ଏସ୍‌ପ୍ଲାନେଡରେ ମିଡ୍‌ ନାଇଟ ସେଲ୍‌ ଆଜି

ଭୁବନେଶ୍ୱର, ୧୫-୮(ବ୍ୟୁରୋ) ସ୍ବାଧିନତା ଦିବସ ଅବସରରେ ଏସ୍‌ପ୍ଲାନେଡ ଓ୍ବାନ ମଲ୍‌ରେ ମିଡ୍‌ ନାଇଟ ସେଲ୍‌ ସମ୍ପର୍କରେ ଘୋଷଣା କରାଯାଇଛି। ୧୦୦ରୁ ଉର୍ଦ୍ଧ୍ୱ ଜାତୀୟ ତଥା ଅନ୍ତର୍ଜାତୀୟ ବ୍ରାଣ୍ଡ ଉପରେ ଗ୍ରାହକମାନେ ରିହାତି ଲାଭ କରିପାରିବେ। ଅଗଷ୍ଠ ୧୫ ଦିନ କ୍ରୟ ଉପରେ ଫ୍ଲାଟ ୫୦% ରିହାତି ଉପଲବ୍ଧ ହେବ। ଗୋଟିଏ ଛାତ ତଳେ ଗ୍ରାହକ ବିଭିନ୍ନ ବ୍ରାଣ୍ଡ ଲାଭ କରିପାରିବେ। ସମାନ ଦିନରେ ରାକ୍ଷୀ ପୂର୍ଣ୍ଣିମା ପଡୁଥିବାରୁ ଗ୍ରାହକ ଏଠାରେ ଆକର୍ଷଣୀୟ ଡିଲ ଲାଭ କରିପାରିବେ ବୋଲି ଏସ୍‌ପ୍ଲାନେଡ ଓ୍ବାନ୍‌ ମଲର ସେଣ୍ଟର ଡାଇରେକ୍ଟର ପାର୍ଥ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମ୍‌ ଫୋରମର ପ୍ରଥମ ଇନୋଭେଶନ ହବ୍‌

ଭୁବନେଶ୍ୱର,୩।୧୨: ରିଲାଏନ୍ସ ଜିଓ ଓ ଟିଏମ୍‌ ଫୋରମର ମିଳିତ ସହଯୋଗରେ ନଭି ମୁମ୍ବାଇସ୍ଥିତ ରିଲାଏନ୍ସ କର୍ପୋରେଟ୍‌ ଆଇଟି ପାର୍କଠାରେ ଟିଏମ୍‌ ଫୋରମ୍‌ର ପ୍ରଥମ ଇନୋଭେଶନ ହବ୍‌...

ବ୍ଲିଙ୍କିଟ୍‌ ସହ ଏନ୍‌ଏସ୍‌ଡିସିର ବୁଝାମଣା

ଭୁବନେଶ୍ୱର,୩।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ବ୍ଲିଙ୍କିଟ୍‌ ଏବଂ ଜାତୀୟ ଦକ୍ଷତା ବିକାଶ ନିଗମ (ଏନ୍‌ଏସ୍‌ଡିସି) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ହୋଇଯାଇଛି। ବିଶେଷକରି ରୋଜଗାର...

ବେଦାନ୍ତ ଆଲୁମିନିୟମର ୩ୟ ବୈଷୟିକ ମାଷ୍ଟର କ୍ଲାସ୍‌

ଭୁବନେଶ୍ୱର,୩।୧୨ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ବେଦାନ୍ତ ଆଲୁମିନିୟମ ପକ୍ଷରୁ ଆୟୋଜିତ ୩ୟ ବୈଷୟିକ ମାଷ୍ଟର କ୍ଲାସ୍‌ ନିକଟରେ ଅନୁଷ୍ଠିତ ହୋଇଯାଇଛି।...

ଭାରତ ପାଇଁ ଖୁସି ଖବର: ବଢ଼ିଲା ବିକାଶ ହାର, ବ୍ରୋକେଜ କମ୍ପାନୀ ନୋମୁରା ରିପୋର୍ଟ ଜାରି…

ନୂଆଦିଲ୍ଲୀ,୨।୧୨ : ଭାରତୀୟ ଅର୍ଥନୀତି ପାଇଁ ଏକ ଖୁସି ଖବର ଆସିଛି। ବାସ୍ତବରେ, ଜାପାନର ବ୍ରୋକେଜ କମ୍ପାନୀ ନୋମୁରା ଚଳିତ ଆର୍ଥିକ ବର୍ଷ ୨୦୨୩-୨୪ ପାଇଁ...

Dark Patterns Ban: ଅନଲାଇନରେ ଗ୍ରାହକଙ୍କୁ କରାଯାଉଛି ବିଭ୍ରାନ୍ତ, ସରକାର ଜାରି କଲେ ନିର୍ଦ୍ଦେଶାବଳୀ…

ନୂଆଦିଲ୍ଲୀ,୨।୧୨ : ଗ୍ରାହକଙ୍କ ସୁରକ୍ଷା ପାଇଁ ଇ-କମର୍ସ ପ୍ଲାଟଫର୍ମରେ ସରକାର ‘ଡାର୍କ ପାଟର୍ନସ’ ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। କମ୍ପାନୀ କିମ୍ବା ବ୍ୟବସାୟୀମାନେ ଗ୍ରାହକଙ୍କୁ ପ୍ରତାରଣା...

ପାର୍ବଣ ଋତୁ ପରେ ମାନ୍ଦା ପଡିଲା ମଲ୍‌-ବଜାର: ପାଣିରେ ପଡିଲା ବ୍ୟବସାୟୀଙ୍କ କୋଟି କୋଟି ଟଙ୍କାର ଜିନିଷ

ନୂଆଦିଲ୍ଲୀ,୨।୧୨: ଦେଶରେ ସରିଛି ପାର୍ବଣ ଋତୁ। ଋତୁ ସହ କ୍ରେଜ ଓ ଚାହିଦା ମଧ୍ୟ କମିଛି। ଏହାର ସିଧାସଳଖ ପ୍ରଭାବ ଦେଖାଦେଇଛି ବଡ ବଡ ଦୋକାନ...

ସୋସିଆଲ ମିଡିଆ ବ୍ୟବହାର କଲେ ଏବେ ପିଲାଙ୍କୁ ବି ଦେବାକୁ ପଡିବ ଟ୍ୟାକ୍ସ, ରହିଛି ଏହି ନିୟମ

ନୂଆଦିଲ୍ଲୀ,୨।୧୨: ବର୍ତ୍ତମାନ ଏପରି ଏକ ସମୟ ଆସିଛି ଯେଉଁଥିରେ ଟଙ୍କା ରୋଜଗାର କରିବା ଚାକିରି ଆବଶ୍ୟକ ହେଉନାହିଁ। ଅନେକ ଗୁଡିଏ ଉତ୍ସ ରହିଛି। କେବଳ ଯୁବପିଢି...

ନଭେମ୍ବରରେ ୧.୬୮ଲକ୍ଷ କୋଟିର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୧୨, (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ୮ମ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ ବା ଜିଏସ୍‌ଟି)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri