ଏସ୍‌ସିବିରେ ବନ୍ଦ ରହିବ ନିୟମିତ ଅପରେଶନ

କଟକ ଅଫିସ, ୨୨।୩: କରୋନା ବିଶ୍ୱରେ ମହାମାରୀ ରୂପ ନେଇଛି। ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଘୋଷଣା କରାଯାଇ ଥିବା ଜନତା କର୍ଫ୍ୟୁର ପ୍ରଭାବ ଏସ୍‌ସିବି ମେଡିକାଲରେ ମଧ୍ୟ ପଡିବ। ଏହାକୁ ଦୃଷ୍ଟିରେ ରଖି ଏସ୍‌ସିବି ମେଡିକାଲରେ ହେବାକୁ ଥିବା ସମସ୍ତ ନିୟମିତ ଅପରେସନ ସ୍ଥଗିତ ରଖାଯାଇଛି। ବୋଲି ଶଲ୍ୟ ଚିକିତ୍ସା ବିଭାଗୀୟ ମୂଖ୍ୟ ଡା. ବନ ବିହାରୀ ମିଶ୍ର ସୂଚନା ଦେଇଛନ୍ତି। କିନ୍ତୁ ଜରୁରିକାଳୀନ ସର୍ଜରୀକୁ ଆବଶ୍ୟକ ଅନୁଯାୟୀ ନିଶ୍ଚୟ ବିଚାରକୁ ନିଆଯିବ ବୋଲି ସେ କହିଛନ୍ତି। ସେହିପରି ସମାନ ନିୟମ ମଧ୍ୟ ବେସରକାରୀ ହସ୍ପିଟାଲଗୁଡିକରେ ଲାଗୁ କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟଗଡ଼ରେ ପୁଣି ବ୍ୟାନର ଲଗାଇଲେ ମାଓବାଦୀ

କୋଟଗଡ଼,୧୩।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା କୋଟଗଡ଼ ମାଦାଗୁଡ଼ା ଛକରେ ମଙ୍ଗଳବାର ମାଓବାଦୀ ପୋଷ୍ଟର ଦେଖିବାକୁ ମିଳିଛି। ମାଓବାଦୀମାନେ ଏକ ଗଛରେ ଏହି ବ୍ୟାନନ ମାରି ସେପ୍ଟେମ୍ବର ୧୩...

‘ଦେଶାନ୍ତରୀ ଶିଶୁ, କିଶୋର ଶ୍ରମିକ ଚାଲାଣକୁ ନେଇ ଜାରି ହେବ ନିର୍ଦ୍ଦେଶାବଳୀ’

ବଲାଙ୍ଗୀର ଅଫିସ,୧୪ା୯ ବଲାଙ୍ଗୀର ଡିଆରଡିଏ ସମ୍ମିଳନୀ କକ୍ଷରେ ଶୁକ୍ରବାର ଦେଶାନ୍ତର ଶିଶୁ ଓ ଯୁବ ଶ୍ରମିକ ଚାଲାଣକୁ ନେଇ ଏକ ଆଞ୍ଚଳିକ ପରାମର୍ଶ କର୍ମଶାଳା ଅନୁଷ୍ଠିତ...

ସମସ୍ୟା ସମାଧାନ ପାଇଁ ସ୍ବର ଉଠାଇଲେ ଆଦିବାସୀ

କେନ୍ଦୁଝର, ୧୦।୮ (ସ୍ବ.ପ୍ର.): ବିଶ୍ୱ ଆଦିବାସୀ ଦିବସ ଅବସରରେ କେନ୍ଦୁଝର ଜିଲା ମୁଖ୍ୟାଳୟରେ ମିଳିତ କଲ୍ୟାଣ ମଞ୍ଚ ପକ୍ଷରୁ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି ା...

ଦୁର୍ଘଟଣାରେ ଛାତ୍ରୀ ଗୁରୁତର

ଆନନ୍ଦପୁର,୧।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପ୍ରାଥମିକ ବିଦ୍ୟାଳୟର ଜଣେ ପ୍ରଥମ ଶ୍ରେଣୀ ଛାତ୍ରୀ ରାସ୍ତା ପାର ହୋଇ ସ୍କୁଲକୁ ଯାଉଥିବା ବେଳେ ଏକ ବାଇକ୍‌ ତାଙ୍କୁ...

ପଦାକୁ ଆସୁଛି ବ୍ରାଉନ୍‌ସୁଗାର ଡିଲରଙ୍କ କଳାସମ୍ପତ୍ତି: ରାଜାଙ୍କ ବିଳାସପୂର୍ଣ୍ଣ ଫ୍ଲାଟ୍‌ ସିଲ

ଭୁବନେଶ୍ୱର/ ବାଲେଶ୍ୱର ଅଫିସ, ୨୪।୯(ବ୍ୟୁରୋ): ଡ୍ରଗ୍ସ ଡିଲର ତଥା ବ୍ରାଉନସୁଗାର ଚୋରା ଚାଲାଣ ର଼୍ୟାକେଟର କିଙ୍ଗ୍‌ପିନ୍‌ ସେକ୍‌ ରାଜାଙ୍କ କଳାସାମ୍ରାଜ୍ୟର ଗୁମର ଧୀରେ ଧୀରେ ଖୋଲିବାରେ...

ଦୈତନଗରୀରେ ପ୍ରତିଷ୍ଠା ହେବ ୟୁନିଫାଏଡ୍‌ କଣ୍ଟ୍ରୋଲ ରୁମ୍‌ : ଡିଜିପି

ଭୁବନେଶ୍ୱର, ୨ା୧(ବ୍ୟୁରୋ): ତ୍ୱରିତ ଓ ସମନ୍ବିତ ସେବା ଯୋଗାଇବା ସହରାଞ୍ଚଳ ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇଛି। ଏଥିପାଇଁ କଟକ ଓ ଭୁବନେଶ୍ୱର ଦୈତନଗରୀରେ ପ୍ରତିଷ୍ଠା...

ବେହେରାପାଲି ଗ୍ରାମରେ ବଜ୍ରପାତ: ଜଣେ ମୃତ, ୨ ଗୁରୁତର

ବରଗଡ଼ ଅଫିସ, ୨୪।୯- ବଜ୍ରପାତ ଯୋଗୁ ମଙ୍ଗଳବାର ଅମ୍ବାଭୋନା ବ୍ଳକ ଅନ୍ତର୍ଗତ ବେହେରାପାଲି ଗ୍ରାମର ଗୋଟିଏ ପରିବାରର ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ୨ଜଣ...

ପ୍ରାର୍ଥୀନୀଙ୍କ ରୋଡ୍‌ ଶୋ’ରେ ଟେଲି କଳାକାର

ଧାମନଗର, ୨୨ ।୩ (ଡି.ଏନ.ଏ) ଭଦ୍ରକ ଜିଲା ଧାମନଗର ଏନ୍‌ଏସିରେ ଚଳିତବର୍ଷ ପ୍ରଥମଥର ନିର୍ବାଚନ ହେବାକୁ ଯାଉଛି। ଏଥିପାଇଁ ଭୋଟରଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖିବାକୁ...

Advertisement
Archives

Model This Week