ଏସ୍‌ସିବିରେ ଆଉ ଜଣେ କରୋନା ସନ୍ଦିଗ୍ଧ

କଟକ ଅଫିସ,୧୬।୩: କରୋନା ସନ୍ଦେହରେ ଭୁବନେଶ୍ୱରର ଜଣେ ଯୁବକ ରବିବାର ବିଳମ୍ବିତ ରାତିରେ ଏସ୍‌ସିବି ମେଡିକାଲର ଆଇସୋଲେଶନ ଓ୍ବାର୍ଡରେ ଭର୍ତ୍ତି ହୋଇଛନ୍ତି। ସେ ପୂର୍ବରୁ ଥଣ୍ଡା, ଜ୍ୱରରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ସେଠାରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ନ ଆସିବାରୁ ଉକ୍ତ ହସ୍ପିଟାଲ ପକ୍ଷରୁ ତାଙ୍କୁ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଏସ୍‌ସିବିରେ ୧୦ ଜଣ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ରୋଷେଇ କରୁଥିବା ବେଳେ ଝିଅକୁ ଜାଳି ଦେଲେ’

ରେଢାଖୋଲ,୧୧ା୨: ଶାଶୁଘର ଲୋକେ ମୋ ଝିଅକୁ ପେଟ୍ରୋଲ ଢାଳି ପୋଡ଼ି ମାରିଦେଇଛନ୍ତି। ରେଢାଖୋଲ ଥାନାରେ ଏଭଳି ଅଭିଯୋଗ କରିଛନ୍ତି ଅନୁଗୋଳ ଜିଲା ମାଧପୁର ଗ୍ରାମର କୃଷ୍ଣ...

ରାସ୍ତା ତଳକୁ ଖସିଲା ବାଇକ୍‌, ଜଣେ ମୃତ

ଝୁମ୍ପୁରା, ୨୮।୧୧ (ଡି.ଏନ.ଏ.)-ବାରିଆ ଥାନାଞ୍ଚଳ ଅନ୍ତର୍ଗତ ବରାହପଶି ଜଙ୍ଗଲ ରାସ୍ତାରେ ଗୁରୁବାର ଅପରାହ୍ନରେ ଏକ ବାଇକ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସି ଯିବାରୁ ହିମାଂଶୁ...

ଓବିସି ମୋର୍ଚ୍ଚା ରାଜ୍ୟ ଉପସଭାପତି ହେଲେ ପ୍ରଶାନ୍ତ କୁମାର ନାୟକ

ଗଞ୍ଜାମ,୫।୧୧(ଡି.ଏନ୍‌.ଏ.): ଭାରତୀୟ ଜନତା ପାର୍ଟିରେ ଦୀର୍ଘ ବର୍ଷ ଧରି ବିଭିନ୍ନ ପଦ ପଦବୀରେ ରହିଆସିଛନ୍ତି ବର୍ତ୍ତମାନର ଗଞ୍ଜାମ ବ୍ଲକ ଅଧକ୍ଷ ଥିବା ପ୍ରଶାନ୍ତ କୁମାର ନାୟକ।...

ବୋଲେରୋ ଧକ୍କାରେ ଯୁବକ ମୃତ: ପୂର୍ବ ଶତ୍ରୁତାରୁ ଗାଡ଼ି ଚଢ଼ାଇ ହତ୍ୟା ଅଭିଯୋଗ; ଚାଳକଙ୍କ ଥାନାରେ ଆତ୍ମସମର୍ପଣ

ନୂଆଗାଁ,୪।୮(ଡି.ଏନ.ଏ.): ନୟାଗଡ ଜିଲା ନୂଆଗାଁ ଥାନା ୫୭ ନମ୍ବର ଜାତୀୟ ରାଜପଥ ଡିମିରିଝରିଠାରେ ଶନିବାର ମଧ୍ୟାହ୍ନରେ ବୋଲେରୋ ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ପୂର୍ବ...

ନିଶାଦ୍ରବ୍ୟ କାରବାରରେ ଲାଗୁନି ଅଙ୍କୁଶ

ବେଗୁନିଆ,୧ା୨(ଡି.ଏନ୍‌.ଏ.): ବେଗୁନିଆ ସଦର ମହକୁମା ଓ ଏହି ଥାନା ଅଞ୍ଚଳରେ ଥିବା ଗ୍ରାମାଞ୍ଚଳରେ ଏବେ ନିଶାଦ୍ରବ୍ୟ କାରବାର ବଢ଼ିଚାଲିଛି। ମଦ, ଗଞ୍ଜେଇ, ମାଦକ ଦ୍ରବ୍ୟ ସବୁ...

ପ୍ରଥମ ପର୍ଯ୍ୟାୟ ପାଇଁ ଆଜି ପ୍ରଚାର ଶେଷ

ଭୁବନେଶ୍ୱର,୧୪ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସକାଶେ ଅବଗଣନା ଆରମ୍ଭ ହୋଇଯାଇଛି। ୨ ଦିନ ପରେ ଅର୍ଥାତ୍‌ ବୁଧବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଜନସାଧାରଣ ସେମାନଙ୍କ...

ଜିଲା ବିଜେଡି ସଭାପତିରେ ସରୋଜଙ୍କ ହ୍ୟାଟ୍ରିକ

ଫୁଲବାଣୀ ଅଫିସ, ୨୨ା୨-କନ୍ଧମାଳ ଜିଲା ବିଜେଡି ସଭାପତିଙ୍କୁ ନେଇ କିଛିଦିନ ଧରି ଚାଲିଥିଲା ଚର୍ଚ୍ଚାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ସରୋଜ କର୍ଣ୍ଣଙ୍କ...

ଭାଇ ସହ ମିଶି ସ୍ବାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ମୃତଦେହ ଧରି ଥାନାରେ ଆତ୍ମସମର୍ପଣ

ଜଗନ୍ନାଥ ପ୍ରସାଦ,୨୧।୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଥାନା ଅଞ୍ଚଳ ପଟାଧର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀଙ୍କ ଅତ୍ୟାଚାର ସହି ନ ପାରି...

Advertisement
Archives

Model This Week