ଏସ୍‌ବିଆଇ ଲାଇଫର ଆଞ୍ଚଳିକ କାର୍ଯ୍ୟାଳୟ ଶୁଭାରମ୍ଭ

ଭୁବନେଶ୍ୱର,୧୮-୪: ଏସ୍‌ବିଆଇ ଲାଇଫ ଇନସ୍ୟୁରାନ୍ସ ପକ୍ଷରୁ ସ୍ଥାନୀୟ ଇନଫୋସିଟି ଇନଫିନିଆ ଟାଓ୍ବାରରେ ନୂଆ ଆଞ୍ଚଳିକ କାର୍ଯ୍ୟାଳୟ ଶୁଭାରମ୍ଭ ହୋଇଛି। ଏସ୍‌ବିଆଇ ଲାଇଫର ଏମ୍‌ଡି ତଥା ସିିଇଓ ସଞ୍ଜୀବ ନୌଟିଆଲ ଏହାର ଉନ୍ମୋଚନ କରିଥିଲେ। ନୂଆ କାର୍ଯ୍ୟାଳୟ ଦ୍ୱାରା ସମ୍ପୂର୍ଣ୍ଣ ସୁରକ୍ଷା ଉତ୍ପାଦ ସମାଧାନ ପୋର୍ଟଫୋଲିଓକୁ ଗ୍ରାହକଙ୍କୁ ପ୍ରଦାନ କରିବାକୁ କମ୍ପାନୀ ଯୋଜନା ରଖିଛି। ଓଡ଼ିଶାରେ ବୀମା ସମାଧାନ ଲୋକଙ୍କ ନିକଟରେ ଏତେଟା ପହଞ୍ଚି ନ ଥିବାରୁ ଅଭିନବ ଢଙ୍ଗରେ ବିଭିନ୍ନ ଉତ୍ପାଦ ଏବଂ ସେବା ଯୋଗାଣ ନେଇ ଉଦ୍ୟମ ଜାରି ରହିବ ବୋଲି ସିଇଓ ନୌଟିଆଲ କହିଛନ୍ତି। ଓଡ଼ିଶାରେ  ୩୮ଟି ସ୍ଥାନରେ ୪୦ ଶାଖା ସହ କମ୍ପାନୀ ଉପସ୍ଥିତିକୁ ସୁଦୃଢ କରୁଥିବା ନୌଟିଆଲ କହିଛନ୍ତି। ଏଥିରେ ଏସ୍‌ବିଆଇ ସିଜିଏମ୍‌ ପ୍ରବୀଣା କାଲା ଏସ୍‌ବିଆଇ ଜୋନ ୩ ସଭାପତି ରବୀନ୍ଦ୍ର କୁମାର, ଆକ୍‌ଚୁରିଆଲ ରିସ୍କ ମ୍ୟାନେଜମେଣ୍ଟ ସଭାପତି ସଞ୍ଜୀବ ପୂଜାରୀ, ଏସ୍‌ବିଆଇ ଲାଇଫର ଆଞ୍ଚଳିକ ନିର୍ଦ୍ଦେଶକ ସଞ୍ଜୟ ଭଟ୍ଟନାଗର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନୋଜ ଶର୍ମା ପୂର୍ବତଟ ରେଳପଥର ନୂଆ ଜିଏମ୍‌

ଭୁବନେଶ୍ୱର,୨୬।୧: ଭାରତୀୟ ରେଳ ଇଞ୍ଜିନିୟରିଂ ସେବା(ଆଇଆର୍‌ଏସ୍‌ଇ)ର ବରିଷ୍ଠ ଅଧିକାରୀ ମନୋଜ ଶର୍ମା ନିକଟରେ ପୂର୍ବତଟ ରେଳପଥର ନୂତନ ମହାପ୍ରବନ୍ଧକ (ଜିଏମ୍‌) ଭାବେ ଯୋଗ ଦେଇଛନ୍ତି। ଏହା...

ପୂର୍ବତନ ଭୂଷଣ ସିଏମ୍‌ଡିଙ୍କ ୨୦୦ କୋଟିର ସମ୍ପତ୍ତି ଜବତ

ନୂଆଦିଲ୍ଲୀ,୧୯-୧: ଭୂଷଣ ପାଓ୍ବାର ଆଣ୍ଡ ଷ୍ଟିଲ ଲିମିଟେଡର ପୂର୍ବତନ ସିଏମ୍‌ଡି ସଞ୍ଜୟ ସିଂଘଲଙ୍କ ୨୦୦ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ସମ୍ପତ୍ତି ଜବତ କରାଯାଇଛି। ବେଆଇନ ଅର୍ଥ...

ପୁଣି ବଢ଼ିଲା ଆୟକର ରିଟର୍ଣ୍ଣ ଅବଧି, ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୧: ପୁଣିଥରେ କେନ୍ଦ୍ର ସରକାର ଆୟକର ରିଟର୍ଣ୍ଣ(ଆଇଟିଆର୍‌) ଅବଧିକୁ ବଢ଼ାଇ ଦେଇଛନ୍ତି। ଏବେ ଆଇଟିଆର୍‌ ଦାଖଲର ଶେଷ ତାରିଖକୁ ୨୦୨୨ ମାର୍ଚ୍ଚ ୧୫ ଯାଏ ବୃଦ୍ଧି...

ସହରାଞ୍ଚଳ ଖାଉଟିଙ୍କ ଆତ୍ମବିଶ୍ୱାସ ପ୍ରଭାବିତ

ନୂଆଦିଲ୍ଲୀ,୨୨।୪: କୋଭିଡ୍‌ ଯୋଗୁ ସାରା ଦେଶର ଖାଉଟିମାନେ ବର୍ତ୍ତମାନ ପ୍ରଭାବିତ ସ୍ତରରେ ରହିଛନ୍ତି। ଏପ୍ରିଲ ମାସରେ ସହରାଞ୍ଚଳ ଖାଉଟିମାନେ ବେଶି ପ୍ରଭାବିତ ହୋଇଥିବା ଏକ ରିପୋର୍ଟରେ...

କର୍ତ୍ତବ୍ୟରୁ ଓହରିପାରିବେନି ସାମ୍ବିଧାନିକ କର୍ତ୍ତୃପକ୍ଷ

ନୂଆଦିଲ୍ଲୀ,୧।୩: ପଞ୍ଜାବର ଆମ୍‌ ଆଦ୍‌ମୀ ପାର୍ଟି ସରକାର ଏବଂ ରାଜ୍ୟପାଳ ବନଓ୍ବାରିଲାଲ୍‌ ପୁରୋହିତଙ୍କ ମଧ୍ୟରେ ବିବାଦ ଲାଗି ରହିଥିବାବେଳେ ଏହା ଉପରେ ଗଭୀର ସାମ୍ବିଧାନିକ ଆଲୋଚନା...

ସେନ୍‌ସେକ୍ସରେ ୧୫୪୬ ପଏଣ୍ଟ ହ୍ରାସ

ମୁମ୍ବାଇ,୨୫।୧ କୋଭିଡ୍‌ ଏବଂ ଓମିକ୍ରନ୍‌ ସାଙ୍ଗକୁ ଚଳିତ ଆର୍ଥକ ବର୍ଷର ବଜେଟ ବ୍ୟବସ୍ଥାକୁ ନେଇ ଆଶଙ୍କାରେ ରହିଥିବା ବ୍ୟବସାୟୀ ବର୍ତ୍ତମାନ ଦିଗହରା ଅବସ୍ଥାରେ ରହିଛନ୍ତି। ଦଲାଲ...

୨୦ ବର୍ଷର ସର୍ବନିମ୍ନ ସ୍ତରରେ ବ୍ରେଣ୍ଟ୍‌ କ୍ରୁଡ୍‌

ନୂଆଦିଲ୍ଲୀ,୨୨।୪: କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ଲକ୍‌ଡାଉନ ପାଇଁ ଏବେ ସାରା ବିଶ୍ୱରେ ତୈଳ ଚାହିଦା ଖସିଯାଇଛି। ଏଥିଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର...

ବିଏସ୍‌ଏନ୍‌ଏଲ୍‌ ଉପରେ ଭେଣ୍ଡରଙ୍କ ୨୦ ହଜାର କୋଟି ବାକି

ନୂଆଦିଲ୍ଲୀ,୬-୧୧: ରାଷ୍ଟ୍ରାୟତ୍ତ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌)କୁ ବିଭିନ୍ନ ସାମଗ୍ରୀ ଓ ସେବା ଯୋଗାଣ କରୁଥିବା ଭେଣ୍ଡରମାନେ ଏବେ ଅଡୁଆ ସ୍ଥିତିରେ ପଡି ଯାଇଛନ୍ତି। ବିଏସ୍‌ଏନ୍‌ଏଲ୍‌...

Advertisement
Archives

Model This Week