ଏସ୍‌ପ୍ଲାନେଡରେ ମିଡ୍‌ ନାଇଟ ସେଲ୍‌ ଆଜି

ଭୁବନେଶ୍ୱର, ୧୫-୮(ବ୍ୟୁରୋ) ସ୍ବାଧିନତା ଦିବସ ଅବସରରେ ଏସ୍‌ପ୍ଲାନେଡ ଓ୍ବାନ ମଲ୍‌ରେ ମିଡ୍‌ ନାଇଟ ସେଲ୍‌ ସମ୍ପର୍କରେ ଘୋଷଣା କରାଯାଇଛି। ୧୦୦ରୁ ଉର୍ଦ୍ଧ୍ୱ ଜାତୀୟ ତଥା ଅନ୍ତର୍ଜାତୀୟ ବ୍ରାଣ୍ଡ ଉପରେ ଗ୍ରାହକମାନେ ରିହାତି ଲାଭ କରିପାରିବେ। ଅଗଷ୍ଠ ୧୫ ଦିନ କ୍ରୟ ଉପରେ ଫ୍ଲାଟ ୫୦% ରିହାତି ଉପଲବ୍ଧ ହେବ। ଗୋଟିଏ ଛାତ ତଳେ ଗ୍ରାହକ ବିଭିନ୍ନ ବ୍ରାଣ୍ଡ ଲାଭ କରିପାରିବେ। ସମାନ ଦିନରେ ରାକ୍ଷୀ ପୂର୍ଣ୍ଣିମା ପଡୁଥିବାରୁ ଗ୍ରାହକ ଏଠାରେ ଆକର୍ଷଣୀୟ ଡିଲ ଲାଭ କରିପାରିବେ ବୋଲି ଏସ୍‌ପ୍ଲାନେଡ ଓ୍ବାନ୍‌ ମଲର ସେଣ୍ଟର ଡାଇରେକ୍ଟର ପାର୍ଥ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ ବର୍ଷରେ ୧.୮୫ ଲକ୍ଷ କୋଟି ଟଙ୍କାର ବ୍ୟାଙ୍କ ଠକେଇ

ନୂଆଦିଲ୍ଲୀ,୧୦-୭: ଦେଶର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକରେ ଠକେଇ ଦିନକୁ ଦିନ ବଢୁଥିବା ଦେଖାଯାଇଛି। ଗତ ୧୧ ବର୍ଷ ମଧ୍ୟରେ ବ୍ୟାଙ୍କଗୁଡିକରେ ୪୪,୦୧୬ ଠକେଇ ମାମଲା ସାମ୍ନାକୁ ଆସିଛି।...

ବଢ଼ିପାରେ ଏଜିଆର୍‌ ଦେୟ ଅବଧି

ନୂଆଦିଲ୍ଲୀ,୨୫ା୮ – ଟେଲିକମ୍‌ କ୍ଷେତ୍ରରେ ବର୍ତ୍ତମାନ ଜିଓର ରହିଆସିଥିବା ଏକାଧିକାରକୁ କମ୍‌ କରିବାକୁ ସରକାର ଚାହୁଁଥିବା ଏକ ଖବର ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି। ସରକାର...

ଷ୍ଟକ୍‌ ବଜାରରେ ଛାଇଗଲା ୩୭୦ ଧାରା ପ୍ରଭାବ

ମୁମ୍ବାଇ,୭-୮: ଦେଶର ଷ୍ଟକ୍‌ ବଜାର ପାଇଁ ଅନେକଗୁଡ଼ିଏ ନକରାମତ୍କ ସୂଚନା ରହିଥିଲେ ସୁଦ୍ଧା ସୋମବାର ଜମ୍ମୁ-କଶ୍ମୀରରେ ୩୭୦, ୩୫ଏ ଧାରା ଉଚ୍ଛେଦ ସୂଚନା ଛାଇ ରହିଥିଲା।...

୧୧ଦିନ ହେଲା ବୃଦ୍ଧି ପାଉଛି ତେଲ ଦର

ନୂଆଦିଲ୍ଲୀ,୧୮।୬: ଦେଶରେ ତେଲ ଦର କ୍ରମାଗତ ଭାବରେ ୧୧ ଦିନ ହେଲା ବୃଦ୍ଧି ପାଉଛି। ଜୁନ ୭ ରୁ ୧୭ ମଧ୍ୟରେ ଘରୋଇ ବଜାରରେ ତେଲ...

ଚିନ୍ତା ବଢାଉଛି ସହରାଞ୍ଚଳ ବେକାରି

ନୂଆଦିଲ୍ଲୀ,୨୨।୬: କୋଭିଡ-୧୯କୁ ନିୟନ୍ତ୍ରଣ କରିବା ଲାଗି କଟକଣା କୋହଳ ହୋଇଥିଲେ ମଧ୍ୟ ସାମାଜିକ ଦୂରତ୍ୱ ରଖି ସବୁ କିଛି କାର୍ଯ୍ୟ ସମ୍ପାଦନ ହେଉଛି। ବର୍ତ୍ତମାନ ଯାଏ...

ସ୍ବାଭାବିକ ହେବ ଅର୍ଥନୀତି: ଆତ୍ମନିର୍ଭର ଭାରତ ୩.୦ ପ୍ୟାକେଜ୍‌ ଘୋଷଣା

ନୂଆଦିଲ୍ଲୀ,୧୨।୧୧: କରୋନା ମହାମାରୀରେ ଦେଶର ଅର୍ଥ ବ୍ୟବସ୍ଥା ସଙ୍କଟ ଦେଇ ଗତି କରୁଛି। ଏପରିସ୍ଥଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସହାୟତା ପ୍ୟାକେଜ୍‌ ଘୋଷଣା...

ମାର୍ଚ୍ଚ ୨ୟ ସପ୍ତାହ ପରେ ତୈଳ ଦର ବୃଦ୍ଧି ପାଇବ

ନୂଆଦିଲ୍ଲୀ,୫।୩:ଗତ ୪ମାସରୁ ଊର୍ଦ୍ଧ୍ୱ ହେବ ଭାରତରେ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ସ୍ଥିର ରହିଛି। ଫଳରେ ତୈଳ ବିପଣନ କମ୍ପାନୀ ଓ ଇନ୍ଧନ ଖୁଚୁରା ବ୍ୟବସାୟୀମାନେ...

କୋଭିଡ୍‌ ଚାପରେ ଦେବାଳିଆ ହେଉଛନ୍ତି କମ୍ପାନୀ

ନୂଆଦିଲ୍ଲୀ,୨୬।୫: ସାରା ବିଶ୍ୱ ବଜାର ମାନ୍ଦାବସ୍ଥା ସହ ଲଢ଼େଇ ଜାରି ରଖିଥିଲା। ବାଣିଜ୍ୟଗୁଡ଼ିକ ତିଷ୍ଠି ରହିବା ଲାଗି ଲଢ଼େଇ ଜାରି ରଖିଥିଲେ। ହଠାତ୍‌ କରୋନା ଭଳି...

Advertisement
Archives

Model This Week