ଏସ୍‌ସିବି ପୁନର୍ବିନ୍ୟାସ: ଉଚ୍ଛେଦ ପରେ ୫୫ଜଣଙ୍କୁ କ୍ଷତିପୂରଣ ପ୍ରଦାନ

କଟକ ଅଫିସ, ୪।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲ(ଏସ୍‌ସିବି) ନବକଳେବର ଲାଗି ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ମଙ୍ଗଳବାର ଏସ୍‌ସିବି ଚାରିପଟରୁ ଉଚ୍ଛେଦ କରାଯିବା ପରେ କ୍ଷତିପୂରଣ ପ୍ରଦାନ କରାଯାଇଛି। ପ୍ରଶାସନ ପକ୍ଷରୁ ମୋଟ ୫୫ଜଣଙ୍କୁ କ୍ଷତିପୂରଣ ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୧୧ଜଣଙ୍କୁ ଲକ୍ଷେ, ୨୨ଜଣଙ୍କୁ ୩୦ହଜାର, ଆଉ ୨୨ଜଣଙ୍କୁ ୨୦ ହଜାର ଦିଆଯାଇଥିବା ସୂଚନା ମିଳିଛି। ଏହି ଅବସରରେ ପୋଲିସ, ଜିଲା ପ୍ରଶାସନ ସହ ସିଏମ୍‌ସି ଅଧିକାରୀ ଉପସ୍ଥିତ ରହିଥିଲେ।

ପ୍ରକାଶ ଯେ, ଏସ୍‌ସିବି ପୁନର୍ବିନ୍ୟାସ ଲାଗି ନିକଟରେ ଥିବା ଜଳସମ୍ପଦ, ଉଚ୍ଚଶିକ୍ଷା, ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗର କିଛି ସ୍ଥାନ ସମେତ ୪ର୍ଥଶ୍ରେଣୀ କର୍ମଚାରୀଙ୍କ କ୍ୱାର୍ଟର ଉଚ୍ଛେଦ ହେବ ବୋଲି କୁହାଯାଇଥିଲା। ଉଚ୍ଛେଦ କର୍ମଚାରୀଙ୍କୁ ସରକାର ଅନ୍ୟ ସ୍ଥାନରେ ରଖିବାର ବନ୍ଦୋବସ୍ତ କରିଛନ୍ତି। ଏଥିସହ କ୍ଷତିଗ୍ରସ୍ତଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ୍‌ ମଧ୍ୟ ଘୋଷଣା କରାଯାଇଛି। ଅଧିଗ୍ରହଣରୁ ୨୫ ଏକର ଜମି ସରକାରଙ୍କ ହାତକୁ ଆସିବ। ଫେବୃୟାରୀ ୨୮ ସୁଦ୍ଧା ଅଧିଗ୍ରହଣ କାର୍ଯ୍ୟ ସରିବ ଏବଂ ମାର୍ଚ୍ଚ ପହିଲାରୁ ନୂତନ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବା ଲାଗି ଲକ୍ଷ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ ବ୍ୟବସ୍ଥା: ପ୍ରସ୍ତୁତିର ସମୀକ୍ଷା କଲେ ଡିଜିପି

କଟକ ଅଫିସ, ୨୯।୮: ଆସନ୍ତା ଅକ୍ଟୋବର ୨ତାରିଖ ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ ବ୍ୟବସ୍ଥା କାର୍ଯ୍ୟକାରୀ ହେବ। ଏହାର ସଫଳ ରୂପାୟନ ଲାଗି ଓଡ଼ିିଶା ପୋଲିସ...

ତ୍ରିରଙ୍ଗା ଯୁବକ ସଂଘ କାର୍ଯ୍ୟକର୍ତ୍ତା ମନୋନୀତ

ହିଞ୍ଜିଳିକାଟୁ,୪ା୬(ଡ଼ି.ଏନ୍‌.ଏ)-ହିଞ୍ଜିଳିକାଟୁ ଅଞ୍ଚଳର ସ୍ବେଚ୍ଛାସେବୀ ଅନୁଷ୍ଠାନ ତ୍ରିରଙ୍ଗା ଯୁବକ ସଂଘ ଗୁରୁତ୍ୱପୂର୍ଣ୍ଣ ବୈଠକ ରବିବାର ସନ୍ଧ୍ୟାରେ ଚନ୍ଦ୍ର କଳ୍ପେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି...

ଯୁବ ବ୍ୟବସାୟୀଙ୍କଠାରୁ ଲୁଟ୍‌ ଉଦ୍ୟମ ମହଙ୍ଗା ପଡ଼ିଲା: ନିର୍ଧୂମ ଛେଚି ପୋଲିସର ଜିମା ଦେଲେ ଲୋକେ

ଜଳେଶ୍ୱର,୪।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅନ୍ତର୍ଗତ ୬୦ନଂ ଜାତୀୟ ରାଜପଥ ନିକଟ ଜମାଳପୁର ବାଇପାସ ନିକଟରେ ଜଣେ ଯୁବ ବ୍ୟବସାୟୀଙ୍କଠାରୁ ଲୁଟ୍‌ ଉଦ୍ୟମ ଦୁର୍ବତ୍ତମାନଙ୍କୁ...

ତହସିଲଦାରଙ୍କ ଉପସ୍ଥିତିରେ ବିବାହ କଲେ ପ୍ରେମୀଯୁଗଳ

କୋକସରା,୧ା୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ତହସିଲ କାର୍ଯ୍ୟାଳୟରେ ବୁଧବାର ପ୍ରେମୀଯୁଗଳଙ୍କ ବିବାହ ହୋଇଛି। ବିବାହ ବନ୍ଧନରେ ବାନ୍ଧି ହୋଇଥିବା ପ୍ରେମୀଯୁଗଳ ହେଲେ ଧନସରା ଗ୍ରାମର ଖଗେଶ୍ୱର...

ବିଭ୍ରାନ୍ତିକର ତଥ୍ୟ ଦେଇ ଅର୍ଥ ଆଦାୟ

ଖଇରା, ୨।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ କୁପାରୀ ରାଜସ୍ବ ଓ ବର୍ତ୍ତନା ରାଜସ୍ବ କ୍ଷେତ୍ର ଅଧୀନରେ ପୂର୍ବରୁ ଖଣି ବ୍ୟବହାର କରୁଥିବା ଲିଜଧାରୀଙ୍କୁ ବିଭ୍ରାନ୍ତିକର...

ନିୟମ ନ ମାନି ୩ ଚା ଦୋକାନୀ ଗିରଫ

ବୁଗୁଡ଼ା,୨୪ା୩(ଡି.ଏନ.ଏ.)- ବୁଗୁଡ଼ା ସହରରେ ଲକ୍‌ ଡାଉନ ଯୋଗୁ ଗାଡ଼ି ମଟର ସହ ସମସ୍ତ ଦୋକାନ ବନ୍ଦ ରହିଥିବାବେଳେ କେତେକ ଚା’ ଦୋକାନୀ ନିୟମ ନମାନି ଦୋକାନ...

ବିନା ମେଶିନରେ ଧାନର ମାନ ପରୀକ୍ଷା

ନୟାଗଡ଼ ଅଫିସ,୨୪ା୨: ଧାନକିଣାରେ ମିଲରଙ୍କ କଟ୍‌ନୀଛଟ୍‌ନୀକୁ ରୋକିବାରେ ପ୍ରଶାସନ ବ୍ୟର୍ଥ ହୋଇଛି। କୁଇଣ୍ଟାଲ ପିଛା ୧୦ରୁ୧୫ କେଜି ଧାନ କାଟି ମିଲରଙ୍କୁ ଚାଷୀ ବିକ୍ରି କରିବାକୁ...

ବୌଦ୍ଧ ଆରଏସଏସ ପକ୍ଷରୁ ମାସ୍କ ବଣ୍ଟନ

ବୌଦ୍ଧ, ୯ା୪(ସ୍ବ.ପ୍ର)-ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ବୌଦ୍ଧ ଶାଖା ପକ୍ଷରୁ କରୋନା ସଚେତନତା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ସାନିଟାଇଜେସନ ସହ ଲୋକମାନଙ୍କୁ ମାସ୍କ...

Advertisement
Archives

Model This Week