ଏହି ପତ୍ରର ରହିଛି ଅନେକ ଔଷଧୀୟ ଗୁଣ

ସାରୁ ଖାଇବାକୁ ଅଧିକାଂଶ ଲୋକ ପସନ୍ଦ କରି ନ ଥାଆନ୍ତି। ହେଲେ ସାରୁ ଶରୀର ପାଇଁ ଯେତିକି ଉପକାରୀ ଏହାର ପତ୍ର ମଧ୍ୟ ସେତିକି ଉପକାରୀ ବୋଲି ଆୟୁର୍ବେଦରେ ବର୍ଣ୍ଣନା କରାଯାଇଛି। ଏଥିରେ ଥିବା ଭିଟାମିନ୍‌ ଏ, ବି, ସି, କ୍ୟାଲସିୟମ, ପୋଟାସିୟମ୍‌ ଶରୀରକୁ ସୁସ୍ଥ ରଖିବାରେ ସହାୟକ ହୋଇଥାଏ।
-ସାରୁ ପତ୍ରରେ ଥିବା ଭିଟାମିନ୍‌ ଏ ଆଖି ପାଇଁ ବେଶ୍‌ ଲାଭଦାୟକ। ଏହା ଦୃଷ୍ଟିଶକ୍ତି ପ୍ରଖର କରିବା ସହ ଆଖିରେ ଥିବା ମାଂସପେଶୀକୁ ମଜଭୁତ କରିଥାଏ।
-ସାରୁ ପତ୍ର ସହ ଫୁଲକୋବି ଡଙ୍କ ସିଝାଇ ଏଥିରେ ସାମାନ୍ୟ ଘିଅ ମିଶାଇ ଖାଇଲେ ସମସ୍ତ ପ୍ରକାର ପେଟ ସମସ୍ୟା ଦୂର ହୋଇଥାଏ।
-ଏଥିରେ ସୋଡିୟମ୍‌, ପୋଟାସିୟମ୍‌ ଓ ମ୍ୟାଗ୍ନେସିୟମ ଭରପୁର ମାତ୍ରାରେ ଥିବାରୁ ଏହା ଉଚ୍ଚ ରକ୍ତଚାପକୁ ନିୟନ୍ତ୍ରଣରେ ରଖିଥାଏ।
-ଏଥିରେ ପ୍ରଚୁର ପରିମାଣରେ ଫାଇବର ଥିବାରୁ ଏହା ମେଟାବୋଲିଜ୍‌ମକୁ ଆକ୍ଟିଭ ରଖିବା ସହ ମେଦବହୁଳତାକୁ କମ୍‌ କରିଥାଏ।
-ନିୟମିତ ଭାବେ ସାରୁ ପତ୍ରକୁ ଖାଦ୍ୟରେ ବ୍ୟବହାର କଲେ କ୍ୟାନସର ଭଳି ମାରାତ୍ମକ ରୋଗରୁ ମୁକ୍ତି ମିଳିଥାଏ।
-ସାରୁ ପତ୍ର ଖାଇଲେ ମସ୍ତିଷ୍କ ଥଣ୍ଡା ରହିଥାଏ। ଯେଉଁମାନଙ୍କର ହାଇପର ଟେନଶନ ରହିଛି ସେମାନେ ନିୟମିତ ସାରୁ ପତ୍ର ଖାଇବା ଭଲ।
-ସାରୁ ପତ୍ରର ରସ ସପ୍ତାହକୁ ୨ଥର ଖାଇଲେ ଆଣ୍ଠୁଗଣ୍ଠି ସମସ୍ୟା ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୫ ବର୍ଷ ପୂର୍ବେ ନିଖୋଜ ହୋଇଯାଇଥିବା ମା’ ଘରକୁ ଫେରିଲେ, ପରିବାରରେ ଖୁସିର ଲହରି

ଦିଗପହଣ୍ଡି,୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବରମୁଣ୍ଡୁଳି ଗାଁର ୭୦ ବର୍ଷୀୟା ବୃଦ୍ଧା ଇନ୍ଦୁ ବିଷୋୟୀ ୫ ବର୍ଷ ପୂର୍ବେ ଭୁବନେଶ୍ୱରରୁ ନିଖୋଜ ହୋଇଯାଇଥିଲେ।…

ଗଡକରୀଙ୍କ ବୟାନ ପରେ ରାଜନୀତିରେ ହଇଚଇ, ଭୋଟ୍ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୭।୯: କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋରଦାର ହୋଇଛି । ନାଗପୁରରେ ରବିବାର…

ଜିନପିଙ୍ଗଙ୍କ ଗସ୍ତ ପୂର୍ବରୁ କଠୋର ଆଭିମୁଖ୍ୟ ଗ୍ରହଣ କଲା ଭାରତ; ସୀମାରେ ଜାରି କଲା ଅଲଟିମେଟମ

ନୂଆଦିଲ୍ଲୀ,୭।୯: ଅରୁଣାଚଳ ପ୍ରଦେଶରେ ଚାଇନା ସୈନ୍ୟଙ୍କ ଅନୁପ୍ରବେଶ ରିପୋର୍ଟ ମଧ୍ୟରେ, ଭାରତ ବେଜିଂକୁ କଡ଼ା ଚେତାବନୀ ଦେଇଛି। ନୂଆଦିଲ୍ଲୀ ସ୍ପଷ୍ଟ କରିଛି ଯେ ଚାଇନା ସୈନ୍ୟବାହିନୀର ଏପରି…

ଦିଲ୍ଲୀ ଗସ୍ତରେ ମନମୋହନ ସାମଲ: କେନ୍ଦ୍ରୀୟ ନେତାଙ୍କ ସହ ଆଲୋଚନା ନେଇ ଚର୍ଚ୍ଚା

ଭୁବନେଶ୍ୱର, ୭।୯: ଦିଲ୍ଲୀ ଗସ୍ତରେ ଯାଇଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ରାଜ୍ୟ ଭାଜପାର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଶେଷ ହେବା ପରେ ତାଙ୍କର ଏହି…

ନାନା ସମସ୍ୟାରେ ଛନ୍ଦି ହୋଇଛି ବରି ହାଇସ୍କୁଲ, ମଧ୍ୟାହ୍ନଭୋଜନ ଅର୍ଥରେ କିଣାଯାଉଛି ଚକ୍‌ଖଡ଼ି

ସିମୁଳିଆ,୭ା୯(ସନ୍ତୋଷ ନାୟକ): ୨୦୨୪-୨୫ ଶିକ୍ଷାବର୍ଷରୁ ବାଲେଶ୍ୱର ଜିଲାରେ ପ୍ରଥମ ପିଏମ୍‌ଶ୍ରୀ ବିଦ୍ୟାଳୟର ମାନ୍ୟତା ପାଇଥିବା ସିମୁଳିଆ ବ୍ଲକର ବରି ହାଇସ୍କୁଲ ନାନା ସମସ୍ୟା ମଧ୍ୟରେ ଛନ୍ଦି ହୋଇରହିଛି।…

ଦେବଗିରି ମହାବିଦ୍ୟାଳୟର ୧୫ତମ ପ୍ରତିଷ୍ଠା ଦିବସ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ କୋରାପୁଟ ସାଂସଦ ସପ୍ତଗିରି ଉଲାକା

କଲ୍ୟାଣସିଂହପୁର, ୭।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକସ୍ଥିତ ଦେବଗିରି ମହାବିଦ୍ୟାଳୟ ପରିସରରେ ୧୫ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କଲେଜ ପରିଚାଳନା…

ଆଡଲ୍ଟ କଣ୍ଟେଣ୍ଟ ଉପରେ ମୋଟା ରକମ ପାଇବାକୁ ଚିନ୍ତା କରୁଛି ୟୁକ୍ରେନ, ଆଣିବ ନୂଆ ଆଇନ

କ୍ୱିଭ,୭।୯: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଛି; ଦୁଇ ଦେଶ ଦୀର୍ଘ ସମୟ ଧରି ପରସ୍ପର ସହିତ ଲଢୁଛନ୍ତି। ଏହି ବିବାଦ ମଧ୍ୟରେ, ୟୁକ୍ରେନିଆନ ସରକାର…

‘ହର୍ମୁଜ ସେତେବେଳେ ଖୋଲିବ ଯେତେବେଳେ…’: ଆମେରିକା ପାଇଁ ନୂଆ ସର୍ତ୍ତ ରଖିଲା ଇରାନ

ତେହରାନ,୭।୯: ହର୍ମୁଜ ପ୍ରଣାଳୀ ଉପରେ ବିବାଦ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇରାନ ଏହି ପ୍ରଣାଳୀ ଖୋଲିବା ସମ୍ପର୍କରେ ଆମେରିକା ପାଇଁ ଏକ ସର୍ତ୍ତ ରଖିଛି। ଇରାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri