Posted inଖେଳ

ଏହି କ୍ରିକେଟର ଝିଅ କୃଷ୍ଣଙ୍କ ଭଜନ ଗାଇ ଚର୍ଚ୍ଚାରେ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଝିଅ ଜିଭାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଭିଡିଓରେ ମାଲାୟଲମ ଭାଷାରେ ଜିଭା କୃଷ୍ଣ ଭଜନ ଗାଉଥିବାର ଦେଖାଯାଇଛି। ଏହି ଭିଡିଓକୁ ୟୁଜର୍ସ ବେଶ୍‌ ପସନ୍ଦ କରିଛନ୍ତି। ଜିଭାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ପେଜ୍‌ରେ ଏହି ଭିଡିଓକୁ ଶେୟାର କରାଯାଇଛି। ଧୋନୀଙ୍କ ଭଳି ଜିଭାଙ୍କ ମଧ୍ୟରେ ଭରପୂର ଟ୍ୟାଲେଣ୍ଟ୍‌ ରହିଛି ବୋଲି ୟୁଜର୍ସ କହିଛନ୍ତି। ଗତ କିଛିଦିନ ପୂର୍ବରୁ ଧୋନୀଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଯେଉଁ ଭିଡିଓରେ ‘ଜବ୍‌ କୋଇ ବାତ୍‌ ବିଗଡ୍‌ ଯାଏ’ ଗୀତ ଗାଇ ଚର୍ଚ୍ଚାକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋହଲିଙ୍କ ଏହି ଭିଡ଼ିଓ ସୋସିଆଲ ମିଡ଼ିଆରେ ହେଉଛି ଭାଇରାଲ

ନୂଆଦିଲ୍ଲୀ, ୪।୭: ଲକ୍‌ଡାଉନ୍‌ରେ ଭାରତୀୟ କ୍ରିକେଟ ଦଳର ଅଧିକାୟକ ବିରାଟ କୋହଲି ଫିଟନେସ୍‌କୁ ଗୁରୁତ୍ୱ ଦେଉଛନ୍ତି। ଏନେଇ ଶୁକ୍ରବାର ସେ ଏକ ଭିଡ଼ିଓ ସୋସିଆଲ ମିଡ଼ିଆରେ...

ନିଜକୁ ପ୍ରଥମ ସ୍ଥାନରେ ଦେଖି ଆଶ୍ଚର୍ଯ୍ୟ ହେଲେ ଏହି କ୍ରିକେଟର୍‌

ଆଇସିସି ଟେଷ୍ଟ ମାନ୍ୟତାରେ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥ ଏବଂ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ପଛରେ ପକାଇ ନ୍ୟୁଜିଲାଣ୍ଡ ଅଧିନାୟକ କେନ ୱିଲିୟମସନ ଶୀର୍ଷ...

କ୍ରିକେଟର ଏହି ବିରଳ ରେକର୍ଡ, ଯାହା ଆଜି ବି ରହିଛି ଅତୁଟ

କ୍ରିକେଟରେ ଅନେକ ବଡ ରେକର୍ଡ କରାଯାଇଥିଲା। କିନ୍ତୁ କିଛି ଖେଳାଳିଙ୍କ ଏମିତି ରେକର୍ଡ କରିଛନ୍ତି ଯାହା ଭାଙ୍ଗିବା କଷ୍ଟକର। ଇଂଲଣ୍ଡର ବାମହାତୀ ସ୍ପିନ ବୋଲର ହେଡଲି...

ବିରାଟଙ୍କ ଏହି ନିଷ୍ପତ୍ତି ଦେଖି ଆଶ୍ଚର୍ଯ୍ୟ ହେଲେ ସଚିନ ତେନ୍ଦୁଲକର

ଆଇପିଏଲ ୨୦୨୦ର ଦ୍ୱିତୀୟ ଏଲିମିନେଟରରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦଳର ଅଧିନାୟକ ବିରାଟ କୋହଲି ଇନିଂସ ଆରମ୍ଭ କରିଥିଲେ। ଏହାଦେଖି ଅନେକ...

ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସର ଶୁଭାରମ୍ଭ କରିବେ ଅମିତ ଶାହା

ଚଣ୍ଡିଗଡ଼, ୩ା୬: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶନିବାର ପଞ୍ଚକୁଲାଠାରେ ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ-୨୦୨୧ର ଶୁଭାରମ୍ଭ କରିବେ। ଏହା ଜୁନ୍‌ ୧୩ ପର୍ଯ୍ୟନ୍ତ...

ମହିଳା ଟି୨୦: ଅଭ୍ୟାସ ମ୍ୟାଚ୍‌ରେ ହାରିଲା ବୋର୍ଡ ସଭାପତି ଏକାଦଶ

ସୁରାଟ, ୨୩।୯(ପି.ଟି.)- ସ୍ଥାନୀୟ ଲାଲାଭାଇ କଣ୍ଟ୍ରାକ୍ଟର ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଟି୨୦ ଅଭ୍ୟାସ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ମହିଳା ଦଳଠାରୁ ବୋର୍ଡ ସଭାପତି ଏକାଦଶ ବୃହତ୍‌...

ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ ପୁରସ୍କାର ଦୌଡ଼ରେ ଭୁବନେଶ୍ୱର

ଦୁବାଇ, ୯ା୪ (ପି.ଟି.)-ମାର୍ଚ୍ଚ ମାସ ପାଇଁ ଆଇସିସି ‘ପ୍ଲେୟର ଅଫ୍‌ ଦି ମନ୍ଥ’ ଦୌଡ଼ରେ ରହିଥିବା କ୍ରିକେଟରମାନଙ୍କ ମଧ୍ୟରେ ଭାରତର ଅଭିଜ୍ଞ ସିମ୍‌ ବୋଲର ଭୁବନେଶ୍ୱର...

ଖୁସିରେ ଗଦଗଦ ହିଟ୍‌ମ୍ୟାନ୍‌

ସାଉଥମ୍ପଟନ୍‌,୮।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଇଂଲଣ୍ଡକୁ ୫୦ ରନରେ ପରାସ୍ତ କରିଛି। ଏହା ସହ ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ...

Advertisement
Archives

Model This Week