Posted inଫୁରସତ

ଏହି ଦ୍ୱୀପରେ ରହିଛି ପଥର ଜଙ୍ଗଲ…

ପୃଥିବୀର ବିଭିନ୍ନ ଅଞ୍ଚଳରେ ରହିଛି ବହୁ ରହସ୍ୟ। ବେଳେବେଳେ ଏସବୁ ଆଧୁନିକ ମଣିଷ ମନକୁ ବେଶ୍‌ ଆନ୍ଦୋଳିତ କରିଥାଏ। ଚାଇନାରେ ଏଭଳି ଏକ ରହସ୍ୟମୟ ଦ୍ୱୀପ ରହିଛି। ଏହାକୁ ପଥର ଜଙ୍ଗଲର ଦ୍ୱୀପ ବୋଲି ଲୋକେ କହିଥାନ୍ତି। ଦ୍ୱୀପସାରା ବଡ଼ବଡ଼ ଲମ୍ବାକୃତି ପଥର ଗଛ ଭଳି ଛିଡ଼ା ହୋଇ ରହିଛି। ପୂର୍ବ ଚାଇନା ସାଗରରେ ଥିବା ଏହି ଦ୍ୱୀପର ନାମ ହେଉଛି ହୁଆଓ। ପୂର୍ବରୁ ଏହି ଦ୍ୱୀପ ଜନଶୂନ୍ୟ ଥିଲା। ପବନ ପଥରରେ ବାଜି ଏକ ଭୟଙ୍କର ଶବ୍ଦ ସୃଷ୍ଟି କରୁଥିଲା। ତେବେ ଏବେ ଏହାର ପରିବେଶରେ ବହୁ ପରିବର୍ତ୍ତନ ଆସିଛି। ଦେଶର ଜନସଂଖ୍ୟା ବଢୁଥିବାରୁ ଚାଇନା ସରକାର ଏଠାରେ ୩ଟି ହୋଟେଲ ନିର୍ମାଣ କରିଛନ୍ତି। ଏଠାରେ ସଡ଼କ ନିର୍ମାଣ କାର୍ଯ୍ୟ ବି ଜାରି ରହିଛି। ଆଗାମୀ କିଛି ବର୍ଷ ମଧ୍ୟରେ ଏହି ଦ୍ୱୀପକୁ ଏକ ପର୍ଯ୍ୟଟନସ୍ଥଳରେ ପରିଣତ କରିବା ପାଇଁ ଚାଇନା ସରକାର ଉଦ୍ୟମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?