ଏହିସବୁ ରୋଗୀ ଖାଆନ୍ତୁ ନାହିିଁ ଆମ୍ବ: ଜାଣନ୍ତୁ କ’ଣ ଉପୁଜିଥାଏ ସମସ୍ୟା

ଫଳର ରାଜା ଆମ୍ବ, ଯାହାକୁ ଖାଇବାକୁ ଅଧିକାଂଶ ଲୋକଙ୍କୁ ପସନ୍ଦ ହୋଇଥାଏ। ପୋଟାସିୟମ, କପର ଓ ଆଇରନରେ ଭରପୂର ଆମ୍ବ ଯେ ସମସ୍ତଙ୍କ ପାଇଁ ଲାଭଜନକ ହୋଇଥାଏ ତାହା ଭାବିବା ଭୁଲ। କାରଣ ଆମ୍ବରୁ ଅନେକ ସ୍ବାସ୍ଥ୍ୟ ସମସ୍ୟା ଉପୁଜିଥାଏ। ତେବେ ସେନେଇ କେତେ ଜଣଙ୍କୁ ଆମ୍ବ ଖାଇବାକୁ ବାରଣ ହୋଇଥାଏ। ପେଟ ରୋଗୀଙ୍କୁ ଆମ୍ବ ଖାଇବା ଅନୁଚିତ ଏ ନେଇ ଅନେକ ସମସ୍ୟା ସୃଷ୍ଟି ହୋଇଥାଏ। ଅଧିକ ଆମ୍ବ ଖାଇବା ଫଳରେ ଲୁଜ୍‌ ମୋଶନ ହୋଇଥାଏ। ଆମ୍ବ ଖାଇବାରେ ତ୍ୱଚା ସମସ୍ୟା ମଧ୍ୟ ଦେଖାଯାଇଥାଏ। ଆମ୍ବ ନସିରୁ ଖଣ୍ଡିଆ ହେବାର ଆଶଙ୍କା ଦେଖାଯାଇଥାଏ। ଆମ୍ବ ଦେଖିବା ମାତ୍ରେ କିଛି ଲୋକ ନିଜକୁ ନିୟନ୍ତ୍ରିତ ରଖିପାରି ନ ଥାନ୍ତି। ସେମାନଙ୍କୁ, ତାହାଠାରୁ ଦୂରେଇ ରହିବା ଉଚିତ।
ତେବେ ନଳୀରେ ଘା ହୋଇଥିବା ଲୋକ, ଗ୍ୟାଷ୍ଟ୍ରିକ ସମସ୍ୟା ହୋଇଥିବା ଲୋକ ଏହାଠାରୁ ଦୂରେଇ ରହିବା ଜରୁରୀ।
ଅନ୍ୟପକ୍ଷେ, ଓଜନ କମ୍‌ କରିବାକୁ ଚାହୁଁଥିବା ଲୋକ ଓ ମଧୁମେହ ଲୋକ ମଧ୍ୟ ଏହାଠାରୁ ଦୂରେଇ ରହିବା ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କାଉଟସ-ଗାଇଡ଼ସ କ୍ୟାମ୍ପରୀ ଉଦଯାପିତ: ଦଣ୍ଡ ନାଚରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି,୭।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଗତ ୩ ଦିନ ଧରି ଚାଲିଥିବା ୨୨ତମ ଜିଲାସ୍ତରୀୟ…

ବଦଳୁଛି ସମୟ, ମାଟି ଘରକୁ ଦିଆଯାଉଛି ନୂଆ ରୂପ: ସ୍ବଚ୍ଛତାକୁ ପ୍ରାଧାନ୍ୟ

ଦାରିଙ୍ଗବାଡି, ୭।୨ (ଅରୁଣ ସାହୁ): ଜୀବନରେ ସମସ୍ତଙ୍କ ସ୍ବପ୍ନ ଥାଏ ଭଲ ଘର ଟିଏ କରି ପରିବାର ସହ ସୌଖିନ ଜୀବନଯାପନ କରିବାକୁ। ଏହି ସ୍ବପ୍ନ କାହାର…

ମଦ, ଫଳ, ଡ୍ରାଏ ଫ୍ରୁଟ୍ସ, ସୋୟାବିନ ତେଲ ଏସବୁ ହୋଇଯିବ ଖୁବ ଶସ୍ତା, ଆମେରିକା ସହିତ ବାଣିଜ୍ୟ ଚୁକ୍ତି ପରେ ଆଉ କ’ଣ ଶସ୍ତା ହେବ?ଜାଣନ୍ତୁ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୭।୨: ଟ୍ରମ୍ପ ପ୍ରଶାସନ ଭାରତ ଉପରେ ଲଗାଯାଇଥିବା ଅତିରିକ୍ତ ୨୫ ପ୍ରତିଶତ ଶୁଳ୍କ ଉଠାଇ ଦେଇଛି ଏବଂ ଏକ ସ୍ପଷ୍ଟ ଧମକ ବଜାୟ ରଖିଛି ଯେ ଯଦି…

ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତାରୋକ

ଖୋର୍ଦ୍ଧା,୭।୨(ପ୍ରଭାତ ପାଣିଗ୍ରାହୀ): ଦନ୍ତା ହାତୀ ନେଲା ଜଣେ ଯୁବକଙ୍କ ଜୀବନ। ଦନ୍ତାହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଯୁବକ ହେଲେ ଖଡିପଦର ଗ୍ରାମର ଶଙ୍କର ରାଉତରାୟ ବୋଲି ଜଣାପଡିଥିବା।…

ବେଆଇନ ଗୋ ଚାଲାଣ ହେଉଥିବାବେଳେ ଚଢାଉ କଲା ପୋଲିସ, ବାପପୁଅଙ୍କୁ…

ଆନନ୍ଦପୁର, ୭।୨(ସୁଶାନ୍ତ କୁମାର ସାହୁ): ପୋଲିସର ବ୍ୟାପକ ଚଢାଉ ପରେ ବି କେନ୍ଦୁଝର ଜିଲାରେ ବେଆଇନ ଗୋ ଚାଲାଣ କମିବାର ନା ଧରୁନି। ଶୁକ୍ରବାର ବିଳମ୍ବିତ ରାତିରେ…

Jasprit Bumrah: ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା, ପ୍ରଥମ ମ୍ୟାଚରୁ ଜସପ୍ରିତ ବୁମରା ବାଦ!

ନୂଆଦିଲ୍ଲୀ,୭।୨: ୨୦୨୬ ଟି-୨୦ ବିଶ୍ୱକପ୍ ଆରମ୍ଭ ନହେଉଣୁ ଟିମ୍ ଇଣ୍ଡିଆକୁ ଝଟକା ଲାଗିଛି । ବିଶ୍ୱକପ୍ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ଯୁବ ଦ୍ରୁତ ବୋଲର…

କାମରୁ ଫେରୁଥିବାବେଳେ ହାତୀ ହାବୁଡ଼ରେ ପଡିଗଲେ ବ୍ୟକ୍ତି, ମୁଣ୍ଡ-ଗଣ୍ଡି ସମ୍ପୂର୍ଣ୍ଣ ଅଲଗା

ନିରାକାରପୁର, ୭।୨(ମାନସ ଚନ୍ଦ୍ର ପଟ୍ଟନାୟକ): ପୁଣି ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ସେ ହେଲେ ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ସିକୋ ଖଡ଼ିପଦର…

BCCI ସେଣ୍ଟ୍ରାଲ୍‌ କଣ୍ଟ୍ରାକ୍ଟରେ ସର୍ବାଧିକ ଦରମା ପାଇବେ ଏହି ୩ ଖେଳାଳି: ତଳକୁ ଖସିବେ ରୋହିତ-କୋହଲି

ନୂଆଦିଲ୍ଲୀ,୭।୨: ଭାରତୀୟ କ୍ରିକେଟ ଦଳର ତାରକାମାନେ ଏହି ବର୍ଷ କେତେ ଟଙ୍କା ପାଇବେ ତାହା ସ୍ଥିର ହୋଇସାରିଛି। ସବୁଦିନ ପରି ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri