ଏହିସବୁ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତିଦିଏ ଛତୁ…

ଛତୁ ଖାଇବାକୁ ପ୍ରାୟ ସମସ୍ତଙ୍କୁ ଭଲ ଲାଗିଥାଏ। ଏହା କେବଳ ସ୍ବାଦିଷ୍ଠ ନୁହେଁ, ସ୍ବାସ୍ଥ୍ୟ ଉପକାରୀ ମଧ୍ୟ। ପୋଷକ ତତ୍ତ୍ୱରେ ଭରପୂର ଥିବା ଛତୁକୁ ଆୟୁର୍ବେଦ ଶାସ୍ତ୍ରରେ ଔଷଧ ଭାବେ ଗ୍ରହଣ କରାଯାଏ। ଏହା ଅନେକ ପ୍ରକାର ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦେଇଥାଏ। ଜାଣନ୍ତୁ ସେ ସମ୍ପର୍କରେ…

– ଛତୁରେ ଥିବା ଆଣ୍ଟିଅକ୍ସିଡାଣ୍ଟ ବୟସ ବଢ଼ିବାଜନିତ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦେଇଥାଏ। ଏହା ସହ ତ୍ୱଚାରେ ଚମକ ଆଣିଥାଏ। ଫଳରେ ଆପଣ କମ୍‌ ବୟସ୍କର ଲାଗିଥା’ନ୍ତି।

– ଏହାକୁ ନିୟମିତ ଖାଇବା ଫଳରେ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ। ଏହା ଥଣ୍ଡା ଓ ଶର୍ଦ୍ଦିରୁ ମୁକ୍ତି ଦେଇଥାଏ।

– ଛତୁରୁ ଭରପୂର ମାତ୍ରାରେ ଭିଟାମିନ୍‌ ‘ଡି’ ମିଳୁଥିବାରୁ ଏହା ହାଡ଼କୁ ମଜଭୁତ କରିଥାଏ।

– ଏଥିରେ ଥିବା ବିଟା ଗ୍ଲୁକୋଜ୍‌ କୋଲେଷ୍ଟରଲ ମାତ୍ରା କମ୍‌ କରିବା ସହିତ ମଧୁମେହ ଓ ହାର୍ଟ ଆଟାକ୍‌ ଆଶଙ୍କାରୁ ମୁକ୍ତି ଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରେୟସ ଆୟର ଟିମ ଇଣ୍ଡିଆର ଅଧିନାୟକ ହେବା ପରେ ମୁହଁ ଖୋଲିଲେ ସୂର୍ଯ୍ୟକୁମାର, କହିଦେଲେ ଏମିତି କଥା…

ନୂଆଦିଲ୍‌ଲୀ,୭।୬: ଆଇପିଏଲ ପରେ ଭାରତୀୟ ଟି-୨୦ ଦଳରେ କିଛି ଚମକାଇ ଦେବା ଭଳି ପରିବର୍ତ୍ତନ ଦେଖିବାକୁ ମିଳିଛି। ସୂର୍ଯ୍ୟକୁମାର ଯାଦବ ଏବେ ଆଉ ଟିମ ଇଣ୍ଡିଆର ଅଧିନାୟକ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବିରେ ସିଜେପିର ବିକ୍ଷୋଭ

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍‌କୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଶନିବାର କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ଦ୍ୱାରା ଆୟୋଜିତ…

୧୦ ଯାଏ ଗ୍ରୀଷ୍ମ ପ୍ରବାହ, କାଳବୈଶାଖୀ ସତର୍କତା

ଭୁବନେଶ୍ୱର, ୭ା୬ (ବନ୍ଦନା ସେଠୀ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri