Posted inଫୁରସତ

ଏହି ଗାଁରେ ଜନ୍ମ ନିଅନ୍ତି କେବଳ ଯାଆଁଳା ସନ୍ତାନ

ଯାଆଁଳା ପିଲାଙ୍କ କଥା ସମସ୍ତେ ଅଳ୍ପ ବହୁତେ ଜାଣିଥିବେ। ହେଲେ କେରଳର ମଲ୍ଲମପୁର ଜିଲା କୋଡିନ୍ନି ଗାଁ ସବୁଠାରୁ ନିଆରା। ଏଠାରେ ଅଧିକାଂଶ ମା’ଙ୍କର ଜମଜ ସନ୍ତାନ ଜନ୍ମ ନେଇଥାଆନ୍ତି। ଏବେ ଏଠାରେ ପ୍ରାୟ ୪୦୦ ଯାଆଁଳା ସନ୍ତାନ ରହିଛନ୍ତି। ଏମାନଙ୍କ ମଧ୍ୟରେ ରହିଛନ୍ତି ନବଜାତ ଶିଶୁଙ୍କଠାରୁ ଆରମ୍ଭ କରି ୬୫ ବର୍ଷୀୟ ବୃଦ୍ଧ ପର୍ଯ୍ୟନ୍ତ। ଏକ ଗବେଷଣାରୁ ଜଣାଯାଏ ଯେ ପ୍ରତି ୧ ହଜାର ଶିଶୁଙ୍କ ମଧ୍ୟରେ ୪ ଯାଆଁଳା ସନ୍ତାନ ଜନ୍ମ ନିଅନ୍ତି। ହେଲେ କେରଳର କୋଡିନ୍ନି ଗାଁ ଏହାର ଏକ ବ୍ୟତିକ୍ରମ। ଏଠାରେ ପ୍ରତି ୧ ହଜାରରେ ୪୫ ଯାଆଁଳା ସନ୍ତାନ ଜନ୍ମ ନେଉଛନ୍ତି। ତେବେ ଯାଆଁଳା ସନ୍ତାନ ଜନ୍ମ କରିବାରେ ଏହି ଗାଁ ବିଶ୍ୱରେ ଦ୍ୱିତୀୟ। ଏହା ଏକ ମୁସଲମାନ ବହୁଳ ଗାଁ ହୋଇଥିବା ବେଳେ ଏହାର ଜନସଂଖ୍ୟା ପାଖାପାଖି ୨ହଜାର। ତେଣୁ ସ୍କୁଲ, କଲେଜ, ବ୍ୟବସାୟ ସ୍ଥଳ ସବୁଠି ଦେଖିବାକୁ ମିଳେ ଏମିତି କେତେଜଣ ଯାଆଁଳା ବ୍ୟକ୍ତିଙ୍କୁ। ଏକ ରିପୋର୍ଟ ଅନୁଯାୟୀ, ୨୦୦୮ରେ ଏଠାରେ ଜନ୍ମ ନେଇଥିବା ୩ଶହ ପିଲାଙ୍କ ମଧ୍ୟରେ ୧୫ ଯୋଡା ଥିଲେ ଯାଆଁଳା। ଯାହା ଏକ ବର୍ଷରେ ଜନ୍ମ ନେଇଥିବା ଯାଆଁଳା ଶିଶୁଙ୍କ ମଧ୍ୟରେ ସର୍ବାଧିକ ବୋଲି କୁହାଯାଏ। ତେବେ ଗତ କିଛି ବର୍ଷ ହେବ ଏହି ଗାଁରେ ୨ ଯାଆଁଳା ସନ୍ତାନଙ୍କ ବଦଳରେ ଅନେକ ସ୍ଥଳେ ଏକକାଳୀନ ୩ ସନ୍ତାନ ଜନ୍ମ ନେଉଥିବା କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଥର୍ମାଲ ସ୍କ୍ରିନିଂ ପାଇଁ ସୁରକ୍ଷାକର୍ମୀଙ୍କ ପାଖରେ ପହଞ୍ଚିଲେ କୁନି ଝିଅ, ଭିଡିଓ ଦେଖିଲେ ହୃଦୟକୁ ଛୁଇଁଯିବ

କରୋନା ମହାମାରୀଠୁ ଦୂରରେ ରହିବା ପାଇଁ ସତର୍କତା ଜରୁରୀ। ଯେପରି ମାସ୍କ ପିନ୍ଧିବା, ହାତକୁ ବାରମ୍ବାର ଧୋଇବା, ସାମାଜିକ ଦୂରତା ରକ୍ଷା କରିବା ଆଦି ମାନିବାକୁ...

କରୋନାରେ ହାରିଗଲା ଜୀବନ: କାହା କୋଳରେ ଆଖି ବୁଜିଲେ ପୁଅ ତ କାହା ବାହୁ ବନ୍ଧନରେ ଚାଲିଗଲା ସ୍ବାମୀଙ୍କ ପ୍ରାଣ

ମହାମାରୀ କରୋନାର ଦ୍ୱିତୀୟ ଲହର ଭାରତ ପାଇଁ ଭୟଙ୍କର ସାବ୍ୟସ୍ତ ହୋଇଛି। ପ୍ରଭାବିତ ରାଜ୍ୟଗୁଡ଼ିକର କିଛି ଫଟୋ ଭାଇରାଲ ହେବା କ୍ଷଣି ଆଖି ଓଦା କରୁଛି।...

୧୦ ବର୍ଷ ହେବ କେବଳ ବ୍ରେଡ୍‌, ଦହି ଖାଉଛନ୍ତି ୧୨ ବର୍ଷୀୟ ବାଳକ: ଆଉ କିଛି ଖାଦ୍ୟ ଦେଖିଲେ…

ଦୁନିଆରେ ଅନେକ ରୋଗ ଅଛି, ଯାହା ଅତ୍ୟନ୍ତ ବିପଜ୍ଜନକ ଏବଂ ବିଚିତ୍ର ଅଟେ। ଜଣେ ୧୨ ବର୍ଷର ବାଳକ ଏପରି ଏକ ଅଜବ ରୋଗ ସହିତ...

ବର୍ଷକରେ ୧ କୋଟିରୁ ଅଧିକ ଜରିମାନା ଆଦାୟ କରି ରେକର୍ଡ କଲେ ଏହି ଟିଟିଇ

ଟ୍ରେନ୍‌ରେ ଯାତ୍ରା କରିବା ସମୟରେ ଟିଟିଇଙ୍କୁ ଟିକେଟ ଯାଞ୍ଚ କରୁଥିବା ଦେଖିବାକୁ ମିଳେ। ଟିକେଟ ନ ଥିଲେ ଯାତ୍ରୀଙ୍କଠାରୁ ସେ ଜରିମାନା ମଧ୍ୟ ଆଦାୟ କରନ୍ତି।...

ଏଠି ମାତ୍ର କିଛି ଘଣ୍ଟା ପାଇଁ ହୋଇଥାଏ ଅସ୍ଥାୟୀ ବିବାହ

ବିବାହ ସର୍ବଦା ସ୍ଥାୟୀ ବୋଲି କୁହାଯାଏ। ହେଲେ ବିଶ୍ୱରେ ଏମିତି ଏକ ଦେଶ ଅଛି ଯେଉଁଠି ଅସ୍ଥାୟୀ ବିବାହ କରାଯାଏ। ବେଳେବେଳେ ମାତ୍ର କିଛି ଘଣ୍ଟା...

ଅଜବ କୁସ୍ତି ପ୍ରତିଯୋଗିତା

ଚାଇନାର ଚୋଙ୍ଗକିଙ୍ଗ ସହରରେ ଅନୁଷ୍ଠିତ ହେଉଥିବା କୁସ୍ତି ପ୍ରତିଯୋଗିତା ବିଷୟରେ ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହୋଇ ଯାଆନ୍ତି। କାରଣ କୁସ୍ତି ସାଧାରଣତଃ ଦୁଇ ଯୋଦ୍ଧାଙ୍କ...

କଟକଣା କୋହଳ ପରେ ଟ୍ରାଫିକ ଜାମ୍‌

ବାଙ୍ଗାଲୋର,୨୫ା୪: କର୍ନାଟକ ସରକାର ରାଜ୍ୟରୁ କୋଭିଡ-୧୯ ମୁକାବିଲା ପାଇଁ ଜାରି କରିଥିବା କଟକଣାକୁ କେତେକ ସ୍ଥାନରେ ଗୁରୁବାରଠାରୁ ଆଂଶିକ ଭାବେ କୋହଳ କରିବା ପରେ ଶୁକ୍ରବାର...

ଏହି ମୁଦ୍ରା ପାଖରେ ଅଛି କି? ହୋଇଯିବେ ଲକ୍ଷପତି

ମା’ ବୈଷ୍ଣୋ ଦେବୀଙ୍କ ମୁଦ୍ରା ଥିବା ବ୍ୟକ୍ତି ଏବେ ହୋଇପାରିବେ ଲକ୍ଷପତି। କିନ୍ତୁ ଏ କଥା ଖୁବ୍‌ କମ୍‌ ଲୋକ ଜାଣିଥିବେ। ଏହି ମୁଦ୍ରା ଦେଲେ...

Advertisement
Archives

Model This Week