ଏସ୍‌ସିବିରେ ହେବ କରୋନା ପରୀକ୍ଷା

କଟକ ଅଫିସ, ୩୧।୩: କଟକ ଏସ୍‌ସିବି ମେଡିକାଲରେ କରୋନା ଭୂତାଣୁ ପରୀକ୍ଷା କେନ୍ଦ୍ର ଖୋଲାଯିବ। ଏ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁମତି ପ୍ରଦାନ କରିଥିବା ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ ମଙ୍ଗଳବାର ସୂଚନା ଦେଇଛନ୍ତି।
ରାଜ୍ୟର ବିଭିନ୍ନ ବେସରକାରୀ ଓ ସରକାରୀ ଡାକ୍ତରଖାନାରେ କରୋନା ଭୂତାଣୁ ପରୀକ୍ଷା କେନ୍ଦ୍ର ପାଇଁ ରାଜ୍ୟ ସରକାର ଦାବି କରିଥିଲେ। ଦାବିକୁ ଗ୍ରହଣକରି କେବଳ ଏସ୍‌ସିବି ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ଅନୁମତି ମିଳିଥିବା ନେଇ ମନ୍ତ୍ରୀ ଦାସ କହିଛନ୍ତି।
ସୂଚନାଯୋଗ୍ୟ, ପୂର୍ବରୁ ଭୁବନେଶ୍ୱର ଆର୍‌ଏମ୍‌ଆର୍‌ସି ଏବଂ ଏମ୍‌ସରେ କରୋନା ଭୂତାଣୁ ପରୀକ୍ଷା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଦୁଇ ଭଉଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା,୧୭।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତିନି ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଏଥିମଧ୍ୟରୁ ଗୋଟିଏ ପରିବାରର ଦୁଇ ଭଉଣୀ ଏକା ସାଙ୍ଗେ ନିଟ ପରୀକ୍ଷାରେ…

ବଲାଙ୍ଗୀରରେ ଶାନ୍ତିଶୃଙ୍ଖଳା ସହ ସମ୍ପନ୍ନ ହେଲା ରଥଯାତ୍ରା, ବର୍ଷାକୁ ଖାତିର ନକରି ରଥ ଟାଣିଲେ ମହିଳା ଭକ୍ତ

ବଲାଙ୍ଗୀର,୧୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ସୁରୁଖୁରୁରେ ରଥଯାତ୍ରା ପାଳିତ ହୋଇଯାଇଛି । ଅପରାହ୍ଣରେ ଗୋପାଲଜୀ ମନ୍ଦିରରୁ ଶ୍ରୀଜିଉଙ୍କୁ ରଥାରୂଢ଼ କରାଯିବା ପରେ ଶ୍ରଦ୍ଧାଳୁମାନେ ରଥ ଟାଣିଥିଲେ। ରଥକୁ…

ଆସୁଛି ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍, ଆରବିଆଇ ଜାରି କଲା….

ନୂଆଦିଲ୍ଲୀ,୧୭।୭: ଦେଶରେ ଖୁବ୍‌ଶୀଘ୍ର ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ହେବାକୁ ଯାଉଛି । ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦେଶର ମୁଦ୍ରା ବ୍ୟବସ୍ଥାରେ ଏହି ଗୁରୁତ୍ୱପୂର୍ଣ୍ଣ ଏବଂ ଆଧୁନିକ…

ଦ୍ୱିତୀୟ ଦିନରେ ଶ୍ରୀଜୀଉଙ୍କ ରଥ ଟଣା, ଶରଧାବାଲିରେ ତାଳଧ୍ବଜ ରଥ

ପୁରୀ,୬।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପୁରୀ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଯାଇଛି। ରଥଯାତ୍ରାର ଦ୍ୱିତୀୟ ଦିନରେ ଭକ୍ତ ଶ୍ରଦ୍ଧାର ସହିତ ରଥ ଟାଣିଛନ୍ତି।…

ଇରାନ ବିରୋଧରେ ଯୁଦ୍ଧରେ ଯୋଗଦେବ ପାକିସ୍ତାନ? ସାଉଦି ଆରବ ଉପରେ ହୁଥିଙ୍କ କ୍ଷେପଣାସ୍ତ୍ର ମାଡ଼ ପରେ ରାଗିଲା ଇସଲାମାବାଦ

ଇସଲାମାବାଦ,୧୭।୭: ଇରାନ ଏବଂ ଆମେରିକା ମଧ୍ୟରେ ଏକ ଚୁକ୍ତି ପାଇଁ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରୁଥିବା ପାକିସ୍ତାନ ଏବେ ନିଜକୁ ଏକ ସଂଘର୍ଷରେ ଫସାଇପାରେ। ୟେମେନର ହୁଥି…

ଜିଲା କୋର୍ଟକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ, କୋର୍ଟ ପରିସର ଖାଲି କରିବାକୁ ନିର୍ଦ୍ଦେଶ, ଖେଳିଗଲା ଆତଙ୍କ

ଝାରସୁଗୁଡ଼ା, ୧୭।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ଓ ଦୌରା ଜଜ୍‌ଙ୍କ ଅଦାଲତ ପରିସରକୁ ବୋମା ମାଡ଼ କରି ଉଡ଼ାଇ ଦେବା ପାଇଁ ଏକ ସମ୍ବେଦନଶୀଳ…

IIC ବିୟୁଟି ମହାନ୍ତିଙ୍କ ମୃତ୍ୟୁର କିଛି ପ୍ରମାଣ ମିଳିଛି, ଡିସିପି କହିଲେ ମୋବାଇଲରୁ…

କଟକ,୧୭ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ମାମଲାରେ କଟକ ଡିସିପି ଖିଲାରୀ ଋଷିକେଶ ଆଉ ଏକ ପ୍ରତିକ୍ରିୟା ଦେଇଛନ୍ତି। ଡିସିପି କହିଛନ୍ତି, ଡିଜିଟାଲ ପ୍ରମାଣ…

ବଡ଼ ଖୁଲାସା କଲେ ଆମିର ଖାନ୍‌: 3 idiots ସୋନମ ୱାଙ୍ଗଚୁକଙ୍କ ଉପରେ ଆଧାରିତ ନୁହେଁ, ଜାଣନ୍ତୁ କ’ଣ କହିଲେ…

ମୁମ୍ବାଇ: ଶିକ୍ଷାବିତ୍‌ ତଥା ସମାଜସେବୀ ସୋନମ ୱାଙ୍ଗଚୁକ ୨୦ ଦିନ ହେବ ଦିଲ୍ଲୀର ଯନ୍ତର ମନ୍ତରଠାରେ ଅନଶନରେ ବସିଛନ୍ତି। ଏହି ସମୟ ମଧ୍ୟରେ ତାଙ୍କ ଓଜନ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri