ଏସ୍‌ସିବିର ବିକାଶ ପାଇଁ ୧୦୦୦ କୋଟି ଟଙ୍କାରୁ ଅଧିକ ପ୍ୟାକେଜ୍‌

ଭୁବନେଶ୍ୱର,୬।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକସ୍ଥିତ ଶ୍ରୀରାମଚନ୍ଦ୍ରଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲର ସର୍ବାଙ୍ଗୀନ ଉନ୍ନତି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ଏସ୍‌ସିବିକୁ ଏମ୍ସ ପ୍ଲସ ଅନୁଷ୍ଠାନରେ ପରିଣତ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ହସ୍ପିଟାଲର ଶଯ୍ୟା ସଂଖ୍ୟା ୩୦୦୦କୁ ବୃଦ୍ଧି ପାଇବ। ଏଥିପାଇଁ ପ୍ରାୟ ୧୦୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯିବ ବୋଲି ସରକାରୀସ୍ତରରେ ନିଷ୍ପତ୍ତି ହୋଇଛି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୦ ବର୍ଷ ତଳୁ ଏହି ସ୍ବାସ୍ଥ୍ୟାନୁଷ୍ଠାନ ଓଡ଼ିଶାବାସୀଙ୍କୁ ସେବା ଯୋଗାଇ ଆସିଛି। ଏଠାରୁ ଅନେକ ବିଶିଷ୍ଟ ଡାକ୍ତର ବାହାରିଛନ୍ତି, ଯେଉଁମାନେ କେବଳ ଭାରତ ନୁହେଁ, ସାରା ପୃଥିବୀର ଲୋକମାନଙ୍କୁ ସେବା ଦେଇ ଆସୁଛନ୍ତି। ତେଣୁ ଏହି ଅନୁଷ୍ଠାନର ଗୁରୁତ୍ୱକୁ ଆହୁରି ବିଶ୍ୱସ୍ତରରେ ପରିଣତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ଅଧିବେଶନ ସମୟରେ ଯାନବାହନ ଚଳାଚଳ ଉପରେ ରହିବ କଟକଣା, ଜାଣନ୍ତୁ…

ଭୁବନେଶ୍ବର,୩୦।୬(ବ୍ୟୁlରୋ): ବିଧାନସଭା ମୌସୁମୀ ଅଧିବେଶନ ସମୟରେ ଯାନବାହନ ଚଳାଚଳ ଉପରେ କଟକଣା କରାଯାଇଛି। ଓଡ଼ିଶା ସହରାଞ୍ଚଳ ଆଇନ ୨୦୦୩ ଧାରା ଅନୁଯାୟୀ ଏହି କଟକଣା କରାଯାଇଛି।...

ଥମୁନି ମୃତ୍ୟୁସଂଖ୍ୟା: ପୁଣି କରୋନା ନେଲା ୧୭ ଜୀବନ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୧୭ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୩୨ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର...

ମାସେ ବନ୍ଦ ରହିବ ଭୁବନେଶ୍ୱର-ବ୍ୟାଙ୍କକ୍‌ ବିମାନ ସେବା

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଭୁବନେଶ୍ୱରକୁ ବ୍ୟାଙ୍କକ୍‌କୁ ଚଳାଚଳ କରୁଥିବା ଏୟାର ଇଣ୍ଡିଆର ଡାଇରେକ୍ଟ ଫ୍ଲାଇଟ୍‌ ସେବା ସେପ୍ଟେମ୍ବର ୨୩ରୁ ଅସ୍ଥାୟୀଭାବେ ବନ୍ଦ ରହିବ। ଏହା ଅକ୍ଟୋବର ଶେଷ କିମ୍ବା...

କୃତୀ ଛାତ୍ରୀଛାତ୍ରଙ୍କୁ ଗଛ ଉପହାର

ସିମୁଳିଆ, ୧୫।୧୨(ଡି.ଏନ.ଏ.)-ସିମୁଳିଆ ବ୍ଲକ ମାର୍କୋଣା ରଘୁନାରାୟଣ ଉଚ୍ଚ ବିଦ୍ୟାଳୟର ୬୪ତମ ବାର୍ଷିକ କ୍ରୀଡ଼ା ଓ ସାଂସ୍କୃତିକ ଉତ୍ସବ ଶନିବାର ବିଜୁ ପଟ୍ଟନାୟକ ମିନିଷ୍ଟାଡିୟମ ପରିସରରେ ଅନୁଷ୍ଠିତ...

ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା: ଆଜି ବାହୁଡ଼ା

ପୁରୁଣା ଭୁବନେଶ୍ୱର,୨।୪(ଡି.ଏନ୍‌.ଏ.): ରବିବାର ଶ୍ରୀଲିଙ୍ଗରରାଜଙ୍କ ବାହୁଡ଼ା ଯାତ୍ରା। ଭଉଣୀ ମା’ ରୁକୁଣା ଦେବୀ ପ୍ରଭୁ ଦୋଳଗୋବିନ୍ଦଙ୍କ ସାଙ୍ଗରେ ଧରି ଶ୍ରୀ ଲିଙ୍ଗରାଜ ରୁକୁଣା ରଥଯାତ୍ରାରେ ମାଉସୀ...

ଅଣ୍ଟା ସଳଖୁଛି ହୋଟେଲ ଶିଳ୍ପ

ରିପୋର୍ଟ-ହେମନ୍ତ କୁମାର ନାୟକ ପୁରୀ ଅଫିସ, ୩୧।୫: ଫନୀ ମାଡ଼ରେ ଦୋହଲିଯାଇଛି ପୁରୀ ହୋଟେଲ ଶିଳ୍ପର ଭିତ୍ତିଭୂମି। ପ୍ରାୟ ଅଳ୍ପବହୁତେ ସବୁ ହୋଟେଲ କ୍ଷତିଗ୍ରସ୍ତ ହୋଇଛି।...

ପରଲୋକରେ ପୂର୍ବତନ ବିଧାୟକ ଅରୁଣ ଦେ

ଭୁବନେଶ୍ବର,୨।୮: ପୂର୍ବତନ ବିଧାୟକ ଅରୁଣ ଦେ’ଙ୍କ ସୋମବାର ପରଲୋକ ହୋଇଯାଇଛି। ତାଙ୍କୁ ୭୬ ବର୍ଷ ହୋଇଥିଲା। ଅରୁଣ କରୋନାରେ ଆକ୍ରାନ୍ତ ହୋଇ କିଛି ଦିନ ହେଲା...

ଫେରାର ରାଜାଙ୍କୁ ଧରିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର,୨୩।୨(ବ୍ୟୁରୋ): ନୟାଗଡ଼ ଜିଲା ଟାଉନ୍‌ ଥାନା ଅନ୍ତର୍ଗତ ଉଦୟପଥ ଲେନ୍‌ର ଏକ ଭଡ଼ାଘରୁ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ ମାମଲାରେ ଫେରାର ଥିବା...

Advertisement
Archives

Model This Week