Posted inଖେଳ

ଏହି କାରଣରୁ ସଚିନ ତେନ୍ଦୁଲକରଙ୍କୁ ଦିନେ ହାତଯୋଡିବାକୁ ପଡିଥିଲା

କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ରମେଶ ତେନ୍ଦୁଲକରଙ୍କୁ କ୍ରିକେଟରେ ସର୍ବଶ୍ରେଷ୍ଠ ହେବା ପାଇଁ ଅନେକ ସଂଘର୍ଷ କରିବାକୁ ପଡିଥିଲା। ଏକଦା କ୍ରିକେଟ୍‌ ଦୁନିଆରେ ରାଜ୍‌ କରୁଥିବା ସଚିନ ପୂର୍ବରୁ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ୍‌ ଥିଲେ। ଏଥିରେ ତାଙ୍କୁ ଏତେଟା ସଫଳତା ମିଳି ନ ଥିଲା। ସେ ଓପନିଂ କରିବାକୁ ଇଚ୍ଛା ପ୍ରକାଶ କରିଥିଲେ। କିନ୍ତୁ ତାଙ୍କୁ ଦିଆଯାଉ ନ ଥିଲା। ବାଧ୍ୟ ହୋଇ ସେ ଚୟନକର୍ତ୍ତାଙ୍କ ନିକଟରେ ହାତଯୋଡି କହିଥିଲେ, ଦୟାକରି ମୋତେ ଓପନିଂ ଦିଆଯାଉ। ମୋତେ ଥରୁଟିଏ ସୁଯୋଗ ଦିଆଯାଉ, ଯଦି ମୁଁ ଏଥିରେ ବିଫଳ ହେବି ତେବେ ଆଗ ଭଳି ମଧ୍ୟକ୍ରମରେ ବ୍ୟାଟିଂ କରିବି। ଶେଷରେ ୧୯୯୪ରେ  ଭାରତୀୟ ଦଳ ପାଇଁ ତାଙ୍କୁ ଓପନିଂ କରିବାର ସୁଯୋଗ ମିଳିଥିଲା ନ୍ୟୁଜିଲାଣ୍ଡ ବିପକ୍ଷ  ମ୍ୟାଚରେ। ସେଥିରେ ସେ ୪୯ଟି ବଲରୁ ୮୨ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri