Posted inଖେଳ

ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଛନ୍ତି ଭାରତୀୟ ବୋଲର୍‌ ଜସପ୍ରୀତ୍‌ ବୁମ୍‌ରା

ଭାରତୀୟ କ୍ରିକେଟରମାନେ ବଲିଉଡ ଅଭିନେତ୍ରୀଙ୍କ ପ୍ରେମରେ ପଡ଼ିବା କିଛି ନୂଆ କଥା ନୁହେଁ। ପୂର୍ବରୁ ଅନେକ କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ପ୍ରେମ କରି ବିବାହ ମଧ୍ୟ କରିଛନ୍ତି। ଏବେ ଏହିି ସୂଚୀରେ ଏକ ନୂଆ ନାଁ ସାମିଲ ହୋଇଛି। ସେ ହେଉଛନ୍ତି ଦ୍ରୁତ ବୋଲର୍‌ ଜସ୍‌ପ୍ରିତ୍‌ ବୁମ୍‌ରା। ସେ ଦକ୍ଷିଣ ଭାରତୀୟ ଅଭିନେତ୍ରୀ ଅନୁପମା ପରମେଶ୍ୱରନଙ୍କୁ ଡେଟ କରୁଥିବା ନେଇ ଏବେ ଜୋରସୋରରେ ଚର୍ଚ୍ଚା ଚାଲିଛି। କିନ୍ତୁ ଏହି ଖବରକୁ ଖଣ୍ଡନ କରିଛନ୍ତି ଅନୁପମା। ସେ କହିଛନ୍ତି, ଜସପ୍ରୀତ୍‌ ଏବଂ ମୁଁ ଭଲ ବନ୍ଧୁ। ଆମ ଭିତରେ ପ୍ରେମ ସମ୍ପର୍କ ନାହିଁ। କିନ୍ତୁ ବିଶ୍ୱକପ ଖେଳିବା ପାଇଁ ଇଂଲଣ୍ଡ ଯିବା ପୂର୍ବରୁ ଉଭୟ ଏକତ୍ର ସମୟ ବିତାଇଥିଲେ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମହଙ୍ଗା ପଡ଼ିଲା ଗଞ୍ଜେଇ ସେବନ

କଲରାଡୋ ସ୍ପ୍ରିଙ୍ଗ୍ସ,୨୭ା୪(ପି.ଟି): ଆମେରିକୀୟ ଅଲିମ୍ପିକ୍‌ ଲଙ୍ଗଜମ୍ପର ତାରା ଡେଭିସ୍‌ ଉଡ୍‌ହଲ୍‌ ଗଞ୍ଜେଇ ସେବନ କରି ଅଡୁଆରେ ପଡିଛନ୍ତି। ପଜିଟିଭ୍‌ ସାବ୍ୟସ୍ତ ହେବା ପରେ ଉଡ୍‌ହଲ୍‌ଙ୍କୁ ଏକ...

ଅଷ୍ଟ୍ରେଲିଆରେ ଭାରତୀୟ ଟିମ୍‌ ରହୁଥିବା ହୋଟେଲ୍‌ ନିକଟରେ ଭୟଙ୍କର ବିମାନ ଦୁର୍ଘଟଣା: ଦୌଡ଼ି ଜୀବନ ବଞ୍ଚାଇଲେ..

ନୂଆଦିଲ୍ଲୀ, ୧୫।୧୧: ଆଇପିଏଲ୍‌ ଶେଷ ହେବା ପରେ ଅଷ୍ଟ୍ରେଲିଆ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳିବା ପାଇଁ ଭାରତୀୟ ଟିମ୍‌ ସିଡନୀ ଗସ୍ତ କରିଥିଲା। ଶନିବାର ଦଳ...

କୋହଲିଙ୍କୁ ଆଉଟ୍‌ କରି ଏମିତି କାରନାମା କଲେ ଆଣ୍ଡରସନ୍‌

ଲିଡ୍ସ,୨୬।୮: ଇଂଲଣ୍ଡର ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ ୩୯ ବର୍ଷ ବୟସରେ ମଧ୍ୟ ଚମତ୍କାର ବୋଲିଂ ଜାରି ରଖିଛନ୍ତି। ୧୮ ବର୍ଷ ଧରି ଅନ୍ତର୍ଜାତୀୟ କ୍ରିକେଟ...

ବାଂଲାଦେଶର ଶ୍ରୀଲଙ୍କା ଗସ୍ତ ସ୍ଥଗିତ

ଦୁବାଇ, ୨୫।୬(ପି.ଟି.)-  କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ବାଂଲାଦେଶ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତକୁ ସ୍ଥଗିତ ରଖା ଯାଇଛି। ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ(ଆଇସିସି) ପକ୍ଷରୁ...

ବିପିଏଲ୍‌ ଡ୍ରାଫ୍ଟରେ ଭାରତୀୟ ଖେଳାଳି

ଢାକା, ୧୮।୧୧- ବାଂଲାଦେଶ ପ୍ରିମିୟର ଲିଗ୍‌ (ବିପିଏଲ୍‌)ର ଆଗାମୀ ସିଜନ ଲାଗି ପ୍ରକାଶିତ ଖେଳାଳି ଡ୍ରାଫ୍ଟରେ ୩ ଜଣ ଭାରତୀୟ କ୍ରିକେଟର୍‌ ରହିଛନ୍ତି। ସେମାନେ ହେଲେ...

ଭାରତକୁ ୨୧୬ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଇଂଲଣ୍ଡ

ବର୍ମିଂହାମ,୧୦।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟି-୨୦ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଇଂଲଣ୍ଡ ଭାରତ ସାମ୍ନାରେ ୨୧୬ ରନ୍‌ର ବିଶାଳ ଲକ୍ଷ୍ୟ ରଖିଛି। ଟସ୍‌ ଜିତି...

ପ୍ଲେ ଅଫ୍‌ରେ ନର୍ଥଇଷ୍ଟ ୟୁନାଇଟେଡ୍‌

ଭାସ୍କୋ, ୨୭ା୨: ସ୍ଥାନୀୟ ତିଳକ ମୈଦାନରେ ଶୁକ୍ରବାର ଖେଳାଯାଇଥିବା ଇଣ୍ଡିଆନ ସୁପର ଲିଗ୍‌ର ଏକ ମ୍ୟାଚରେ ନର୍ଥଇଷ୍ଟ ୟୁନାଇଟେଡ ୨-୦ ଗୋଲରେ କେରଳ ବ୍ଲାଷ୍ଟର୍ସ ଏଫ୍‌ସିକୁ...

ହମ୍ପି ଓ୍ବାଲର୍‌ଡ ରାପିଡ୍‌ ଚାମ୍ପିୟନ

ମସ୍କୋ, ୨୯ା୧୨ (ପି.ଟି.)-ଭାରତୀୟ ଗ୍ରାଣ୍ଡମାଷ୍ଟର କୋନେରୁ ହମ୍ପି ମହିଳା ଓ୍ବାଲର୍‌ଡ ରାପିଡ୍‌ ଚେସ୍‌ ଚାମ୍ପିୟନଶିପ୍‌ ଟାଇଟଲ ଜିତିଛନ୍ତି। ଏଠାରେ ଚାଇନାର ଲି’ ଟିଙ୍ଗ୍‌ଜି ବିପକ୍ଷ ଆର୍ମାଗେଡନ...

Advertisement
Archives

Model This Week