ଏହି ଦେଶରେ ଏବେ ମାସ୍କ ପିନ୍ଧିବା ଜରୁରୀ ନୁହେଁ

ରୋମ୍‌,୨୮ା୬: ଫେବୃୟାରୀ ୨୦୨୦ରେ ବିଶ୍ୱରେ ମହାମାରୀ କରୋନା ବ୍ୟାପିବା ପରେ ଲୋକମାନେ ମାସ୍କ ପିନ୍ଧିବା ଆରମ୍ଭ କରିଥିଲେ। ୟୁରୋପର ଲୋକମାନେ ମଧ୍ୟ ମାସ୍କ ପିନ୍ଧି ଏହି ମହାମାରୀରୁ ନିଜକୁ ରକ୍ଷା କରିଥିଲେ। ଏଥି ସହିତ ୨୦୨୧ ମଧ୍ୟଭାଗରେ ୟୁରୋପୀୟ ଦେଶ ଇଟାଲୀର ଲୋକମାନେ ମାସ୍କରୁ ମୁକ୍ତି ପାଇଛନ୍ତି।।

କମ୍‌ ବିପଦକୁ ସୂଚାଇ ଇଟାଲୀର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପ୍ରଥମ ଥର ପାଇଁ ଇଟାଲୀର ୨୦ ଟି ଅଞ୍ଚଳକୁ କରୋନା ମୁକ୍ତ ଭାବେ ଘୋଷଣା କରିଛି। ଏହାର ଅର୍ଥ ହେଉଛି ମାସ୍କ ପିନ୍ଧିବା ଆଉ ବାଧ୍ୟତାମୂଳକ ହେବ ନାହିଁ। ଏବେ ଇଟାଲୀ କରୋନା ସଂକ୍ରମଣ ମୁକ୍ତ ଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri