ଏସ୍‌ସିବି ଲାଗି ୧୦ ପରାମର୍ଶଦାତା ନିଯୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୩(ବ୍ୟୁରୋ): କଟକ ଏସ୍‌ସିବି ମେଡିକାଲକୁ ବିଶ୍ୱସ୍ତରୀୟ ମେଡିକାଲ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ୧୦ଜଣ ବିଶିଷ୍ଟ ଚିକିତ୍ସାବିତ୍‌ଙ୍କୁ ପରାମର୍ଶଦାତା ଭାବେ ନିଯୁକ୍ତ କରିଛନ୍ତି। ପଦ୍ମଭୂଷଣ ଡ. ରମାକାନ୍ତ ପଣ୍ଡା, ପଦ୍ମଭୂଷଣ ଡା. ଦେବୀ ସେଠୀ, ପ୍ରଫେସର ଡା. ସୁବ୍ରତ ଆଚାର୍ଯ୍ୟ, ପ୍ରଦ୍ମଶ୍ରୀ ପ୍ରଫେସର ଡା. ମୁକୁତ ମିଞ୍ଜ, ପଦ୍ମଶ୍ରୀ ପ୍ରଫେସର ଡା. ଦିଗମ୍ବର ବେହେରା, ପଦ୍ମଶ୍ରୀ ଡା. ରଞ୍ଜନ ବଦଓ୍ବେ, ଡା. ଜଗତ ନରୁଲା, ଡା. ଜିଏନ୍‌ ରାଓ, ଡା. ପୂର୍ଣ୍ଣଚନ୍ଦ୍ର ମହାପାତ୍ର ପ୍ରମୁଖଙ୍କୁ ପରାମର୍ଶଦାତାଭାବେ ନିଯୁକ୍ତ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର: ସିଆଇଏସ୍‌ଏଫ୍‌ କନଷ୍ଟେବଳ ଗିରଫ

ପାରାଦୀପ,୧୯ା୧(ସ୍ବ.ପ୍ର.): ପାରାଦୀପ ଅଞ୍ଚଳରେ ଶନିବାର ୪ ବର୍ଷୀୟା ନାବାଳିକାଙ୍କୁ ଜଣେ ସିଆଇଏସ୍‌ଏଫ୍‌ (ସେଣ୍ଟ୍ରାଲ୍‌ ଇଣ୍ଡଷ୍ଟ୍ରିଆଲ୍‌ ସିକ୍ୟୁରିଟି ଫୋର୍ସ)ର କନଷ୍ଟେବଳ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏହି...

ଶକ୍ତି ଉତ୍ତୋଳନ ପ୍ରତିଯୋଗିତା: ମୟୂରଭଞ୍ଜ ଜିଲାକୁ ୨୪ ପଦକ

ବାରିପଦା ଅଫିସ,୧୫ା୧୨- ଗତ ୭ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରଠାରେ ଅନୁଷ୍ଠିତ ରାଜସ୍ତରୀୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ମୟୂରଭଞ୍ଜ ଜିଲାକୁ ମିଳିଛି ସଫଳତା । ୧୭...

ବଢୁଛି ମହିଳା ବିରୋଧୀ ହିଂସା

ଜ୍ଞାନକୌଶଳ ବଳରେ ରାଜ୍ୟ ତଥା ଦେଶରେ ଯେତେ ପ୍ରଗତି ହେଲେ ମଧ୍ୟ ଅପରାଧ କମିପାରୁନାହିଁ। ବିଶେଷକରି ମହିଳା ବିରୋଧୀ ହିଂସା ଉପରେ ଲଗାମ ଲାଗିପାରୁନାହିଁ। ଜନସଂଖ୍ୟା...

‘ଅମ୍ଫନ୍‌’ରେ ୧ ଲକ୍ଷ ହେକ୍ଟର ଚାଷ ଜମି ନଷ୍ଟ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍‌’ କ୍ଷୟକ୍ଷତି ନେଇ ରାଜ୍ୟ ସରକାର ପ୍ରାଥମିକ ରିପୋର୍ଟ ଦେଇଛନ୍ତି। ବାତ୍ୟାରେ ପ୍ରାୟ ୧ ଲକ୍ଷ ହେକ୍ଟର ଚାଷ ଜମି କ୍ଷତି ହୋଇଥିବା...

ଅଫ୍‌ଲାଇନ୍‌ରେ ହେବ ମାଟ୍ରିକ, +୨ ପରୀକ୍ଷା: ମନ୍ତ୍ରୀ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ଅଫଲାଇନ୍‌ରେ ହେବ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଗୁରୁବାର ଏ ନେଇ ସୂଚନା ଦେଇଛନ୍ତି।...

ସ୍ତ୍ରୀଙ୍କ ଜୁଇକୁ ଡେଇଁ ଜୀବନ ହାରିଲେ ସ୍ବାମୀ

ଭବାନୀପାଟଣା,୨୫।୮(ସ୍ବ.ପ୍ର.):କଳାହାଣ୍ଡି ଜିଲା କେଗଁା ଥାନା ଅଧୀନ ସିଆଲଯୋଡି ଗ୍ରାମରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀର ସତ୍କାର ସମୟରେ ହଠାତ୍‌ ତାଙ୍କ ସ୍ବାମୀ...

ନିୟମ ଉଲ୍ଲଘଂନ କରିଥିବା ୪ଜଣଙ୍କ ନାମରେ ମାମଲା

ବାଲେଶ୍ୱର ଅଫିସ, ୨୭।୩-ବାଲେଶ୍ୱର ଜିଲାରେ ହୋମ କ୍ୱାରାଣ୍ଟାଇନରେ ରହିଥିବା ଲୋକଙ୍କ ଘର ବାହାରେ ନିର୍ଦ୍ଧାରିତ ଫର୍ମ ଓ ପୋଷ୍ଟର ଲଗାଇବାକୁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ...

ଲକ୍‌ଡାଉନ: ଅସହାୟଙ୍କ ପାଇଁ ଅଭିଶାପ

ଭୁବନେଶ୍ୱର,୯ା୪(ବ୍ୟୁରୋ): ସମଗ୍ର ଦେଶରେ ୨୧ଦିନିଆ ଲକ୍‌ଡାଉନ ବଳବତ୍ତର ରହିଛି। ରାଜ୍ୟ ତଥା ବାହାର ରାଜ୍ୟର ପ୍ରାୟ ୪୭ହଜାର ଅତିଥି ଶ୍ରମଜୀବୀ ଏବଂ ଅସହାୟଙ୍କୁ ବିଭିନ୍ନ ଜିଲାର...

Advertisement
Archives

Model This Week