Posted inଫୁରସତ

ଏହି ଖମ୍ବକୁ ହାଲୁକା ଆଘାତ କଲେ ବାହାରେ ସଙ୍ଗୀତର ସାତ ଧ୍ୱନି

ହମ୍ପିର ଭଗବାନ ବିଷ୍ଣୁଙ୍କର ଅବତାର ଭିଠାଲ୍‌ଙ୍କ ବିଶାଳ ମନ୍ଦିର ଅଛି। ଏହି ମନ୍ଦିରରେ ୫୬ଟି ଖମ୍ବ ଅଛି ା ଯାହାକି ପୁରାତନ ଶିଳ୍ପକଳାର ଏକ ସୁନ୍ଦର ଉଦାହରଣ ଅଟେ। କୁହାଯାଏ ଯେ ଏହି ଖମ୍ବରେ ହାଲୁକା ଆଘାତ କଲେ ସଙ୍ଗୀତର ସାତ ଧ୍ୱନି ବାହାରେ। ଏହା ବ୍ୟତୀତ ଏହାକୁ ସାରେଗାମା ପିଲର୍ସ ମଧ୍ୟ କୁହାଯାଏ। ଭାରତ ଯେତେବେଳେ ଇଂରେଜ ମାନଙ୍କର ଅଧୀନରେ ଥିଲା ସେତେବେଳେ ସେମାନେ ଏ ରହସ୍ୟ ବିଷୟରେ ଜାଣିପାରିଥିଲୋ ଇଂରେଜମାନେ ଏହାର ରହସ୍ୟ ଜାଣିବା ପାଇଁ ଦୁଇଟି ଖମ୍ବକୁ ଭାଙ୍ଗିଦେଲେ। କିନ୍ତୁ ତା ଭିତରେ ଫମ୍ପା ଥିଲା। ଆଜି ମଧ୍ୟ ଏହି ଭଙ୍ଗାଯାଇଥିବା ଖମ୍ବକୁ ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ କ୍ରେଡିଟ୍‌ କାର୍ଡରୁ ପ୍ରେମିକାଙ୍କ ପାଇଁ ଟ୍ରାଫିକ ଚାଲାଣ ଭରିଥିଲେ ସ୍ବାମୀ, ଜଣାପଡ଼ିବା ପରେ…

ଦୁବାଇରୁ ଏମିତି ଏକ ମାମଲା ସାମ୍ନାକୁ ଆସିଛି ଯାହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ। ଜଣେ ମହିଳା ତାଙ୍କ କ୍ରେଡିଟ୍‌ କାର୍ଡ...

ସିଟ୍‌ ବେଲ୍ଟ ଲଗାଇବାକୁ କହିବାରୁ କ୍ର୍ୟୁ ମେମ୍ବରଙ୍କ ଦାନ୍ତ ଭାଙ୍ଗିଲେ ମହିଳା ଯାତ୍ରୀ

ଓ୍ବାଶିଂଟନ୍‌,୩୧।୫: ପ୍ରାୟ ସମୟରେ ବିମାନ ଯାତ୍ରା ସହ ଜଡ଼ିତ କିଛି ନା କିଛି ଖବର ସାମ୍ନାକୁ ଆସିଥାଏ। କେତେବେଳେ କ୍ର୍ୟୁ ମେମ୍ବର ଯାତ୍ରୀଙ୍କ ସହ ର୍ଦୁବ୍ୟବହାର...

ଜାଗରରେ ଶିବଙ୍କୁ ଏସବୁ ଅର୍ପଣ କଲେ ମିଳିଥାଏ ଶୁଭଫଳ

ପ୍ରତିବର୍ଷ ଅମାବାସ୍ୟା ତିଥି ଚତୁର୍ଦ୍ଦଶୀରେ ପଡ଼ିଥାଏ ଜାଗର। ଏହା ଶିବଙ୍କ ପ୍ରିୟ ପୂଜା ହୋଇଥିବାରୁ ଏହାକୁ ଶିବରାତ୍ରି ମଧ୍ୟ କୁହାଯାଇଥାଏ। ଚଳିତବର୍ଷ ୨୧ ତାରିଖ ଅର୍ଥାତ୍‌...

ନିକଟରେ ୫ମ ବିବାହ କରିଥିବା ଶତାୟୁ ବୃଦ୍ଧ କରୋନାକୁ ହରାଇଲେ

କରୋନା ସଂକ୍ରମଣ ସମଗ୍ର ବିଶ୍ୱରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଏଥିରେ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ...

ଭୂମିପୂଜା ପାଇଁ ଉତ୍ସବମୁଖରିତ ରାମନଗରୀ: ୧ଲକ୍ଷ ୧୧ହଜାର ଲଡ଼ୁରେ ମଣୋହି ହେବେ ରାମଲଲା

ଅଯୋଧ୍ୟା,୩୧।୭: ବହୁ ପ୍ରତିକ୍ଷୀତ ଆଯୋଧ୍ୟାରେ ରାମଲଲାଙ୍କ ପାଇଁ ଏବେ ରାମ ମନ୍ଦିର ନିର୍ମାଣ ହେବାକୁ ଯାଉଛି। ଅଗଷ୍ଟ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂମିପୂଜା ସହ...

ଶିଶୁର ଏହି ଅଙ୍ଗ ପାଇଁ ପାଳନ କରାଯାଏ ଶୋକ

ଶିଶୁଟିଏ ଜନ୍ମ ହେବା ପରେ ପରିବାରରେ ଖୁସିର ବାତାବରଣ ଦେଖାଯାଏ। ତେବେ ଶିଶୁ ଜନ୍ମକୁ ନେଇ ବିଶ୍ୱର ଅନେକ ସମ୍ପ୍ରଦାୟରେ ପୃଥକ ପୃଥକ ପରମ୍ପରା ପାଳନ...

ବୁଲେଟିନ୍‌ ଚାଲିଥିବା ବେଳେ ଝଗଡ଼ାରେ ମାତିଲେ ପାକିସ୍ତାନ ଚ୍ୟାନେଲ୍‌ର ଦୁଇ ଆଙ୍କର୍‌, ହସି ହସି ଗଡ଼ୁଛନ୍ତି ଲୋକେ

ସାଧାରଣତଃ ଟେଲିଭିଜନ୍‌ରେ କୌଣସି ଡିବେଟ୍‌ ବେଳେ ଆମେ ଆଙ୍କର(ଉଦ୍‌ଘୋଷକ) ଏବଂ ଅତିଥିମାନଙ୍କ ମଧ୍ୟରେ କଥା କଟାକଟି ଦେଖିଥାଉ। ହେଲେ କାର୍ଯ୍ୟକ୍ରମ ଚାଲୁଥିବା ବେଳେ ଦୁଇଜଣ ଆଙ୍କର...

ଏହି ମନ୍ଦିରରେ ତେଲ କି ଘିଅରେ ନୁହେଁ ବରଂ ନଦୀ ପାଣିରେ ଜଳିଥାଏ ଅଖଣ୍ଡ ଦୀପ

ଧର୍ମ ଓ ଆସ୍ଥାରେ ଏଭଳି ଚମତ୍କାରିତା ରହିଛି ଯାହା ଭଗବାନଙ୍କ ଉପରେ ଥିବା ଶ୍ରଦ୍ଧାକୁ ଆହୁରି ବଢ଼ାଇଦେଇଥାଏ। ଭାରତରେ ଦେବୀ ମା’ଙ୍କର ଅନେକ ଚମତ୍କାରୀ ମନ୍ଦିର...

Advertisement


Archives

Model This Week

Why Dharitri