ଏହି ଗଛ ଦିଏ ବର୍ଷାର ଆଗୁଆ ସୂଚନା…

ଗୁଜରାଟରେ ରହିଛି କିଛି ଗଛ ଯିଏ ବର୍ଷା ସମ୍ପର୍କରେ ସୂଚନା ଦେଇଥାନ୍ତି । ଏହା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ଏହା ସତ୍ୟ। ସ୍ଥାନୀୟ ଶିତଳା ମାତା ମନ୍ଦିର ପ୍ରାଙ୍ଗଣରେ ଥିବା ଏକ ପ୍ରକାର ଗଛର ବୃଦ୍ଧିକୁ ଦେଖି ବର୍ଷା ହେବ କି ନାହିଁ ତାହା ସେଠାକାର ଲୋକେ ଜାଣିପାରୁଛନ୍ତି। ଏପ୍ରକାର ଗଛ ପ୍ରାୟତଃ ବାଗଡ଼ ଅଞ୍ଚଳର ଗାଲିୟାକୋଟରେ ଦେଖାଯାଇଥାଏ। ଏଠାରେ ଥିବା ଶିତଳା ମାତାଙ୍କ ମନ୍ଦିରର ଛାତ ନାହିଁ। ମନ୍ଦିରରେ ମାତାଙ୍କ ମୂର୍ତ୍ତିର ଠିକ୍‌ ପଛରେ ଏହି ପ୍ରଜାତିର ଗଛ ପ୍ରତିବର୍ଷ ଆଷାଢ଼ ମାସରେ ଆପେ ଆପେ ଉଠେ। ସ୍ଥାନୀୟ ଭାଷାରେ ଏହି ଗଛକୁ ‘ହରଣ’ କୁହାଯାଏ। ଗଛର ବୃଦ୍ଧି ଭଲ ହେଲେ ଆସନ୍ତା ବର୍ଷ ସେଠାରେ ଆଶାଜନକ ବର୍ଷା ହେବ ବୋଲି କୁହାଯାଇଥାଏ। ଏହି ଗଛ ଦୁର୍ଗାପୂଜା ସମୟରେ ମରିଯାଏ। ମନ୍ଦିର ପୁରୋହିତଙ୍କ କହିବା ଅନୁସାରେ ଅତି ପ୍ରାଚୀନ କାଳରୁ ଏହି ସ୍ଥାନରେ ଗଛ ଏମିତି ପ୍ରତିବର୍ଷ ଉଠେ ଓ ତା’ପରେ ଶୁଖିଯାଏ। ଏହା ଆଗାମୀ ବର୍ଷରେ ବର୍ଷା ହେବ କି ନାହିଁ ସେ ବିଷୟରେ ସୂଚନା ଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

ଇସ୍ରାଏଲକୁ ସାଂଘାତିକ ଧମକ ଦେଲା ପାକିସ୍ତାନ, ନେତାନ୍ୟାହୁଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ କରି କହିଲା…

ଇସଲାମବାଦ,୨୮।୩: ଇରାନର ରାଜଧାନୀ ତେହେରାନରେ ପାକିସ୍ତାନୀ ଦୂତାବାସ ନିକଟରେ ଇସ୍ରାଏଲୀ-ଆମେରିକୀୟ ଆକ୍ରମଣର ରିପୋର୍ଟ ପରେ, ଇସଲାମାବାଦ ଇସ୍ରାଏଲକୁ ଏକ କଡ଼ା ଚେତାବନୀ ଦେଇଛି। ପାକିସ୍ତାନ କହିଛି ଯେ…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

ଯୁଦ୍ଧ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ୨ ମିନିଟ୍‌ରେ…

ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୌତମ ବୁଦ୍ଧ ନଗର ଜିଲା ଜେଓ୍ବାରରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri