ଏସ୍‌.ଛଚିନା ପଞ୍ଚାୟତରେ କ୍ଲୋରିନ୍‌, ବ୍ଲିଚିଂ ସିଞ୍ଚନ

ବେଗୁନିଆପଡ଼ା,୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଏସ୍‌.ଛଚିନା ପଞ୍ଚାୟତର ସମସ୍ତ ଗ୍ରାମରେ ଯୁଦ୍ଧକାଳୀନ ଭିତ୍ତିରେ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଚାଲିଛି ସାନିଟାଇଜ୍‌ ବ୍ୟବସ୍ଥା। ସବୁ ଗ୍ରାମର ଗଳିକନ୍ଦିରେ କ୍ଲୋରିନଯୁକ୍ତ ପାଣି ଓ ବ୍ଲିଚିଂ ସିଞ୍ଚନ କରାଯାଉଛି। ଗ୍ରାମର ଚତୁଃପାର୍ଶ୍ୱରେ ଥିବା ଅଳିଆ ଆବର୍ଜନାକୁ ଟ୍ରାକ୍ଟର ଲଗାଇ ସଫା କରାଯାଇଛି। ସରପଞ୍ଚ ପ୍ରତିନିଧି ମନୋରଞ୍ଜନ ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହି କାର୍ଯ୍ୟକ୍ରମ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା କୋଭିଡ ହସ୍ପିଟାଲରେ ଅବ୍ୟବସ୍ଥା: କରୋନା ରୋଗୀଙ୍କ ମୃତ୍ୟୁର ୪ ଦିନ ପରେ ପରିବାରକୁ ଖବର

ବ୍ରହ୍ମପୁର ଅଫିସ,୨୯।୭ – ଗଞ୍ଜାମ ଜିଲାରେ ଏବେ କରୋନା ସ୍ଥିତି ଅସମ୍ଭାଳ ହୋଇପଡିଛି। ଜିଲାର ଶିତଲାପଲ୍ଲୀଠାରେ ଥିବା ଟାଟା କୋଭିଡ ହସ୍ପିଟାଲରେ ସାଙ୍ଘାତିକ ଅବ୍ୟବସ୍ଥା ଦେଖିବାକୁ...

ରେଞ୍ଚ ମେଡିକାଲରେ ବ୍ୟାପକ ଅବ୍ୟବସ୍ଥା: ପ୍ରତିବାଦରେ ଅଞ୍ଚଳବାସୀଙ୍କ ଧାରଣା

ନିମାପଡ଼ା,୫।୯(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ବ୍ଲକ ଅନ୍ତର୍ଗତ ରେଞ୍ଚ ଡାକ୍ତରଖାନାରେ ବ୍ୟାପକ ଅବ୍ୟବସ୍ଥା ପ୍ରତିବାଦ ଓ ୮ ଦଫା ଦାବିରେ ସ୍ଥାନୀୟ ଅଞ୍ଚଳର ଶତାଧିକ ଲୋକେ...

ମୋବାଇଲ ନିଶା: ବାପା ଦେବାକୁ ମନା କରିବାରୁ ନାବାଳକଙ୍କ ଆତ୍ମହତ୍ୟା ଉଦ୍ୟମ

ଖୋର୍ଦ୍ଧା ଅଫିସ,୮।୩: ଆଜିକାଲି ପିଲାଠାରୁ ବୟସ୍କ ଯାଏ ସମସ୍ତଙ୍କୁ ମୋବାଇଲ ନିଶା ଘାରିଛି। ଏପରିକି ମୋବାଇଲ ପାଇଁ ଜୀବନ ମଧ୍ୟ ହାରିବାକୁ ପଛାଉନାହାନ୍ତି। ଏମିତି ଏକ...

ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: କାରଣ ଅସ୍ପଷ୍ଟ, ପୋଲିସର ତଦନ୍ତ ଆରମ୍ଭ

ଚୌଦ୍ୱାର,୯।୫(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ମଣ୍ଡପଡ଼ା ଗ୍ରାମର ଜଣେ ବ୍ୟକ୍ତି ନିଜ ଘର ଆଗରେ ଥିବା ଏକ ପିଜୁଡି ଗଛରେ ବେକରେ ଗାମୁଛା...

କେନ୍ଦରା ସ୍ବରରେ ଜୀବନ

ଭବାନୀପାଟଣା, ୨୨ା୭(ଡି.ଏନ.ଏ.)-ରାଜ୍ୟ ସରକାର ଗ୍ରାମାଞ୍ଚଳର ଲୁକ୍କାୟିତ ପ୍ରତିଭାମାନଙ୍କୁ ଚିହ୍ନଟ କରିବା ପାଇଁ ପ୍ରୟାସ ଆରମ୍ଭ କରିଛନ୍ତି। ଏଥିପାଇଁ କଳାକାର ପେନ୍‌ସନ ଯୋଜନା ପ୍ରଣୟନ କରାଯାଇଛି। ବୟସର...

ଆନ୍ଧ୍ର-ଗଞ୍ଜାମ ସୀମାନ୍ତରେ ୨୪ ଘଣ୍ଟିଆ ଅନ୍‌ଲାଇନ୍‌ ପଞ୍ଜୀକରଣ

ଛତ୍ରପୁର,୨୦ା୫(ଡି.ଏନ୍‌.ଏ.): ଆନ୍ଧ୍ରପ୍ରଦେଶ -ଗଞ୍ଜାମ ଜିଲା ସୀମାନ୍ତ ଗିରିଶୋଳା ତନଖି ଫାଟକରେ ଅନ୍ୟ ରାଜ୍ୟରୁ ଆସୁଥିବା ଗାଡ଼ି ଓ ଶ୍ରମିକଙ୍କ ୨୪ ଘଣ୍ଟିଆ ପଞ୍ଜୀକରଣ କରାଯାଉଛି। କୋଭିଡ୍‌...

ନୂଆବର୍ଷରେ ଆରଡିରେ ପ୍ରବଳ ଭିଡ

ଆରଡି,୧।୧, (ଡି.ଏନ.ଏ): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିକୁ ନୂଆବର୍ଷ ଉପଲକ୍ଷେ ବୁଧବାର ହଜାର ହଜାର ଶ୍ରଦ୍ଧାଳୁଙ୍କ ଆଗମନ ହୋଇଥିଲା। ଭକ୍ତମାନେ ଲମ୍ବା ଲାଇନରେ ଆସି...

ପିଲାଙ୍କୁ ଆକୃଷ୍ଟ କରୁଛି ଖେଳ ଉପକରଣ, ଉପସ୍ଥାନ ହାର ବଢୁଛି

ନୟାଗଡ଼ ଅଫିସ,୨୨।୯-ବିଦ୍ୟାଳୟ ପରିସରରେ ଥିବା ଖେଳପଡ଼ିଆରେ ବିଭିନ୍ନ ଖେଳ ଉପକରଣରେ ପିଲାମାନେ ମନଭରି ଖେଳିବା ଦୃଶ୍ୟ କିଛିଦିନ ହେଲା ଦେଖିବାକୁ ମିଳୁଛି। ଏବେ ଆମ ସରକାରୀ...

Advertisement


Archives

Model This Week