ଏସ୍‌ପି ଅଫିସ ପରିଦର୍ଶନ କଲେ ଡିଆଇଜି

ଛତ୍ରପୁର,୨୩ା୧୦(ଡି.ଏନ.ଏ.)- ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ମଙ୍ଗଳବାର ଛତ୍ରପୁର ଆସି ଗଞ୍ଜାମ ଏସ୍‌ପିଙ୍କ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି। ପରିଦର୍ଶନ ବେଳେ ଏସ୍‌ପି ବ୍ରିଜେଶ କୁମାର ରଏଙ୍କ ସମେତ ଅନ୍ୟ ପୋଲିସ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ। ସମସ୍ତ କାଗଜପତ୍ର ଯାଞ୍ଚ ସହ ଅପରାଧ, ସ୍ବୟଂସିଦ୍ଧା, ଆମ ପୋଲିସ, ବରିଷ୍ଠ ନାଗରିକ ସେଲ, ଥାନାଗୁଡ଼ିକରେ ମହିଳା ଓ ଶିଶୁ ଡେସ୍କ, ଏଚଆରପିସି ସମ୍ପର୍କରେ ସେ ତଥ୍ୟ ମାଗିଥିଲେ। ଏଥିସହ ଏସ୍‌ପିଙ୍କ କାର୍ଯ୍ୟାଳୟରେ ଥିବା ବିଭିନ୍ନ ବିଭାଗ ପରିଦର୍ଶନ କରି ଡିଆଇଜି ତଥ୍ୟ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କ ଅଭିନବ ପ୍ରତିବାଦ: କାଦୁଅ ରାସ୍ତାରେ ଧାନ ବୁଣିଲେ

ସୋର, ୨୮ା୬(ଡି.ଏନ.ଏ.)-ରାସ୍ତା ମରାମତି ପାଇଁ ସ୍ଥାନୀୟ ଲୋକପ୍ରତିନିଧିଙ୍କଠାରୁ ଆରମ୍ଭ କରି ପ୍ରଶାସକ ଯାଏ କେହି ନ ଶୁଣିବାରୁ ଉପାୟଶୂନ୍ୟ ହୋଇ ଗାଁ ଲୋକେ ଅଭିନବ ଉପାୟରେ...

ମୁଖ୍ୟ ଶାସନ ସଚିବ, ୫-ଟି ସଚିବଙ୍କ ଗୁପ୍ତ ଏଜେଣ୍ଡା ସରକାର ପ୍ରକାଶ କରନ୍ତୁ: ପ୍ରଦୀପ ପୁରୋହିତ

ବରଗଡ଼ ଅଫିସ,୪।୨: ମୁଖ୍ୟ ଶାସନ ସଚିବ ଏବଂ ୫-ଟି ସଚିବ ବୁଧବାର ତୋଫାନୀ ଗସ୍ତରେ ଗନ୍ଧମାର୍ଦ୍ଦନ ପାହାଡ଼ର ଉଭୟ ପାଖରେ ଥିବା ନୃସିଂହନାଥ ଓ ହରିଶଙ୍କର...

ଫୁଲକୋବି ଖାଇ ଦମ୍ପତି ଗୁରୁତର

ଆର୍‌.ଉଦୟଗିରି, ୧୮।୩-: ଫୁଲକୋବି ଖାଇ ଦମ୍ପତି ଗୁରୁତର। ଏଭଳି ଘଟଣା ଘଟିଛି ଗଜପତି ଜିଲା ମୋହନା ବ୍ଲକ ମଳାସପଦର ପଞ୍ଚାୟତ ଅନ୍ତର୍ଗତ ହାଲାପଙ୍କା ଗ୍ରାମରେ। ସୂଚନା...

ଆଜିଠାରୁ ଖୋଲିବ ଅଙ୍ଗନୱାଡି କେନ୍ଦ୍ର: ୪୨୧ କେନ୍ଦ୍ରର ଗୃହ ନିର୍ମାଣରେ ବିଳମ୍ବ

କେନ୍ଦ୍ରାପଡ଼ା ଅଫିସ,୧ା୨: କରୋନା ସଂକ୍ରମିତ ଅଞ୍ଚଳ ବାହାରେ ଥିବା ରାଜ୍ୟର ଅଙ୍ଗନୱାଡି କେନ୍ଦ୍ର ଫେବୃୟାରୀ ୧ ରୁ ଖୋଲିବ। ଏ ନେଇ ରାଜ୍ୟ ସରକାର ଶନିବାର...

୨୦୦ ଲିଟର ଦେଶୀ ମଦ ସହ ଅଟୋ ଜବତ, ଜଣେ ଗିରଫ

ଭଦ୍ରକ ଅଫିସ,୧୦।୬: ଭଦ୍ରକ ଟାଉନ ଥାନା ଅନ୍ତର୍ଗତ ଡାହାଣୀଗଡ଼ିଆ ଛକ ଅଂଚଳରେ ପେଟ୍ରୋଲିଙ୍ଗ କରୁଥିବା ସମୟରେ ଚରମ୍ପା ଆଡୁ ବାଇପାସ ଆଡକୁ ଆସୁଥିବା ଏକ ଯାତ୍ରୀବାହୀ...

ଭଞ୍ଜନଗର କୋର୍ଟରେ ହାଜର ହେଲେ ସବ୍ୟସାଚ୍ଚୀ

ଭଞ୍ଜନଗର,୨୦।୬(ଡି.ଏନ.ଏ.)- ମାଓବାଦୀ ନେତା ସବ୍ୟସାଚ୍ଚୀ ପଣ୍ଡାଙ୍କୁ ଗୁରୁବାର ପୋଲିସ ବିଭିନ୍ନ ମାମଲାର ବିଚାରଣ ପାଇଁ ଭଞ୍ଜନଗର କୋର୍ଟରେ ହାଜର କରିଥିଲା। ଏଥିସହ ମାଓବାଦୀ ହିଂସା ମାମଲାରେ...

ଭୟଭୀତ ନ ହେବାକୁ ପରାମର୍ଶ

ବାଲେଶ୍ୱର ଅଫିସ, ୭ା୫ ଓଡ଼ିଶାର ପ୍ରମୁଖ ଉପକୂଳବର୍ତ୍ତୀ ଜିଲା ମଧ୍ୟରୁ ବାଲେଶ୍ୱରବାସୀ ଅନେକ ପ୍ରାକୃତିକ ଦୈବ ଦୁର୍ବିପାକକୁ ସାମ୍ନା କରିଛନ୍ତି। ତେବେ ସମ୍ଭାବ୍ୟ ବାତ୍ୟାକୁ ନେଇ...

କାଜୁ ଜଙ୍ଗଲରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ଘଟଣା: ଗୁଣିଗାରେଡ଼ି ସନ୍ଦେହରେ ହୋଇଥିଲା ହତ୍ୟା

ଚୌଦ୍ୱାର,୨୪।୧୦(ଡି.ଏନ୍‌.ଏ.): ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅନ୍ତର୍ଗତ ଗୋଡଧୁଆ ଗ୍ରାମ ନିକଟ କାଜୁ ଜଙ୍ଗଲରୁ ଘନ ସୋରେନ(୬୫)ଙ୍କ ମୃତଦେହ ଉଦ୍ଧାର ଘଟଣାର ଚୌଦ୍ୱାର ପୋଲିସ ବୁଧବାର ପର୍ଦ୍ଦାଫାଶ କରିଛି।...

Advertisement
Archives

Model This Week