ଏସ୍‌ପି, ତଦନ୍ତକାରୀ ଅଧିକାରୀ, ପିପି ସମ୍ବର୍ଦ୍ଧିତ

ଅନୁଗୋଳ ଅଫିସ, ୪।୮-ଓଡ଼ିଶା ପୋଲିସ ପକ୍ଷରୁ ଭୁବନେଶ୍ୱର ପୋଲିସ ଭବନ ଠାରେ ମହିଳା ଓ ଶିଶୁଙ୍କ ସୁରକ୍ଷା ପାଇଁ ଅନୁଷ୍ଠିତ ‘ପରି’ କାର୍ଯ୍ୟକ୍ରମରେ ଅନୁଗୋଳ ନାବାଳିକା ବଳାତ୍କାର ଓ ହତ୍ୟା ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଅନୁଗୋଳ ଥାନା ଆଇଆଇସି ରମେଶ ଚନ୍ଦ୍ର ବିଶୋଇଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ତାଙ୍କ ସହ ଅନୁଗୋଳ ଏସ୍‌ପି ମିତ୍ରଭାନୁ ମହାପାତ୍ର ଓ ଉକ୍ତ ବଳାତ୍କାର ମାମଲା ପରିଚାଳନା କରିଥିବା ସ୍ପେଶାଲ ପିପି ସରୋଜ କୁମାର ପଟ୍ଟନାୟକଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପୋଲିସ ମହାନିର୍ଦ୍ଦେଶକ ସମ୍ପୃକ୍ତ ୩ଜଣଙ୍କୁ ସମ୍ବର୍ଦ୍ଧିତ କରିଥିବା ଜଣାପଡ଼ିଛି। ଏ ସମ୍ପର୍କରେ ଅନୁଗୋଳ ଏସ୍‌ପି ମହାପାତ୍ର କହିଛନ୍ତି, ଉକ୍ତ ବଳାତ୍କାର ଓ ହତ୍ୟା ଘଟଣାକୁ ପୋଲିସ ରେଡ୍‌ ଫ୍ଲାଗ୍‌ରେ ଅନ୍ତର୍ଭୁକ୍ତ କରିଥିଲା। ଘଟଣାକୁ ଅତି ସମ୍ବେଦନଶୀଳ ଭାବେ ପୋଲିସ ନେବା ସହ ଗୋଟିଏ ମାସ ମଧ୍ୟରେ ଚାର୍ଜଶିଟ୍‌ ଦାଖଲ କରିଥିଲା। ଏପରି କି ପ୍ରତିଦିନ ସ୍ବତନ୍ତ୍ର ପିପି ମାମଲା ପରିଚାଳନା କରିଥିବାରୁ ଏହି ସମ୍ବର୍ଦ୍ଧନା ମିଳିଥିବା ଏସ୍‌ପି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କେରଳକୁ ନେଇ କିଛି କହିଲେ ନାହିଁ ଅର୍ଥମନ୍ତ୍ରୀ’, କାହିଁକି ନିର୍ମଳାଙ୍କୁ ଏମିତି କହିଲେ ଶଶି ଥରୁର? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧।୨: ଶଶି ଥରୁର, ବଜେଟ 2026 ଉପରେ ତାଙ୍କର ପ୍ରଥମ ପ୍ରତିକ୍ରିୟାରେ କହିଥିଲେ ଯେ ବହୁତ କମ ବିବରଣୀ ଉପଲବ୍ଧ ଥିଲା। ସେ କହିଥିଲେ ଯେ ୩-୪ଟି…

ଦୁର୍ଘଟଣା ହୋଇଛି ପାଣି ଦିଅ କହି ଘରେ ପଶିଲେ, ବନ୍ଧୁକ ଭୁଜାଲି ବେକରେ ଲଗାଇ ଲୁଟିନେଲେ ସର୍ବସ୍ବ

ପାଟଣା,୧ା୨(ବୀର କିଶୋର ଦାଶ): ଦୁର୍ଘଟଣା ହୋଇଛି ପାଣି ଦିଅ କହି ପ୍ରଥମେ ଘରର ରୋଷେୟାକୁ ମାଡ଼ ମାରିବା ସହ ବାନ୍ଧି ପକାଇବା ପରେ ଉପର ମହଲାକୁ ଯାଇ…

ମହିଳାଙ୍କ ପାଇଁ ପେଡ଼ି ଖୋଲିଦେଲେ ନିର୍ମଳା, ଗର୍ଲସ ହଷ୍ଟେଲଠାରୁ ଲକ୍ଷପତି ଦିଦି ସମସ୍ତେ ହେବେ ଖୁସି

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ରବିବାର ସଂସଦରେ 2026-27 ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ସବୁଥର ପରି, ଅର୍ଥମନ୍ତ୍ରୀଙ୍କ ବଜେଟରେ ମହିଳାମାନଙ୍କ ପାଇଁ କିଛି ସ୍ବତନ୍ତ୍ର…

ଏକାଗ୍ର ମନ, ତୀକ୍ଷ୍ଣ ଦୃଷ୍ଟି: ବଜେଟ ଭାଷଣ ସମୟରେ ଏମିତି ଟେବୁଲ ବାଡେଇଲେ ମୋଦି, ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୨: ସଂସଦୀୟ କାର୍ଯ୍ୟକାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତି ସର୍ବଦା ପ୍ରଭାବଶାଳୀ, କିନ୍ତୁ ବଜେଟ ଦିବସରେ ତାଙ୍କର ଗମ୍ଭୀରତା ଏକ ଭିନ୍ନ ସ୍ତରକୁ ପହଞ୍ଚେ। ଅର୍ଥମନ୍ତ୍ରୀ ନିର୍ମଳା…

ରୋହିତ ସେଟ୍ଟୀଙ୍କ ଘର ବାହାରେ ଫାୟାରିଂ, ପହଞ୍ଚିଲା ମୁମ୍ବାଇ ପୋଲିସ 

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ରୋହିତ ସେଟ୍ଟୀଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଶନିବାର ବିଳମ୍ବିତ ରାତିରେ ତାଙ୍କ ଘର ବାହାରେ…

Budget 2026: ଶସ୍ତା ହେଲା ଜୋତା ମହଙ୍ଗା ହେଲା ମଦ, ଜାଣନ୍ତୁ ଏଥର ବଜେଟରେ କ’ଣ ହେଲା ଶସ୍ତା

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଉପସ୍ଥାପିତ କ୍ରମାଗତ ନବମ ବଜେଟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି। ସାଧାରଣ ଜନତାଙ୍କ ପାଇଁ ସବୁଠାରୁ ବଡ଼ ଏବଂ…

ଏଣିକି ଟ୍ୟାକ୍ସ ଫାଙ୍କିଲେ କି ନ ଦେଲେ ହେବନି ଜେଲ୍‌…ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୨: ଯଦି ଆପଣ ମଧ୍ୟ କଠୋର ଆୟକର ନିୟମ ଏବଂ ଯାଞ୍ଚ ପ୍ରକ୍ରିୟାକୁ ଭୟ କରୁଥିଲେ, ତେବେ 2026-27 ଆର୍ଥିକ ବର୍ଷର ବଜେଟ ଏକ ବଡ଼ ଆଶ୍ୱସ୍ତି…

Union Budget 2026-27: ଆୟକର ଦାତାଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୨।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ସଂସଦରେ ତାଙ୍କର ନବମ ବଜେଟ ଉପସ୍ଥାପନ କରିଛନ୍ତି। ଆର୍ଥିକ ବର୍ଷ 2026-27 ପାଇଁ ବଜେଟ ଦେଶର ସଂସଦୀୟ ଇତିହାସରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri