ଏହି ଚା’ ପିଅନ୍ତୁ, ଓଜନ କମ୍‌ କରନ୍ତୁ

ଆଜିକାଲି ବ୍ୟସ୍ତବହୁଳ ଜୀବନଶୈଳୀ ଭିତରେ ଓଜନ ବୃଦ୍ଧି ଏକ ବଡ ସମସ୍ୟା ଭାବେ ଉଭା ହୋଇଛି। ଓଜନ କମାଇବା ପାଇଁ ବଜାରରେ ବିଭିନ୍ନ ପ୍ରକାର ଔଷଧ ମିଳୁଥିବାବେଳେ ତାହା କାମ ମଧ୍ୟ ଦେଉନାହିଁ। ତେବେ ପ୍ରାକୃତିକ ଉପାୟରେ କେମିତି ଓଜନ କମାଇବେ ସେ ବିଷୟରେ ଜାଣନ୍ତୁ। ଯେଉଁମାନେ ଶରୀରର ଚର୍ବି କମ୍‌ କରିବା ବା ଓଜନ କମାଇବା ପାଇଁ ଏକ ବିଶେଷ ଚା ପିଅନ୍ତୁ।
କେମିତି ତିଆରି କରିବେ ଏହି ଚା’
ଗୁଜୁରାତି, ଅଦା, ପାନମଧୁରି, ଜୁଆଣି, ଚା’ ପତିକୁ ୨ କପ୍‌ ପାଣିରେ ହାଲୁକା ଆଞ୍ଚରେ ୨-୩ ମିନିଟ୍‌ ପର୍ଯ୍ୟନ୍ତ ଫୁଟାନ୍ତୁ। ଚା’ ତିଆରି ହୋଇଯିବା ପରେ ଛାଣି ଅଲଗା ରଖନ୍ତୁ। ଏଥିରେ ଲେମ୍ବୁ ରସ ମିଶାନ୍ତୁ। ମିଠା କରିବା ପାଇଁ ଚିନି ବଦଳରେ ମହୁ ମିଶାଇ ପାରିବେ। ବିନା ଚିନିର ଚା’ବେଶି ଉପକାର କରିବ।
ସକାଳ ଓ ସନ୍ଧ୍ୟାରେ ଯେତେବେଳେ ଚା’ ପିଇବାକୁ ଇଚ୍ଛା ହେବ ଏହି ବିଶେଷ ଚା ପିଅନ୍ତୁ। ଏହାଦ୍ୱାରା ଚର୍ବି କମ୍‌ ହେବ ଓ ମେଦ ବହୁଳତା କମିବ। ଏହି ବିଶେଷ ଚା ଦ୍ୱାରା ଗ୍ୟାସ୍‌, କୋଷ୍ଠକାଠିନ୍ୟ, ପାଚନ, କ୍ଲିଟିଙ୍ଗ୍‌, ବ୍ଲକେଜ, କିଡ଼୍‌ନୀର ସମସ୍ୟା ମଧ୍ୟ ଦୂର ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

‘ତୁମ ସହ ଥିଲି, ଅଛି ଏବଂ ରହିବି’

ଲକ୍ଷ୍ନୌ,୨।୫: ସମାଜବାଦୀ ପାର୍ଟିର ବରିଷ୍ଠ ନେତା ଆଜାମ ଖାନଙ୍କୁ ନେଇ ରାଜନୀତି ଜୋର ଧରିଛି। ଏବେ ଜେଲ୍‌ରେ ବନ୍ଦ ଥିବା ଆଜମଙ୍କ ପାଇଁ ଦଳର ନେତା...

ସଂଖ୍ୟାଲଘୁଙ୍କ ସ୍ବୀକାର୍ଯ୍ୟ ନେତା ପାଲଟିଛନ୍ତି ମୋଦି: ନକ୍‌ଭୀ

ନୂଆଦିଲ୍ଲୀ,୧୭।୧୨: ଦେଶର ସର୍ବାଧିକ ସଂଖ୍ୟାଲଘୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମର୍ଥନ କରୁଛନ୍ତି। ମୋଦି ଦେଶର ଅଳ୍ପସଂଖ୍ୟକଙ୍କର ସ୍ବୀକାର୍ଯ୍ୟ ନେତା ପାଲଟିଛନ୍ତି। ଏସମ୍ପର୍କରେ ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ...

ଆଗାମୀ ୧୦ମିନିଟ୍‌ ଭିତରେ ଓ୍ବେଷ୍ଟ କୁର୍ଲାରେ ହେବ ବ୍ଲାଷ୍ଟ

ମୁମ୍ବାଇ,୧।୩: ଗତ କିଛି ଦିନରୁ ଆସୁଥିବା ଅଜ୍ଞାତ ଫୋନ୍‌ କଲ୍‌ ମୁମ୍ବାଇ ପୋଲିସର ନିଦ ହଜାଇ ଦେଇଛି। କିଛି ଏଭଳି ଘଟଣା ଘଟିଛି ମଙ୍ଗଳବାର ରାତିରେ।...

ମାତୋଶ୍ରୀରେ ଚାଲିଲା ମନ୍ଥନ: ଶିବସେନା ପୁଣି ଦୋହରାଇଲା ମୁଖ୍ୟମନ୍ତ୍ରୀ ଆମ ଦଳର ହେବ

ମୁମ୍ବାଇ,୭।୧୧: ମହାରାଷ୍ଟ୍ର ବିଧାନସଭା କାର୍ଯ୍ୟକାଳ ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ ବାକି ଅଛି। ଏହା ପୂର୍ବରୁ ଭାଜପା-ଶିବସେନା ମଧ୍ୟରେ ଥିବା ବିବାଦ ଛିଣ୍ଡୁନି।...

୨୫ ଟଙ୍କା ମହଙ୍ଗା ହେଲା ଡିଜେଲ୍‌

ନୂଆଦିଲ୍ଲୀ,୨୦।୩: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହ୍ରାସ ପାଇବାର ପ୍ରଭାବ ଏବେ ବହୁଳ ବ୍ୟବହାରକାରୀଙ୍କ ଉପରେ ପଡିଛି। ତୈଳ ମାର୍କେଟିଂ କମ୍ପାନୀଗୁଡିକ ବହୁଳ ବ୍ୟବହାରକାରୀଙ୍କ...

ଭାଇରାଲ ହେଉଛି ଯୋଗୀ ଆଦିତ୍ୟନାଥଙ୍କ ପ୍ରଥମ ସେଲ୍‌ଫି

ଲକ୍ଷ୍ନୌ,୧୨।୧୨: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶେଷରେ ସେଲ୍‌ଫି ମାୟାରେ ପଡି ଯାଇଛନ୍ତି। ସେ କାନପୁର ଗସ୍ତ କରିବା ସମୟରେ ଏକ ସେଲ୍‌ଫି ନେଇଥିବା...

ମହିଳାଙ୍କୁ ପ୍ରେମିକଙ୍କ ସହ ଉଲଗ୍ନ କରି ଗାଁରେ ବୁଲାଇଲେ

ରାଞ୍ଚି,୨୯।୯: ଅନୈତିକ ସମ୍ପର୍କ ରଖିବା ଅଭିଯୋଗରେ ଜଣେ ବିବାହିତା ମହିଳାଙ୍କୁ ତାଙ୍କ ପ୍ରେମିକଙ୍କ ସହ ଉଲଗ୍ନ କରି ଗାଁ ବୁଲାଇଛନ୍ତି ଗ୍ରାମବାସି। ଝାଡ଼ଖଣ୍ଡର ଡୁମକା ଜିଲାର...

ନୃତ୍ୟ ଦେଇଛି ପରିଚୟ

ଭୁବନେଶ୍ୱର ନୟାପଲ୍ଲୀରେ ରହୁଥିବା ମାଆ ସୌମ୍ୟାସ୍ମିତା ଏବଂ ବାପା ଦିଲ୍ଲୀପ କୁମାର ପଟ୍ଟନାୟକଙ୍କ ଝିଅ ସ୍ବସ୍ତିଦୀପା। ନୃତ୍ୟ ତାଙ୍କର ନିଶା ହେଲେ ମଧ୍ୟ ଭବିଷ୍ୟତର ଲକ୍ଷ୍ୟ...

Advertisement
Archives

Model This Week