Posted inଖେଳ

ଏହି କ୍ରିକେଟ ଖେଳାଳିଙ୍କୁ ଡେଟ୍‌ କରିବାକୁ ଚାହୁଁଛନ୍ତି ମିତାଲି ରାଜ୍‌

ଭାରତୀୟ ମହିଳା କ୍ରିକେଟ ଟିମ୍‌ର ଅଧିନାୟକ ମିତାଲି ରାଜଙ୍କ ପ୍ରଦର୍ଶନକୁ ନେଇ ବେଶ୍‌ ଚର୍ଚ୍ଚା ହୋଇଥାଏ। କିଛି ଦିନ ତଳେ ମିତାଲୀ ରାଜଙ୍କୁ ଏକ ସାକ୍ଷାତକାରରେ ପଚାରାଯାଇଥିଲା ଯେ, ଭାରତୀୟ କ୍ରିକେଟ ଟିମ୍‌ କେଉଁ ଖେଳାଳୀଙ୍କୁ ସେ ପସନ୍ଦ କରନ୍ତି ଓ କାହାକୁ ଡେଟ କରିବାକୁ ଚାହାନ୍ତି। ଏହାର ଉତ୍ତରରେ ମିତାଲି କହିଥିଲେ ଯେ, ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ ସେ ବହୁତ ପସନ୍ଦ କରନ୍ତି ଓ ତାଙ୍କୁ ଡେଟ କରିବାକୁ ଚାହାନ୍ତି। ସଚିନଙ୍କ ଖେଲ ଦେଖି ମୁଁ ବଡ ହୋଇଛି ସେ ମୋର ଆଦର୍ଶ ବୋଲି ମିତାଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗେରୀ ପେଟନ୍‌ ଓଡ଼ିଶା ଏଫ୍‌ସିର ସହକାରୀ କୋଚ୍‌

ଭୁବନେଶ୍ୱର, ୨୭ା୬ (ସ୍ପୋଟର୍‌ସ ବ୍ୟୁରୋ)-ହିରୋ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ୭ମ ସଂସ୍କରଣ ପାଇଁ ୬୪ବର୍ଷୀୟ ଗେରୀ ପେଟନ୍‌ଙ୍କୁ ଓଡ଼ିଶା ଏଫ୍‌ସି ଫୁଟ୍‌ବଲ ଦଳର ସହକାର...

ଚେନ୍ନାଇରେ ଧୋନୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ଚେନ୍ନାଇ,୨ା୩- ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀଙ୍କୁ ସୋମବାର ଚେନ୍ନାଇରେ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଛି। ଆଗାମୀ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପୂର୍ବରୁ ପ୍ରସ୍ତୁତି କରିବା...

୩ ମାସ ପରେ ଫେରିଲା ଉହାନ ଫୁଟ୍‌ବଲ ଟିମ୍‌

ସାଂଘାଇ, ୨୦ା୪ (ଏଏଫ୍‌ପି)-ଚାଇନିଜ ସୁପର ଲିଗ୍‌ ଟିମ୍‌ ଉହାନ୍‌ ଜାଲ୍‌ ୩ ମାସରୁ ଊର୍ଦ୍ଧ୍ୱ ସମୟ ପରେ ଘରବାହୁଡ଼ା କରିଛି। ଟିମ୍‌ର ସଦସ୍ୟମାନେ କରୋନା ଭାଇରସର...

ତୃତୀୟ ଟି୨୦: ନ୍ୟୁଜିଲାଣ୍ଡରେ ପ୍ରଥମ ସିରିଜ ବିଜୟ ଲକ୍ଷ୍ୟରେ ଭାରତ

ହାମିଲଟନ, ୨୯।୧(ପି.ଟି.)- ନ୍ୟୁଜିଲାଣ୍ଡ ମାଟିରେ ପ୍ରଥମଥର ପାଇଁ ଭାରତ ଟି୨୦ ସିରିଜ ଜିତିବାର ସମ୍ଭାବନା ସୃଷ୍ଟି କରିଛି। ସ୍ଥାନୀୟ ସେଡନ ପାର୍କ ଗ୍ରାଉଣ୍ଡରେ ଭାରତ ଓ...

ସର୍ବାଧିକ ଆୟ କରୁଥିବା ଆଥ୍‌ଲେଟଙ୍କ ଫୋର୍ବସ ତାଲିକାରେ ଏକମାତ୍ର ଭାରତୀୟ ସିନ୍ଧୁ

ନ୍ୟୁୟର୍କ, ୭।୮- ଜଣାଶୁଣା ପତ୍ରିକା ଫୋର୍ବସ ପକ୍ଷରୁ ପ୍ରକାଶ କରାଯାଇଥିବା ବିଶ୍ୱରେ ସର୍ବାଧିକ ଆୟ କରୁଥିବା ମହିଳା ଆଥ୍‌ଲେଟଙ୍କ ତାଲିକାରେ ବ୍ୟାଡ୍‌ମିଣ୍ଟନ ଷ୍ଟାର ପି.ଭି. ସିନ୍ଧୁ...

ଟିମ୍‌ ଗ୍ରୋଭରଙ୍କ ସହାୟତା ନେଉଛନ୍ତି ଶ୍ରୀସନ୍ଥ

ନୂଆଦିଲ୍ଲୀ, ୨୨ା୬ (ପି.ଟି.): କ୍ରିକେଟକୁ ଫେରିବା ଲାଗି ପ୍ରସ୍ତୁତି ଚଳାଇଛନ୍ତି ପେସ୍‌ବୋଲର ଏସ୍‌ ଶ୍ରୀସନ୍ଥ୍‌। ମାଇକେଲ ଜୋର୍ଡାନଙ୍କ ପୂର୍ବତନ ଟ୍ରେନର ଟିମ୍‌ ଗ୍ରୋଭରଙ୍କଠାରୁ ମେଣ୍ଟାଲ କଣ୍ଡିଶନିଂ...

ଘରୁ ନ ବାହାରିବାକୁ ବିରୁଷ୍କାଙ୍କ ନିବେଦନ

ନୂଆଦିଲ୍ଲୀ, ୨୦।୩- ପୂରା ବିଶ୍ୱକୁ କରୋନା ଭାଇରସ ଧୀରେ ଧୀରେ ଗ୍ରାସ କରିବାରେ ଲାଗିଛି। ଏହାକୁ ପ୍ରତିହତ କରିବା ଲାଗି କୌଣସି ଔଷଧ ନାହିଁ। ଏଥିରୁ...

କ୍ରିକେଟ୍‌ରେ କ୍ୟାରିୟର ଗଢ଼ିବାକୁ ଯାଉଛନ୍ତି ଏହି ଅଭିନେତାଙ୍କ ପୁଅ

ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମନ୍‌ସୁର ଅଲ୍ଲୀ ଖାନ୍‌ ପଟୌଦିଙ୍କ ପୁଅ ସୈଫ ଅଲ୍ଲୀ ଖାନ୍‌ କ୍ରିକେଟ ନୁହେଁ, ଅଭିନୟକୁ କ୍ୟାରିୟର ରୂପେ ବାଛିଥିଲେ।...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *