ଏସ୍‌ୟୁସିଆଇର ପ୍ରତିବାଦ ସଭା

ଯଶିପୁର,୧୭ା୨(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ଦ୍ୱାରା ଏଲ୍‌ପିଜି ଗ୍ୟାସ୍‌ର ସିଲିଣ୍ଡର ପିଛା ୧୪୪.୫୦ ଟଙ୍କା ବୃଦ୍ଧି ଘଟଣା ପ୍ରତିବାଦରେ ଯଶିପୁର ବଜାରଛକଠାରେ ଏସ୍‌ୟୁସିଆଇ(କମ୍ୟୁନିଷ୍ଟ)ର କର୍ମୀମାନେ ଏକ ପ୍ରତିବାଦ ସଭା କରିଥିଲେ। ପ୍ଲାକାର୍ଡ, ଫ୍ଲାଗ୍‌ ଧରି କର୍ମୀମାନେ ଗ୍ୟାସ୍‌ର ମୂଲ୍ୟବୃଦ୍ଧି ପ୍ରତ୍ୟାହାର ଦାବିରେ ବିଭିନ୍ନ ସ୍ଲୋଗାନ ଦେଇଥିଲେ। ଅନୁଷ୍ଠିତ ପଥପ୍ରାନ୍ତ ସଭାରେ ମୁଖ୍ୟବକ୍ତା ଭାବେ ରାଜ୍ୟ କମିଟି ସଦସ୍ୟ ସଦାଶିବ ଦାସ ଯୋଗଦେଇ ରନ୍ଧନଗ୍ୟାସ୍‌ ସହ ଅନ୍ୟାନ୍ୟ ନିତ୍ୟବ୍ୟବହାର୍ଯ୍ୟ ଜିନିଷର ମୂଲ୍ୟବୃଦ୍ଧିକୁ ତୀବ୍ର ନିନ୍ଦା କରିଥିଲେ। ଜିଲା ସମ୍ପାଦକ ସାଦବଦ୍ରା, ସର୍ବେଶ୍ୱର ମହାନ୍ତ, ତରୁଣ ପାତ୍ର, ଦୌପଦୀ ମହାନ୍ତ ପ୍ରମୁଖ ସହଯୋଗ କରିଥିଲେ। ଦରବୃଦ୍ଧି ବିରୋଧରେ ଆଗାମୀ ଦିନରେ ପୁନର୍ବାର ଗଣ ଆନ୍ଦୋଳନ କରାଯିବ ବୋଲି କର୍ମୀମାନେ ଚେତାବନୀ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହାମ ଷ୍ଟେନ୍ସ ପୋଡ଼ି ଘଟଣା: ଦାରା ସିଂଙ୍କ ସହଯୋଗୀଙ୍କୁ ଗିରଫ କଲା ସିବିଆଇ

ଠାକୁରମୁଣ୍ଡା,୨୧ା୯(ଡି.ଏନ୍‌.ଏ.): ଅଷ୍ଟ୍ରେଲୀୟ ମିଶନାରୀ ଗ୍ରାହାମ ଷ୍ଟେନ୍ସ ଓ ତାଙ୍କର ଦୁଇ ନାବାଳକ ପୁତ୍ରଙ୍କୁ ପୋଡ଼ି ହତ୍ୟା କରିଥିବା ଘଟଣାରେ ଫେରାର ଥିବା ଦାରା ସିଂଙ୍କ ଜଣେ...

ମଣ୍ଡିରୁ ଧାନ ଉଠିବାରେ ବିଳମ୍ବ

ବନ୍ତ, ୧୧।୧ (ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକର ୧୪ଟି ମଣ୍ଡିରୁ ଧାନ ଉଠିବାରେ ବିଳମ୍ବ ହେଉଥିବା ଅଭିଯୋଗ ହୋଇଛି। ଫଳରେ ଚାଷୀମାନେ ଚିନ୍ତାରେ ପଡ଼ିଯାଇଛନ୍ତି।...

ପୋଖରୀରେ ବୁଡି ୩ଜଣଙ୍କ ସଳିଳ ସମାଧି

ରୂପ୍‌ସା/ସଜନାଗଡ଼/ବାହାନଗା, ୨୯।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲାର ପୃଥକ ସ୍ଥାନରେ ମଙ୍ଗଳବାର ପୋଖରୀରେ ବୁଡି ୩ଜଣଙ୍କ ସଳିଳ ସମାଧି ଘଟିଛି। ମୃତକମାନେ ହେଲେ ରୂପ୍‌ସା ଥାନା ପୋଡ଼ାଡ଼ିହା ଗ୍ରାମର ଗୋପାଳ...

୧୦ ବର୍ଷ ପରେ ଭୋଟ୍‌ ଦେଉଛନ୍ତି ସ୍ବାଭିମାନ ଅଞ୍ଚଳବାସୀ

ମାଲକାନଗିରି,୨୪ା୨(ଡି.ଏନ୍‌.ଏ.): ରାଜ୍ୟରେ ଚାଲିଛି ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ। ଏହି ନିର୍ବାଚନରେ ୨୫ ଜିଲାର ୧୩୧ ଜିଲା ପରିଷଦ ଜୋନ୍‌ ପାଇଁ ଭୋଟିଂ...

ନାବାଳିକା ବଳାତ୍କାରୀଙ୍କୁ ସଶ୍ରମ କାରାଦଣ୍ଡ

ଝାରସୁଗୁଡ଼ା ଅଫିସ୍‌,୨୮।୭: ନାବାଳିକାଙ୍କୁ ବଳାତ୍କାର ମାମଲାର ବିଚାର କରି ଝାରସୁଗୁଡ଼ା ଅତିରିକ୍ତ ଜିଲା ସେସନ୍‌ ଜର୍ଜ ମଦନଲାଲ ଖେଡିଆ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ସଶ୍ରମ କାରାଦଣ୍ଡରେ ଦଣ୍ଡିତ...

ବଡ଼ ଭାଇଙ୍କୁ ହତ୍ୟା କରି ବାଡ଼ିରେ ପୋତି ଦେଇଥିଲେ ସାନଭାଇ

ବାଲେଶ୍ୱର ଅଫିସ, ୧୫।୬: ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ବାସୁଚକୁରି ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ଗ୍ରାମର ଜଣେ ବ୍ୟକ୍ତି ନିଜ ବଡ଼...

ଖଣି ବନ୍ଦ ରଖିବାକୁ ଚେତାଇଲା ପ୍ରଶାସନ

ଖଇରା,୨୪।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡ କପିଳଝୁରୀ ବନ୍ଧନଟା ଏବଂ ବଗେଇପୁର ମୌଜାରେ ଚାଲିଥିବା ଖଣି ପରିବେଶ ପ୍ରତି ବିପଦ ସୃଷ୍ଟି କରୁଥିବା...

ଅନ୍ୟଜାତିରେ ପ୍ରେମ ବିବାହ କରିବାରୁ…

ଲୋଇସିଂହା,୧୨।୯(ଡି.ଏନ.ଏ.): ଅନ୍ୟଜାତିରେ କରିଥିଲେ ପ୍ରେମ ବିବାହ। ଏବେ ତାଙ୍କର ଏକ ୨ ବର୍ଷର ପିଲା ଅଛି। ପୁଣି ଗର୍ଭବତୀ ଅଛନ୍ତି ସ୍ତ୍ରୀ। ନିଜ ଘର ଅଥବା...

Advertisement
Archives

Model This Week