Advertisement

ଏହା କୌଣସି ରନ୍ନ ନୁହେଁ ବରଂ ମକା

ବିଶାଖାପାଟନମ,୯।୨: ହାଇଦ୍ରାବାଦର ଅଭିନବ ଗଙ୍ଗୁଲମଲ୍ଲା ଓ ରେଣୁ ରାଓଙ୍କ ମୁହଁରେ ହସ ଫୁଟାଇଛି ଦୀର୍ଘ ୭ ବର୍ଷର ପରିଶ୍ରମ। ଦୀର୍ଘ ଦିନର ପରିଶ୍ରମ ପରେ ତାଙ୍କ ମକା କିଆରିରେ ଫଳିଛି ରତ୍ନ ଭଳି ଚମକୁଥିବା ମକା। ଏହା ରତ୍ନର ଭ୍ରମ ସୃଷ୍ଟି କରୁଥିଲେ ବି ଏହି ରଙ୍ଗିନ ମକା ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛି। ବିଶେଷ କରି ଉତ୍ତର ଆମେରିକାରେ ଏହି ମକା ଚାଷ କରାଯାଉଥିବା ବେଳେ ଏବେ ଏହା ହାଇଦ୍ରାବାଦର ଖେତରେ ଫଳିଛି। ସୂଚନାଯୋଗ୍ୟ, ୨୦୧୩ରୁ ଅଭିନବ ଓ ରେଣୁ ଏହି ମକା ଫଳାଇବା ପାଇଁ ଚେଷ୍ଟା ଚଲାଇଛନ୍ତି। ଏଥିପାଇଁ ସେ ଭିନ୍ନ ଭିନ୍ନ ଜ୍ଞାନ କୌଶଳର ସାହାଯ୍ୟ ନେଇଛନ୍ତି। ବହୁଥର ଅସଫଳ ହେଲେ ମଧ୍ୟ ନିଜର ଚେଷ୍ଟା ବଳରେ ଏମାନେ ଆଜି ଷ୍ଟ୍ରବେରୀ କର୍ନ ଓ ପର୍ପଲ କର୍ନ ଉତ୍ପାଦନ କରିବାରେ ସଫଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ତହସିଲରେ ହେବ ହେଲିପ୍ୟାଡ : ଶିନ୍ଦେଙ୍କ ଘୋଷଣା…

ମୁମ୍ବାଇ,୨୯।୧୧ : ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ରାଜ୍ୟ ସରକାର ପ୍ରତ୍ୟେକ ତହସିଲରେ ହେଲିପ୍ୟାଡ...

ଜେଲ୍‌ରୁ ମୁକୁଳିଲେ ଇନ୍ଦ୍ରାଣୀ

ମୁମ୍ବାଇ,୨୦।୫: ବହୁ ଚର୍ଚ୍ଚିତ ଶିନା ବୋରା ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଇନ୍ଦ୍ରାଣୀ ମୁର୍ଖାଜୀ ଶୁକ୍ରବାର ଜେଲ୍‌ରୁ ମୁକୁଳିଛନ୍ତି। ଦୀର୍ଘ ୬ବର୍ଷରୁ ଅଧିକ ଦିନ ପରେ ଶୁକ୍ରବାର...

ପଞ୍ଜାବ କଂଗ୍ରେସ କଳହରେ ଲାଗିବ ବ୍ରେକ୍‌!

ଚଣ୍ଡିଗଡ଼,୨୨ ।୭: ପଞ୍ଜାବ ପ୍ରଦେଶ କଂଗ୍ରେସର ନବନିଯୁକ୍ତ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁ ଶୁକ୍ରବାର କାର୍ଯ୍ୟଭାର ଗ୍ରହଣ କରିବାକୁ ଯାଉଛନ୍ତି । ମିଳିଥିବା ବିଶେଷ ସୂତ୍ରର...

ଯେଉଁ ଦେଶରେ ନାହିଁ ନିଜସ୍ବ ମୁଦ୍ରା

ପ୍ରତ୍ୟେକ ଦେଶର ଏକ ନିଜସ୍ବ ମୁଦ୍ରା ରହିଥାଏ। ଯେପରି ଭାରତର ଟଙ୍କା ବା ରୁପି, ଆମେରିକାର ଡଲାର, ଇଂଲଣ୍ଡର ୟୁରୋ ଇତ୍ୟାଦି। ହେଲେ ଆପଣ ଜାଣନ୍ତିକି,...

‘ସଂରକ୍ଷଣ ବଦଳାଇବାକୁ ଚାହୁଁନାହାନ୍ତି ସରକାର’

ନୂଆଦିଲ୍ଲୀ,୨୪ା୪(ପି.ଟି.): ସଂରକ୍ଷଣ ସୁବିଧା ପାଇଆସୁଥିବା ଜାତି ତାଲିକାର ନା ସମୀକ୍ଷା କରାଯାଉଛି, ନା ସଂରକ୍ଷଣ ବ୍ୟବସ୍ଥାର ଅନ୍ତ ହେଉଛି। ଏହାକୁ ନେଇ ଦେଶରେ ସୃଷ୍ଟି ହୋଇଥିବା...

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୨୫।୧୨: ଅସାମାଜିକ କାର୍ଯ୍ୟରୁ ବାଦ୍‌ପଡୁନି ପାକିସ୍ତାନ। ଲଗାତାର ଭାରତ ସୀମା ନିୟନ୍ତ୍ରଣ ରେଖାରେ(ଏଲ୍‌ଓସି) ଅସ୍ତ୍ରବିରତି ଉଲ୍ଲଂଘନ କରିଚାଲିଛି ପାକିସ୍ତାନ। ବୁଧବାର ପୁଣି ଥରେ ଜମ୍ମୁ-କଶ୍ମୀରର ଉରି...

ନୂଆ ମହାମାରୀ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛି ଭାରତ…

ନୂଆଦିଲ୍ଲୀ,୨୬।୧୦ : ସମଗ୍ର ବିଶ୍ୱରେ କରୋନାର ବିପର୍ଯ୍ୟୟକୁ ଦୃଷ୍ଟିରେ ରଖି ବର୍ତ୍ତମାନ ଭାରତ ସରକାର ପରବର୍ତ୍ତୀ ସମ୍ଭାବ୍ୟ ମହାମାରୀ ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି।...

କରୋନା ଆକ୍ରାନ୍ତ ବାସ କରୁଥିବା ଅଞ୍ଚଳରେ ୫୦ମିଟର ପର୍ଯ୍ୟନ୍ତ ହେବ ସିଲ୍‌: ଯୋଗୀ ସରକାର

ଲକ୍ଷ୍ନୌ,୨୬।୧୧: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ନୂଆ ନିୟମ ପ୍ରଣୟନ କରାଯାଇଛି। କରୋନା ଆକ୍ରାନ୍ତ ବାସ କରୁଥିବା...

Advertisement
Archives

Model This Week