Posted inଜାତୀୟ

ଏସ୍‌ଟିଏଫ୍‌ଙ୍କ ଏନ୍‌କାଉଣ୍ଟରରେ ୪ ମାଓବାଦୀ ନିହତ

ରାୟପୁର,୬।୭: ଛତିଶଗଡ଼ରେ ସ୍ପେଶାଲ ଟାସ୍କ୍‌ ଫୋର୍ସ(ଏସ୍‌ଟିଏଫ୍‌୍‌)ଙ୍କ ଏନ୍‌କାଉଣ୍ଟରରେ ୪  ମାଓବାଦୀ ନିହତ ହୋଇଛନ୍ତି। ସ୍ଥାନୀୟ ଧାମତାରୀ ଜିଲାର ମେଚକା ଜଙ୍ଗଲ ଅଞ୍ଚଳରେ ମାଓବାଦୀମାନେ ଲୁଚିଥିବା ଖବର ପାଇ ଏସ୍‌ଟିଏଫ୍‌୍‌ ପକ୍ଷରୁ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଥିଲା। ମାଓବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ମାତ୍ର ସେମାନେ ପ୍ରଥମେ ଏସ୍‌ଟିଏଫ୍‌୍‌ଙ୍କ ଉପରକୁ ଗୁଳି ଚାଳନା କରିଥିଲେ। ଏହାର ଜବାବ୍‌ରେ ଏସ୍‌ଟିଏଫ୍‌୍‌ଙ୍କ ପକ୍ଷରୁ ପାଲଟା ଆକ୍ରମଣ ହୋଇଥିବା ସୁରକ୍ଷା ମୁଖପାତ୍ର ସୂଚନା ଦେଇଛନ୍ତି। ଦୁଇପକ୍ଷଙ୍କ ମଧ୍ୟରେ ପ୍ରାୟ ୫ ଘଣ୍ଟା ଧରି ଗୁଳି ବିନିମୟ ହୋଇଥିଲା। ମୃତ ମାଓବାଦୀଙ୍କ ପାଖରୁ ୭ଟି ବନ୍ଧୁକ ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସର ବର୍ବରତା: ଶିଶୁଙ୍କୁ କୋଳେଇଥିବା ବାପାଙ୍କ ଉପରକୁ ଲାଠିଚାର୍ଜ

କାନପୁର,୧୦।୧୧: ଉତ୍ତରପ୍ରଦେଶର କାନପୁର ଦେହାତରେ ପୋଲିସର ବର୍ବରତାର ଏକ ଭିଡିଓ ସାମ୍ନାକୁ ଆସିଛି। ଭିଡିଓରେ ଏକ ଶିଶୁକୁ ନିଜ କୋଳରେ ବୋହି ନେଉଥିବା ବ୍ୟକ୍ତିଙ୍କ ଉପରେ...

ସୋନିଆଙ୍କ ସମ୍ପର୍କୀୟଙ୍କ ଜମି ଦଖଲ କରିଥିଲେ ଅତିକ୍‌

ପ୍ରୟାଗରାଜ,୨୨।୪: ମାଫିଆରୁ ରାଜନେତା ଅତିକ୍‌ ଅହମଦ ବେଆଇନ ଭାବେ ଜମି ଦଖଲ କରିବା ଘଟଣା କାହାକୁ ଅଛପା ନୁହେଁ। ଏପରିକି ଉପା ଶାସନ ସମୟରେ ତତ୍କାଳୀନ...

ଶୀତ ଅଧିବେଶନ ଲାଗି ୬ରେ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ,୨୬।୧୧(ପି.ଟି.): ପାର୍ଲାମେଣ୍ଟର ଶୀତ ଅଧିବେଶନ ଡିସେମ୍ବର ୭ରୁ ଆରମ୍ଭ ହୋଇ ୨୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ଏହା ପୂର୍ବରୁ କେନ୍ଦ୍ର ସରକାର ୬ ତାରିଖ...

ସେପ୍ଟେମ୍ବର ୧୯ ପର୍ଯ୍ୟନ୍ତ ନ୍ୟାୟିକ ହାଜତରେ ସଞ୍ଜୟ…

ମୁମ୍ବାଇ, ୫।୯ : ମୁମ୍ବାଇର ଏକ ସ୍ବତନ୍ତ୍ର କୋର୍ଟ ସୋମବାର ଶିବସେନା ନେତା ସଞ୍ଜୟ ରାଉତଙ୍କ ନ୍ୟାୟିକ ହେପାଜତକୁ ସେପ୍ଟେମ୍ବର ୧୯ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।...

ବାହୁବଳୀ ନେତା ମୁଖତାର୍‌ ଅନସାରୀଙ୍କ ଘରେ ଇଡି ଚଢାଉ

ଲକ୍ଷ୍ନୌ,୧୮।୮: ଉତ୍ତରପ୍ରଦେଶର ବାହୁବଳୀ ନେତା ମୁଖତାର୍‌ ଅନସାରୀଙ୍କ ଘରେ ଇଡି ଚଢାଉ କରିଛି। ମୁଖତାରଙ୍କ ଗାଜିପୁରର ମହମ୍ମଦାବାଦସ୍ଥିତ ବାସଭବନ ଏବଂ ତାଙ୍କୁ ସହଯୋଗୀ, ପରିବାର ସଦସ୍ୟଙ୍କ...

ଆର୍ଥିକ ସ୍ଥିତି, କରୋନାକୁ ନେଇ ବର୍ଷିଲେ ରାହୁଲ

ନୂଆଦିଲ୍ଲୀ, ୧୩।୩: ଦେଶରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଆର୍ଥତ୍କ ସ୍ଥିତି ମଧ୍ୟ ଭୁଶୁଡ଼ୁଛି। ଏଭଳି ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋଇଛନ୍ତି। କିଭଳି ଏହାର...

ଏହି ବ୍ଲଡ ଗ୍ରୁପର ଲୋକଙ୍କୁ କରୋନା ଭୟ ଅଧିକ: ନିଶ୍ୱାସ ନେବାରେ ହୋଇଥାଏ ଅସୁବିଧା !

ନୂଆଦିଲ୍ଲୀ,୫।୬: କରୋନା ମହାମାରୀ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରି ଚାଲିଥିବା ବେଳେ ଏବେ ବିଶ୍ୱରେ ୬୬ ଲକ୍ଷରୁ ଅଧିକ ଲୋକ କରୋନାରେ ସଂକ୍ରମିତ...

ବନ୍ଦ ହେଲା ୟାହୁର ନ୍ୟୁଜ ୱେବସାଇଟ୍‌

ନୂଆଦିଲ୍ଲୀ,୨୬।୮: ଭାରତରେ ୟାହୁ ତା’ର ନ୍ୟୁଜ ୱେବସାଇଟ୍‌ ଗୁରୁବାର ବନ୍ଦ କରିଦେଇଛି। ଏଗୁଡ଼ିକ ମଧ୍ୟରେ ୟାହୁ ନ୍ୟୁଜ, ୟାହୁ କ୍ରିକେଟ ଫାଇନାନ୍ସ, ଏଣ୍ଟରଟେନମେଣ୍ଟ ଓ ମେକର୍ସ...

Advertisement
Archives

Model This Week