Posted inଖେଳ

ଏହି ଖେଳନା ଧରି ପିଲାବେଳେ ଖେଳୁଥିଲେ ବିରାଟ କୋହଲି

ଭାରତୀୟ କ୍ରିକେଟ୍‌ ଟିମ୍‌ର ଜଣେ ଆଗଧାଡ଼ିର ଖେଳାଳି ବିରାଟ କୋହଲିଙ୍କର ଜନ୍ମ ୫ ନଭେମ୍ବର ୧୯୮୮ ମସିହାରେ ଦିଲ୍ଲୀର ପଞ୍ଜାବୀ ପରିବାରରେ ହୋଇଥିଲା। ତାଙ୍କର ପିତା ପ୍ରେମ୍‌ କୋହଲି ଜଣେ କ୍ରିମିନାଲ୍‌ ଆଡ଼୍‌ଭୋକେଟ୍‌ ଥିଲେ, ମା ସରୋଜ କୋହଲି ଜଣେ ଗୃହିଣୀ ମହିଳା ଥିଲେ। ଏହା ବ୍ୟତୀତ ବିରାଟ କୋହଲିଙ୍କର ଜଣେ ବଡ଼ ଭଉଣୀ ଓ ଭାଇ ଅଛନ୍ତି। ବିରାଟ ତିନି ବର୍ଷ ବୟସର ହୋଇଥିବା ବେଳେ ତାଙ୍କର ସବୁଠାରୁ ପ୍ରିୟ ଖେଳନା ବ୍ୟାଟ୍‌ ଥିଲା। ବିରାଟଙ୍କର ପ୍ରାରମ୍ଭିକ ଶିକ୍ଷା ବିଶାଳ ଭାରତୀ ପବ୍ଲିକ୍‌ ସ୍କୁଲ୍‌, ଦିଲ୍ଲୀରେ ହୋଇଥିଲା। କିନ୍ତୁ ତାଙ୍କର ଧ୍ୟାନ କ୍ରିକେଟ୍‌ ପ୍ରତି ଥିବାରୁ ତାଙ୍କର ପିତା ୯ ବର୍ଷ ବୟସରେ କ୍ରିକେଟ୍‌ କ୍ଲବ୍‌ରେ ତାଙ୍କ ନାମ ଲେଖେଇ ଦେଇଥିଲେ। ସେ ରାଜକୁମାର ଶର୍ମାଙ୍କ ଠାରୁ ଦିଲ୍ଲୀରୁ କ୍ରିକେଟ୍‌ ଶିଖିଲେ। ସେ ୨୦୦୨ରେ ଅଣ୍ଡର ୧୫ ପ୍ରତିଯୋଗିତାରେ ଖେଳିଥିଲେ। ଏହା ପରେ ୨୦୦୬ରେ ଅଣ୍ଡର ୧୭ରେ ଖେଳିବାର ସୁଯୋଗ ପାଇଥିଲେ। ମାଲେସିଆରେ ହୋଇଥିବା ଅଣ୍ଡର ୧୯ ମ୍ୟାଚ୍‌ରେ ବିରାଟ ଭାରତକୁ ବିଜୟୀ କରାଇଥିଲେ। ଏହା ପରେ ଦିନିକିଆ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ତାଙ୍କୁ ଚୟନ କରାଯାଇଥିଲା। ସେ ଶ୍ରୀଲଙ୍କା ବିରୋରେ ଖେଳିଥିଲେ ଓ ଏହି ମ୍ୟାଚ୍‌ରେ ଭାରତ ବିଜୟୀ ହୋଇଥିଲା। ୨୦୧୨ରେ ହୋଇଥିବା ଏସିଆ କପ୍‌ରେ ତାଙ୍କୁ ଉପ ଅଧିନାୟକ ଭାବରେ ଚୟନ କରାଯାଇଥିଲା। ପରବର୍ତ୍ତୀ ସମୟରେ ସେ ଭାରତର ଅଧିନାୟକ ମଧ୍ୟ ହୋଇଥିଲେ। ୨୦୦୮ ରେ ସେ ପ୍ରଥମ ଆଇପିଏଲ୍‌ ମ୍ୟାଚ୍‌ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri