Posted inଖେଳ

ଏହି ଅଭିନେତାଙ୍କ ଝିଅଙ୍କୁ ଡେଟ୍‌ କରୁଛନ୍ତି କେ.ଏଲ ରାହୁଲ

ଭାରତୀୟ କ୍ରିକେଟରମାନେ ବଲିଉଡ ସୁନ୍ଦରୀଙ୍କ ପ୍ରେମରେ ପଡ଼ିବା କିଛି ନୂଆ କଥା ନୁହେଁ। ପୂର୍ବରୁ ଅନେକ କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ଭଲ ପାଇ ବିବାହ କରିଛନ୍ତି। ଏବେ ସେହି ସୂଚୀରେ ଏକ ନୂଆ ନାଁ ସାମିଲ ହୋଇଥିବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। କ୍ରିକେଟର କେ.ଏଲ.ରାହୁଲ ବଲିଉଡ ଅଭିନେତା ସୁନୀଲ ସେଟ୍ଟୀଙ୍କ ଝିଅ ଆଥିୟାଙ୍କ ଡେଟ କରୁଥିବା ନେଇ ଏବେ ଜୋର ସୋରରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ରାହୁଲ ବିଶ୍ୱକପ ଖେଳିବା ପାଇଁ ଇଂଲଣ୍ଡ ଯିବା ପୂର୍ବରୁ ଆଥିୟାଙ୍କ ସହ କିଛିଦିନ ବିତାଇ ଥିଲେ ବୋଲି ତାଙ୍କର ଜଣେ ବନ୍ଧୁ କହିଛନ୍ତି। ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରି ସେ ଏହା କହିଛନ୍ତି। ପୂର୍ବରୁ ରାହୁଲଙ୍କ ନାଁ ଅଭିନେତ୍ରୀ ସୋନଲ ଚୌହାନ୍‌ ଏବଂ ନିଧି ଅଗ୍ରଓ୍ବାଲଙ୍କ ସହ ଯୋଡା ଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବଡ଼ ଉପଲବ୍ଧି ହାସଲ କଲେ ଅଶ୍ୱିନ୍‌

ନାଗପୁର,୯।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ଆଜିଠାରୁ ଆରମ୍ଭ ହୋଇଛି। ନାଗପୁରର ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ମ୍ୟାଚର ପ୍ରଥମ ଦିନରେ ଟିମ...

ମାତ୍ର ୨ଟି ଇନିଂସରେ ଦ୍ରାବିଡ, ରାଇନାଙ୍କ ଭଳି କିମ୍ବଦନ୍ତୀଙ୍କ ରେକର୍ଡ ଭାଙ୍ଗିଲେ ଜୟସ୍ବାଲ

ପୋର୍ଟ ଅଫ୍‌ ସ୍ପେନ୍‌,୨୧।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଅନ୍ତିମ ମ୍ୟାଚ ତ୍ରିନିଦାଦରେ ଖେଳାଯାଉଛି। ଦ୍ୱିତୀୟ ଟେଷ୍ଟର...

ବାବରଙ୍କ ରଣହୁଙ୍କାର, କହିଲେ ‘କେହି କାହାଠାରୁ କମ୍‌ ନୁହଁନ୍ତି’

ପାଲିକେଲେ,୨।୯: ଏସିଆ କପ୍‌ ୨୦୨୩ ଟୁର୍ନାମେଣ୍ଟରେ ଶନିବାର ଖେଳାଯିବାକୁ ଥିବା ମୁକାବିଲାରେ ମୁହାଁମୁହିଁ ହେବେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ। ଶ୍ରୀଲଙ୍କାର ପାଲିକେଲେରେ...

ପୂର୍ବାଞ୍ଚଳ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଖୋ ଖୋ: ଉତ୍କଳ ବିଶ୍ୱବିଦ୍ୟାଳୟକୁ ସର୍ବଭାରତୀୟ ଯୋଗ୍ୟତା

ଭୁବନେଶ୍ୱର, ୧୩।୧୧(ସ୍ପୋଟର୍‌ସ ବ୍ୟୁରୋ)-ପଶ୍ଚିମବଙ୍ଗର କଲ୍ୟାଣୀଠାରେ ଅନୁଷ୍ଠିତ ପୂର୍ବାଞ୍ଚଳ ଆନ୍ତଃବିଶ୍ୱବିଦ୍ୟାଳୟ ମହିଳା ଖୋ-ଖୋ ପ୍ରତିଯୋଗିତାରେ ଉତ୍କଳ ବିଶ୍ୱବିଦ୍ୟାଳୟ ତୃତୀୟ ସ୍ଥାନ ଅଧିକାର କରିଛି। ଫଳରେ ଦଳ ସର୍ବ...

ବାପା ହେବେ ଆରସିବିର ଏହି ଅଲରାଉଣ୍ଡର

ନୂଆଦିଲ୍ଲୀ,୧୧।୫: ଆଇପିଏଲରେ ଆରସିବି ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସୱେଲ ଖୁବ୍‌ଶୀଘ୍ର ବାପା ହେବାକୁ ଯାଉଛନ୍ତି। ଏନେଇ ସ୍ତ୍ରୀ ବିନି ରମଣ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ଶେୟାର...

ଅଷ୍ଟ୍ରେଲିଆ ସିରିଜ ବିଜୟୀ

ବ୍ରିସବେନ, ୮ା୧୦: ଡେଭିଡ ଓ୍ବାର୍ନରଙ୍କ ଦ୍ରୁତ ଅର୍ଦ୍ଧଶତକୀୟ ଇନିଂସ ଓ ମିଚେଲ ଷ୍ଟାର୍କଙ୍କ ଘାତକ ବୋଲିଂ ବଳରେ ଅଷ୍ଟ୍ରେଲିଆ ଶୁକ୍ରବାର ଅନୁଷ୍ଠିତ ଟି୨୦ କ୍ରିକେଟ ମ୍ୟାଚରେ...

ଟୋକିଓ ଅଲିମ୍ପିକ୍ସ: ମଶାଲ ରାଲିରେ ପ୍ରଥମ କରୋନା ପଜିଟିଭ ଚିହ୍ନଟ

ଟୋକିଓ,୨୩।୪(ଏପି): ଟୋକିଓ ଅଲିମ୍ପିକ୍ସ ଆୟୋଜନ ହେବାକୁ ଆଉ ୩ ମାସ ବାକି ରହିଛି। ଅଲିମ୍ପିକ୍ସ ମଶାଲ ରାଲିରେ ପ୍ରଥମ କରୋନା ପଜିଟିଭ୍‌ କେସ୍‌ ପଦାକୁ ଆସିଛି।...

ଶିବ ପ୍ରସାଦ ଭାରତ ‘ଏ’ ଦଳର ମ୍ୟାନେଜର

ଭୁବନେଶ୍ୱର, ୮।୬ (କ୍ରୀଡ଼ା ପ୍ରତିନିଧି): ହଂକଂଠାରେ ଏସିସି ଇମର୍ଜିଂ ମହିଳା ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟ ଚଳିତ ମାସ ୧୩ ତାରିଖରୁ ଆରମ୍ଭ ହେବ। ଏଥିରେ...

Advertisement
Archives

Model This Week