚୋରାଚାଲାଣ ବନ୍ଦ ହେବା ଦିଶୁନାହିଁ। ବିଭାଗୀୟ ଅଧିକାରୀଙ୍କ ସହଯୋଗ ରହୁଥିବାରୁ ଏହି ବେଆଇନ କାର୍ଯ୍ୟ ଅଣାୟତ୍ତ...
ଖୋର୍ଦ୍ଧା ଅଫିସ,୧।୨: ଖୋର୍ଦ୍ଧା ବନଖଣ୍ଡରେ ଅସୁରକ୍ଷିତ ଗଜରାଜ। ଚନ୍ଦକା ଅଞ୍ଚଳରୁ ଖସି ଆସିଥିବା ଏକ ହାତୀପଲ ଖୋର୍ଦ୍ଧା ଓ ଟାଙ୍ଗୀ ବନାଞ୍ଚଳରେ ରହୁଛନ୍ତି। ସନ୍ଧ୍ୟା ହେଲେ...