କଟକ ଅଫିସ,୬।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ(ଏସ୍ସିବି)ରେ ଚଳିତ ବର୍ଷର ପ୍ରଥମ ସ୍ବାଇନ୍ ଫ୍ଲୁ ରୋଗୀ ଚିହ୍ନଟ ହୋଇଛି। ହସ୍ପିଟାଲର ସ୍ବତନ୍ତ୍ର ଓ୍ବାର୍ଡରେ ତାଙ୍କର ଚିକିତ୍ସା କରାଯାଉଛି। ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ସୂଚନା ମିଳିଛି।
କଟକ ଅଫିସ,୬।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ(ଏସ୍ସିବି)ରେ ଚଳିତ ବର୍ଷର ପ୍ରଥମ ସ୍ବାଇନ୍ ଫ୍ଲୁ ରୋଗୀ ଚିହ୍ନଟ ହୋଇଛି। ହସ୍ପିଟାଲର ସ୍ବତନ୍ତ୍ର ଓ୍ବାର୍ଡରେ ତାଙ୍କର ଚିକିତ୍ସା କରାଯାଉଛି। ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ସୂଚନା ମିଳିଛି।
ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...
କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...
କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...
ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...
ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...
ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...
ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...
ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...
