Posted inଖେଳ

ଏହି ଖେଳାଳିଙ୍କ ଦୃଷ୍ଟିଶକ୍ତି କମ ଥିଲା, ତଥାପି ତାଙ୍କ ନାଁରେ ରହିଛି ୧୦୦ଟି ଶତକ

ଭାରତର ସ୍ବାଧୀନତାର ଠିକ୍‌ ୨୦ ଦିନ ପୂର୍ବରୁ ଅର୍ଥାତ୍‌ ୧୯୪୭ ମସିହା ଜୁଲାଇ ୨୪ ଏମିତି ଜଣେ ଖେଳାଳି ଜନ୍ମ ନେଇଥିଲେ, ଯେକି ପଡିଆକୁ ଓହ୍ଲାଇବା ମାତ୍ରେ ବିଶ୍ୱସ୍ତରୀୟ ବୋଲରଙ୍କ ହୋଶ୍‌ ଉଡିଯାଉଥିଲା। ଏଭଳି ଜଣେ ମହାନ ଖେଳାଳି ଥିଲେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ଜାହିର ଆବାସ୍‌। ତାଙ୍କୁ କେହି କେହି ଏସିଆର ବ୍ରାଡମ୍ୟାନ୍‌ ବୋଲି ମଧ୍ୟ ଆଖ୍ୟା ଦେଇଛନ୍ତି। ତାଙ୍କ ଦୃଷ୍ଟିଶକ୍ତି କମ ଥିଲେ ମଧ୍ୟ ସେ ଏସିଆର ପ୍ରଥମ ଖେଳାଳି ଭାବେ ପ୍ରଥମ ଶ୍ରେଣୀ କ୍ରିକେଟରେ ୧୦୦ଟି ଶତକ ହାସଲ କରିଛନ୍ତି। ୧୯୬୯ରେ ଟେଷ୍ଟ ମ୍ୟାଚରେ ପଦାର୍ପଣ କରିଥିବା ଜାହିର ନିଜ କ୍ୟାରିୟରର ଦ୍ୱିତୀୟ ଟେଷ୍ଟରେ ଦ୍ୱିଶତକ ହାସଲ କରିଥିଲେ। ପାକିସ୍ତାନର ପ୍ରଥମ ଖେଳାଳି ଭାବେ ସେ ଟେଷ୍ଟରେ ୪ ଏବଂ ୫ ହଜାର ରନ୍‌ କରିଥିଲେ। ସେ ୭୮ଟି ଟେଷ୍ଟ ଖେଳି ୪୪.୭୯ ହାରରେ ମୋଟ ୫୦୬୨ ରନ୍‌ କରିଥିଲେ। ସେହିପରି ୬୨ଟି ଏକଦିବସୀୟ ମ୍ୟାଚ୍‌ ଖେଳି ୪୭.୬୨ ହାରରେ ୨୫୭୨ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ…

ଏ କ’ଣ କରିଦେଲା BCCI, ଅଧିନାୟକ ଶେୟସ ଆୟରଙ୍କ ବଢିଲା ଟେନ୍‌ସନ୍‌

ନୂଆଦିଲ୍ଲୀ,୨।୯: ବିସିସିଆଇ ଆଫଗାନିସ୍ତାନ ବିପକ୍ଷରେ ଆଗାମୀ ଅନ୍ତର୍ଜାତୀୟ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆର ଦଳ ଘୋଷଣା କରିଛି। ଶ୍ରେୟସ ଆୟର ପୁଣି ଥରେ ଦଳର ନେତୃତ୍ୱ…

ଘରେ ଚାଲିଥିଲା ବିବାହ ଉତ୍ସବ, ଛାତ ଉପରେ ପଡ଼ିଲା ଆମେରିକା ଡ୍ରୋନ୍‌: ଆଉ ତା’ପରେ…

ଓ୍ବାଶିଂଟନ୍‌,୨।୯: ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ କରିଛି। ଏଥର ବିବାହ ଉତ୍ସବ ଚାଲିଥିବା ଏକ ଘର ଉପରେ ଆମେରିକା ଡ୍ରୋନ ପଡ଼ିଥିଲା। ଏଥିରେ ଘରର…

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର…

ଫର୍ଚୁନରରୁ ଓହ୍ଲାଇ ରାସ୍ତାରେ ଝାଡୁ ଲଗାନ୍ତି ଏହି ସଫେଇ କର୍ମଚାରୀ, ଗାଡି କିଣି ସମସ୍ତଙ୍କୁ କରିଦେଲେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨।୯: ସଫଳତାର କାହାଣୀ ଶୁଣିବାକୁ ସମସ୍ତଙ୍କୁ ଭଲ ଲାଗେ। କିନ୍ତୁ ନିଜ ପରିଶ୍ରମରେ ଶୂନ୍ୟରୁ ଶିଖରରେ ପହଞ୍ଚିବା ଲୋକ ବହୁତ କମ୍‌। ଏମିତି ଜଣେ ପରିଶ୍ରମୀ ବ୍ୟକ୍ତି…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

ଭୁଲରେ ବି ଏହି ଲୋକ ରଖନ୍ତୁନି ଜନ୍ମାଷ୍ଟମୀ ବ୍ରତ? ଉପବାସ ପୂର୍ବରୁ ଜାଣନ୍ତୁ ଜରୁରୀ କଥା…

ବୈଦିକ ପଞ୍ଜିକା ଅନୁଯାୟୀ, ସେପ୍ଟେମ୍ୱର ୪ ତାରିଖରେ ଦେଶବ୍ୟାପୀ ଉତ୍ସାହର ସହ ଜନ୍ମାଷ୍ଟମୀ (Janmashtami 2026) ପର୍ୱ ପାଳିତ ହେବ। ଏହି ଦିନ ଭଗବାନ ଶ୍ରୀକୃଷ୍ଣଙ୍କ ପୂଜା-ଆରାଧନା…

ଆଉ ଚାଲିବନି ବାହାନା! ଖେଳାଳିଙ୍କ ପାଇଁ BCCIର କଡ଼ା ନିୟମ, ବଦଳିଲା…

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚରେ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇସାରିଛି। ତେବେ ଏହି ଚୟନ ସହ କିଛି ଖେଳାଳିଙ୍କ ପାଇଁ ଫିଟନେସ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri