କିଡ୍‌ନୀ ଷ୍ଟୋନ୍‌ରୁ ଦୂରେଇ ରଖେ ଏହି ପରିବା …

ବ୍ୟସ୍ତବହୁଳ ଜୀବନରେ ଖାଦ୍ୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ କିଡ୍‌ନୀ ଷ୍ଟୋନ ଦେଖାଯାଇଥାଏ। ତେବେ ଏଥିରୁ ଦୂରେଇ ରହିବାର ଉପାୟ ହାତ ପାଆନ୍ତାରେ ରହିଛି। ନିୟମିତ ଜହ୍ନି ଖାଇଲେ ଏଥିରୁ ମୁକ୍ତି ମିଳିଥାଏ। ଏଥିରେ ପ୍ରଚୁର ପରିମାଣରେ ଭିଟାମିନ୍‌, ମିନେରାଲ ଓ ପ୍ରୋଟିନ୍‌ ରହିଥାଏ। ନିୟମିତ ଜହ୍ନି ଖାଇବା ଦ୍ୱାରା କିଡ୍‌ନୀ ସ୍ବାଭାବିକ ଭାବେ କାର୍ଯ୍ୟ କରିବା ସହିତ ମେଦବହୁଳତାରୁ ମଧ୍ୟ ମୁକ୍ତି ମିଳିଥାଏ। ଏହା ଶରୀରରେ ଜମି ରହିଥିବା ଅଦରକାରୀ ଚର୍ବିକୁ ବାହାର କରିଦେଇଥାଏ। ଡାଇବେଟିସ୍‌ ରୋଗୀଙ୍କ କ୍ଷେତ୍ରରେ ଏହା ମହୌଷଧି ସଦୃଶ କାର୍ଯ୍ୟ କରିଥାଏ। ଜହ୍ନିରେ କ୍ୟାରୋଟିନ୍‌ ନାମକ ରାସାୟନିକ ପଦାର୍ଥ ଥାଏ ଯାହା ଦୃଷ୍ଟିଶକ୍ତି ବୃଦ୍ଧି କରେ। ବିଭିନ୍ନ ଚର୍ମ ସଂକ୍ରମଣରୁ ଜହ୍ନି ଦୂରେଇ ରଖେ। ଏହା ଶରୀରର ରୋଗ ପ୍ରତିରୋଧ ଶକ୍ତି ମଧ୍ୟ ବଢ଼ାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଖାଇସାରିବା ପରେ ତୁରନ୍ତ ପାଣି ପିଇବା ହୋଇଥାଏ କ୍ଷତିକାରକ

ସାଧାରଣ ଜୀବନଚର୍ଯ୍ୟା ମଧ୍ୟରେ ଆବଶ୍ୟକ ମୁତାବକ ପାଣି ପିଇବା ଜରୁରୀ। ଏ ନେଇ ଅଧିକ ପାଣି ପିଇବାକୁ ଡାକ୍ତର ପରାମର୍ଶ ଦେଇଥାନ୍ତି। ମାତ୍ର ଅନେକେ ଖାଇବା...

ଏହି ୪ ଗଛକୁ ଘରେ ଲଗାଇବା ଭାରି ଶୁଭ: ରୋଗ- ଧାରଉଧାରରୁ ମିଳେ ମୁକ୍ତି; ବଢେ ସୁଖ ସମୃଦ୍ଧି

ଆଜିକାଲି ଅଧିକାଂଶ ଲୋକ ଘରେ ଗଛଲତା ରଖିବାକୁ ପସନ୍ଦ କରୁଛନ୍ତି। ଏହାଦ୍ୱାରା ଘରର ବାତାବରଣ ସ୍ବଚ୍ଛ ହେବା ସହ ସକରାତ୍ମକ ଉର୍ଜା ଆସିଥାଏ। ବାସ୍ତୁ ଶାସ୍ତ୍ର...

ଠିଆ ହୋଇ ପାଣି ପିଉଛନ୍ତି କି…

ପାଣି ଶରୀର ପାଇଁ କେତେ ଗୁରୁତ୍ୱପୂର୍ଣ୍ଣ ସମସ୍ତେ ଜାଣିଛନ୍ତି। ଶରୀରକୁ ସୁସ୍ଥ ରଖିବାରେ ଜଳର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ମଣିଷ ଶରୀରରେ ପ୍ରାୟ ୬୦ରୁ ୭୦...

ଚିକେନ ରାଜପୁତାନା

ପୁରୀ ସହରର ଭିଆଇପି ରୋଡରେ ରହିଛି ହୋଟେଲ ଭିଆଇପି ସ୍କୋୟାର। ଏହି ହୋଟେଲର ଏକ ଚାହିଦା ଥିବା ଡିଶ୍‌ ହେଉଛି ଚିକେନ ରାଜପୁତାନା। ଏହାର ଗୋଟିଏ...

ଆଖି କ୍ୟାନ୍‌ସର ପାଇଁ ଇଞ୍ଜେକ୍‌ଶନ

ଦିନକୁ ଦିନ ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ନୂଆ ନୂଆ ଚିକିତ୍ସା ପ୍ରଣାଳୀ ଉଦ୍ଭାବନ ହେଉଛି। ତଥାପି କେତେକ ରୋଗ ଆଜି ମଧ୍ୟ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା...

ଏସବୁ ପ୍ରତି ଧ୍ୟାନ ଦେଲେ ଘରେ ବଢ଼ିବ ଧନ

ବାସ୍ତୁଶାସ୍ତ୍ରୀଙ୍କ ଅନୁଯାୟୀ, ଘରେ ରଖାଯାଇଥିବା ସମସ୍ତ ଜିନିଷ ବ୍ୟକ୍ତିଙ୍କ ଜୀବନ ଉପରେ ପ୍ରଭାବ ପକାଇଥାଏ। ଯଦି ବାସ୍ତୁ ଅନୁଯାୟୀ ଘରେ ଥିବା ଜିନିଷଗୁଡ଼ିକ ସନ୍ତୁଳିତ ହୁଏ,...

ପନିର ନୁରାନି

ପର୍ଯ୍ୟଟନ ସହର ପୁରୀରେ ପର୍ଯ୍ୟଟକଙ୍କ ସମାଗମକୁ ଦୃଷ୍ଟିରେ ରଖି ହୋଟେଲ ଏବଂ ରେଷ୍ଟୁରାଣ୍ଟରେ ବିଭିନ୍ନ ପ୍ରକାର ଖାଦ୍ୟ ପ୍ରସ୍ତୁତ କରାଯାଏ । ବଳିଆପଣ୍ଡାସ୍ଥିତ ହୋଟେଲ ଲକି...

ଋତୁ ପରିବର୍ତ୍ତନ ସମୟରେ ହେଉଥିବା ଶାରିରୀକ ସମସ୍ୟାରୁ ମୁକ୍ତି ଦେବ ଘରୋଇ ଉପଚାର

ଋତୁ ପରିବର୍ତ୍ତନ ହେଲେ ଶରୀର ଉପରେ ଏହାର ପ୍ରଭାବ ପଡ଼ିଥାଏ। ଏହାଦ୍ୱାରା ସାଧାରଣତଃ ତାପମାତ୍ରାର ବୃଦ୍ଧି ଓ କମ୍‌ ଯୋଗୁ ଶରୀରରେ ଥଣ୍ଡା, କାଶ ଓ...

Advertisement
Archives

Model This Week